ନାଚ,ଗୀତରେ ଝୁମିଲେ ବରଯାତ୍ରୀ
ବାହାନଗା,୬।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ଖରିଦା ଓ ଖନ୍ତାପଡ଼ା ପଞ୍ଚାୟତର ଚିତାପଦା ଗ୍ରାମରେ ଦେବଦମ୍ପତିଙ୍କ ବିବାହ ଉତ୍ସବ ଶେଷ ହୋଇଛି। ଚିତାପଦା ଗ୍ରାମସ୍ଥିତ ବାବା ଚିତ୍ରେଶ୍ୱରଙ୍କ ବିବାହ ନିମନ୍ତେ ମନ୍ଦିର ପରିସରରୁ ବରଯାତ୍ରୀ ଶୋଭାଯାତ୍ରାରେ ବାହାରି ଖନ୍ତାପଡ଼ା…
ବିମୋହିତ କରୁଛି ‘କୁରୁସି’
କେନ୍ଦୁଝର, ୬।୬ କେନ୍ଦୁଝର ବଣ ପାହାଡ଼ରେ ବିଭିନ୍ନ ଜାତିର ଓ ରଙ୍ଗର ଫୁଲ ବିଭିନ୍ନ ଋତୁରେ ଶୋଭାବର୍ଦ୍ଧନ କରିଥାଏ। ସେଥିମଧ୍ୟରୁ କୁରୁସି ବା କୁରେଇ ଫୁଲ ଅନ୍ୟତମ। ବିଶେଷ କରି ଏହି ଋତୁରେ ଧଳା ରଙ୍ଗର ଏହି ଫୁଲ ସମସ୍ତଙ୍କୁ ବିମୋହିତ…
ହଟୁନି ଅଚଳାବସ୍ଥା, ଖାଦ୍ୟରୁ ବଞ୍ଚିତ ପିଲା
ଖଇରା,୬।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ବର୍ତ୍ତନା ଗ୍ରାମ ପଞ୍ଚାୟତ ଅଧୀନ ପଦୁନା ଅଙ୍ଗନୱାଡି କେନ୍ଦ୍ରରେ କର୍ମୀ ଓ ଲୋକପ୍ରତିନିଧିଙ୍କ ମଧ୍ୟରେ ସମନ୍ବୟ ଅଭାବରୁ ୨୦୧୪ରୁ ଲାଗି ରହିଥିବା ଅଚଳାବସ୍ଥା ଜିଲାପାଳଙ୍କ ହସ୍ତକ୍ଷେପ ପରେ ମଧ୍ୟ ହଟିପାରୁନି। ଯାହାର ପରିଣାମ କେନ୍ଦ୍ରରେ…
ଆଜି ରାଜ୍ୟରୁ ୧୩ ପଜିଟିଭ୍ ଚିହ୍ନଟ, ୧୨,୮୮,୫୧୭ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୮ ଜଣ ଚିହ୍ନଟ…
ସନ୍ଦେହରେ ପୋଲିସ ଭୂମିକା
ଯାଜପୁର ଅଫିସ,୬ା୬: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଅନ୍ଧାରି ପଞ୍ଚାୟତର ରଗଡ଼ିଠାରୁ କୋରେଇଗଡ଼ିଆ ରାସ୍ତା କାର୍ଯ୍ୟରେ ମେଶିନ ଲଗାଯାଇ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଏହି ମର୍ମରେ…
ସବୁ ଅଟୋ ପଛରେ ଲାଗିବ ଦର ସାରଣୀ
ପୁରୀ ଅଫିସ,୬।୬: ଅଟୋରେ ଲାଗିବ ଦର ତାଲିକା। ଅଟୋ ଚାଳକମାନେ ମନମୁତାବକ ଦର ନେଇପାରିବେ ନାହିଁ। ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଭିନ୍ନ ଭିନ୍ନ ଅଟୋ ଚାଳକ ଭିନ୍ନ ଭିନ୍ନ ଦର ନେଉଥିବା ବେଳେ ଯାତ୍ରୀମାନେ ଶୋଷଣର ଶିକାର ହେଉଥିଲେ।…
ସହର, ଉପାନ୍ତ ଅଞ୍ଚଳରେ ବଢୁଛି ଅପରାଧ
କେନ୍ଦ୍ରାପଡ଼ା ଅଫିସ,୬ା୬: କେନ୍ଦ୍ରାପଡ଼ା ଜିଲା ଦୀର୍ଘ ଦୁଇ ଦଶନ୍ଧି ଧରି ଅପରାଧ ପ୍ରବଣ ହେବାରେ ଲାଗିଛି। ଏହି ସମୟ ଅବଧିରେ ଜିଲାକୁ ବାଂଲାଦେଶୀ ଅନୁପ୍ରବେଶ ଉତ୍କଟରୂପ ଧାରଣ କରିଥିବା ବେଳେ ସହର ଓ ଉପାନ୍ତ ଅଞ୍ଚଳ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। କ୍ରମାଗତ…
