କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୩୮୫ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରୁ ୩୮୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୪୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…
ପରିବା ଚାଷରୁ ରୋଜଗାରକ୍ଷମ ହେଉଛନ୍ତି ଜୁଆଙ୍ଗ
କେନ୍ଦୁଝର,୧୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ବୁଢାଖମଣ ପଞ୍ଚାୟତର ଜୁଆଙ୍ଗ ଜନଜାତି ଲୋକେ ଜଙ୍ଗଲ ଓ ପାହାଡ଼ରେ ଥିବା କାଠ, ପତ୍ର, ଫଳମୂଳ ଆଦି ଉପରେ ନିର୍ଭର କରି ଜୀବିକା ନିର୍ବାହ କରିଆସୁଥିଲେ। କିନ୍ତୁ ଏବେ ପନିପରିବା ଚାଷ କରି ଆତ୍ମନିର୍ଭରଶୀଳ…
ଟ୍ରକ୍-ଯାତ୍ରୀବାହୀ ବସ୍ ମୁହାଁମୁହିଁ, ୩ ଗୁରୁତର
ବୌଦ୍ଧ,୧୯ା୮(ସ୍ବ.ପ୍ର.): ବୌଦ୍ଧ ଜିଲା ରାଧାନଗର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯାତ୍ରୀବାହୀ ବସ୍ ସହ ଟ୍ରକ ମୁହାଁ ମୁହିଁ ଧକ୍କା ହେବାରୁ ଟ୍ରକ ଡ୍ରାଇଭରଙ୍କ ସମେତ ୩ ଗୁରୁତର ହୋଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି।…
ବିଏମ୍ସିର ବସିବ ଦ୍ୱିତୀୟ କର୍ପୋରେସନ ବୈଠକ
ଭୁବନେଶ୍ୱର, ୧୮।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର (ବିଏମ୍ସି)ରେ ଶୁକ୍ରବାର କର୍ପୋରେସନ ବୈଠକ ବସିବ। ନୂତନ କର୍ପୋରେଟର ଏବଂ ମେୟର ନିର୍ବାଚିତ ହେବାପରେ ଏହା ତାଙ୍କର ଦ୍ୱିତୀୟ କର୍ପୋରେସନ ବୈଠକ ହେବ। ଏଥିପାଇଁ ବିଏମ୍ସି ପକ୍ଷରୁ ଏଜେଣ୍ଡା ପ୍ରସ୍ତୁତ ହୋଇଯାଇଛି। ତେବେ…
ସୃଷ୍ଟି ହେଲା ଅବପାତ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଶୁକ୍ରବାର ଅବପାତ ସୃଷ୍ଟି ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…
ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଓଡ଼ିଶା ଜଗରନଟ୍ସ
ଭୁବନେଶ୍ୱର,୧୯ା୮:ଅଲ୍ଟିମେଟ ଖୋଖୋ ଲିଗ୍ରେ ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ରହିଛି ଓଡ଼ିଶା ଜଗରନଟ୍ସ। ଶୁକ୍ରବାର ପୁଣେର ଶ୍ରୀ ଶିବ ଛତ୍ରପତି ସ୍ପୋଟର୍ସ କମ୍ପ୍ଲେକ୍ସରେ ରାଜସ୍ଥାନ ଓ୍ବାରିୟର୍ସ ବିପକ୍ଷରେ ମ୍ୟାଚ୍ ରହିଥିବା ବେଳେ ପୁଣି ଥରେ ବିଜୟ ଧାରାକୁ ଫେରିବାକୁ ଦଳ ପ୍ରୟାସ କରିବ। ମଙ୍ଗଳବାର…
‘ଶେଷରେ ଅଲୋଡ଼ା କିନ୍ନରକୁ ଭରସାକଲେ ମାତାପିତା’