ଶିକ୍ଷକତା ଜାଲିଆତି ଅଣାୟତ୍ତ
ଯାଜପୁର ଅଫିସ,୬ା୬: ଜାତିଗତ ଏବଂ ଶିକ୍ଷାଗତ ପ୍ରମାଣପତ୍ରକୁ ଜାଲିଆତି କରି ସରକାରଙ୍କ ବିଭିନ୍ନ ସୁବିଧାସୁଯୋଗ ହାସଲ କରିବା ଏବେ ସାଧାରଣ ବିଷୟ ହୋଇଛି। ବିଶେଷକରି ଶିକ୍ଷା ବିଭାଗରେ ଏହି ଜାଲିଆତି ଅଣାୟତ୍ତ ହୋଇଛି। ନକଲି ଶିକ୍ଷକଙ୍କୁ ଠାବ କରି ସେମାନଙ୍କ ବିରୋଧରେ…
ଅଧ୍ୟବସାୟରୁ ବ୍ୟବସାୟିକ ସଫଳତା
ବାଣିଜ୍ୟ ଛାତ୍ର ହୋଇଥିବାରୁ ବ୍ୟବସାୟ ପ୍ରତି ମନ ବଳାଇଥିଲେ। ଉଚ୍ଚଶିକ୍ଷା ପରେ ଦେଶର କିଛି ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନରେ ଯୋଗଦେବା ସହ ସେ ୧୯୯୧-୯୨ରେ ସୁପ୍ରିମ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ସହ ଯୋଡ଼ିହୋଇଥିଲେ। ଦୀର୍ଘ ବର୍ଷର ଅଭିଜ୍ଞତା ଥିବାରୁ କମ୍ପାନୀ ତାଙ୍କୁ ଅଧିକାରୀ…
ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ, ସରୋଜ ମେହେର ଉପମୁଖ୍ୟ ସଚେତକ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜଗତ୍ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଦାୟିତ୍ୱ ମିଳିଛି। ସେହିପରି ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ସରକାରୀ ଦଳ ଉପ ମୁଖ୍ୟ ସଚେତକ କରାଯାଇଛି। ଏ ନେଇ ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି…
ରୋଗ ଭଲ ପାଇଁ ଖାଉଛନ୍ତି ବାଲି
ଗୋପାଳପୁର,୬ା୬(ଡି.ଏନ.ଏ.): ଔଷଧ ଖାଇଲେ ରୋଗ ଭଲ ହୁଏ। କିନ୍ତୁ ଜଣେ ବ୍ୟକ୍ତି ତାଙ୍କ ଗୋଡ଼ହାତ ବିନ୍ଧାରୁ ଉପଶମ ପାଇବା ପାଇଁ ବାଲି ଖାଉଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କୀର୍ତ୍ତିପୁର ଗ୍ରାମରେ। ବାଲି ଖାଇଲେ ବି ତାଙ୍କର…
ଅନିଶ୍ଚିତତାରେ ଅର୍ବାନ ହିଷ୍ଟ୍ରି ମ୍ୟୁଜିୟମ
ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି), ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ) ଏବଂ ସ୍ମାର୍ଟସିଟି ପକ୍ଷରୁ ରାଜଧାନୀର ବିକାଶ ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ସେଥିମଧ୍ୟରୁ କେତେକ କାର୍ଯ୍ୟକାରୀ ହେଉଥିବାବେଳେ ଆଉ କେତୋଟି ଯୋଜନା ଫାଇଲ ଭିତରେ ରହିଯାଉଛି। ସରକାର…
Archives