ଭୁବନେଶ୍ୱର,୧୯।୮:ସାଧାରଣତଃ ମାତାପିତାଙ୍କଠାରୁ କିନ୍ନର ଶିଶୁଟିଏ ଜନ୍ମ ନେଲେ ତାକୁ ଅଲୋଡ଼ା ଭାବି ନବଜାତ ଶିଶୁଟିକୁ ଏଣେତେଣେ ଛାଡି ଦେଇଥାନ୍ତି। କିନ୍ତୁ କିଏ ଜାଣେ ଦୁର୍ଲଭ ମାନବ ଜନ୍ମ ପାଇଥିବା ସେହି ଶିଶୁଟି ପରବର୍ତ୍ତୀ ସମୟରେ କିନ୍ନର ହୋଇ ବି କେଉଁ ବିରଳ…
ବିଜେଡି ପର୍ଯ୍ୟବେକ୍ଷକ ତାଲିକାରେ ପରିବର୍ତ୍ତନ
ଭୁବନେଶ୍ୱର, ୧୯ା୮(ବ୍ୟୁରୋ):ଦୀର୍ଘଦିନ ଧରି ବିଜେଡି ସାଙ୍ଗଠନିକ ସ୍ତରରେ ଅଦଳବଦଳ ହେବ ବୋଲି ଚର୍ଚ୍ଚା ଜୋର୍ ଧରିଥିଲା। ତେବେ ଏହି ଆଲୋଚନାର ଏକ ଝଲକ ଗୁରୁବାର ଦେଖିବାକୁ ମିଳିଛି। ବରିଷ୍ଠ ନେତାଙ୍କୁ ଏକାଧିକ ଜିଲାର ଦାୟିତ୍ୱ ପ୍ରଦାନ କରାଯାଇଥିବା ନେଇ ଏକ ତାଲିକା…
ପୁଣି ବଢ଼ିଲା ସମ୍ପତ୍ତି ତାଲିକା ଦାଖଲ ଅବଧି
ଭୁବନେଶ୍ବର, ୧୯ା୮(ବ୍ୟୁରୋ):ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସରକାରୀ ଅଧିକାରୀମାନେ ସେମାନଙ୍କ ସମ୍ପତ୍ତି ତାଲିକା ଦାଖଲ କରିବାରେ ଆଗ୍ରହ ଦେଖାଉନାହାନ୍ତି। ନିୟମତଃ ଗ୍ରୁପ୍ ‘ଏ’ ଠାରୁ ଆରମ୍ଭ କରି ଗ୍ରୁପ ‘ଡି’ କର୍ମଚାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ନିଜର ସମ୍ପତ୍ତି ତାଲିକା ପ୍ରତ୍ୟେକ ବର୍ଷ ଜାନୁୟାରୀ…
୧୩ ଜିଲାର ଅଢ଼େଇ ଲକ୍ଷ ଲୋକ ଜଳବନ୍ଦୀ
ଭୁବନେଶ୍ୱର,୧୯ା୮(ବ୍ୟୁରୋ):ବନ୍ୟା ଯୋଗୁ ୧୩ ଜିଲାର ୭୧ ବ୍ଲକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଥିରେ ୨୦୬୬ ଗ୍ରାମ ପ୍ରଭାବିତ ହୋଇଛି। ୪୭୦ ଗ୍ରାମ ଜଳଘେରରେ ରହିଥିବାବେଳେ ୨ ଲକ୍ଷ ୫୫ ହଜାର ୩୨୫ ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରାୟ ୫ ଲକ୍ଷ…
କାର୍ଯ୍ୟରେ ଅବହେଳା: ଫାଣ୍ଡି ଅଧିକାରୀ ସମେତ ୪ କନଷ୍ଟେବଳ ନିଲମ୍ବିତ
ମାଲକାନଗିରି/କୁଡୁମୁଲୁଗୁମ୍ମା,୧୮ା୮(ଡି.ଏନ.ଏ.): କାର୍ଯ୍ୟରେ ଅବହେଳା ଯୋଗୁ ମାଲକାନଗିରି ଜିଲା ଓର୍କେଲ ଥାନା ଅଧୀନରେ ଥିବା କୁଡୁମୁଲୁଗୁମ୍ମା ଫାଣ୍ଡିର ଫାଣ୍ଡି ଅଧିକାରୀ କମଳ ଲୋଚନ ନାୟକ ଓ ୪ ଜଣ କନଷ୍ଟେବଳଙ୍କୁ ଗୁରୁବାର ନିଲମ୍ବିତ କରାଯାଇଛି। ଏ ସମ୍ପର୍କରେ ଓର୍କେଲ ଥାନା ଭାରପ୍ରାପ୍ତ ଅଧିକାରୀ…
ରାଜ୍ୟରୁ ୫୦୨ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୫୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୩,୧୨,୪୪୯ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ…

