ରାଜ୍ୟ

ପୋଲ ଉପରେ ପାଣି, ବାଡ଼ ଦେଇ ବସିଲା ପ୍ରଶାସନ

ନନ୍ଦାହାଣ୍ଡି,୧୫।୮(ଡି.ଏନ୍‌.ଏ): ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଦହଣା ଏବଂ ଡଙ୍ଗରଭେଜା ସୀମାରେ ପ୍ରବାହିତ ବାଙ୍ଗିରି ନାଳରେ ଥିବା ପୋଲ ଉପରେ ଏକ ଫୁଟ ଉଚ୍ଚତାରେ ପାଣି ଚାଲୁଛି ।…

ଲଗାଣ ବର୍ଷାରେ ଭାଙ୍ଗିଲା ଆଂଶିକ ୩୯୦ ଘର

ନବରଙ୍ଗପୁର,୧୫।୮(ବି.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିଯୋଗୁ ଜିଲାର ୧୦ ବ୍ଲକ ମଧ୍ୟରୁ ୮ ବ୍ଲକର ୮୩ ପଞ୍ଚାୟତ ଅଧୀନ ୧୩୪ ଗ୍ରାମ ପ୍ରଭାବିତ ହୋଇଛି। ନବରଙ୍ଗପୁର ବ୍ଲକରେ ୧୬୭ ମିମି, ନନ୍ଦାହାଣ୍ଡିରେ ୧୪୯ମିମି,…

ବନ୍ଦ ହେଲା ହୀରାକୁଦର ୮ ଗେଟ୍‌

ସମ୍ବଲପୁର,୧୫।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ଖୋଲାଯାଇଥିବା ୩୪ ଗେଟ୍‌ ମଧ୍ୟରୁ ସୋମବାର ୮ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ତଳ ମୁଣ୍ଡରେ ବନ୍ୟା ନିୟନ୍ତ୍ରଣକୁ ଆଣିବା ଲାଗି ଗେଟ୍‌କୁ ବନ୍ଦ…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ଆସନ୍ତା ୧୯ ଅଗଷ୍ଟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନୃପଟେ, ଅବପାତ ପ୍ରଭାବରେ ଗତ…

ହାତୀନଦୀରେ ବନ୍ୟା: ଗାଁ, ମୁଖ୍ୟ ରାସ୍ତାରେ ଚାଲିଲା ପାଣି

ଭବାନୀପାଟଣା,୧୫।୮(ସ୍ବ.ପ୍ର): କଳାହାଣ୍ଡି ଜିଲାରେ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାରେ ପ୍ରବାହିତ ହେଉଥିବା ଅନେକ ନଦୀ ନାଳର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଅନେକ ସ୍ଥାନ ମୁଖ୍ୟ ରାସ୍ତାରେ ବଢି ପାଣି ପ୍ରବାହିତ ହେଉଥିବାରୁ…

ପୁରୀ-ଜଗତସିଂହପୁରକୁ ଅଧିକ ବନ୍ୟା ବିପଦ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜ୍ୟର ଅନେକ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ବନ୍ୟା ସ୍ଥିତି ଉପୁଜିଛି। ଏଥିରେ ମହାନଦୀ ଅବବାହିକାରେ ଥିବା ଜିଲାଗୁଡ଼ିକ ପ୍ରଭାବିତ ହେବ। ବିଶେଷଭାବେ ଜଗତସିଂହପୁର ଓ ପୁରୀ ଜିଲା ପ୍ରଭାବିତ ହେବ। କେନ୍ଦ୍ରାପଡ଼ା ଜିଲାର ୩୦ରୁ ୪୦…

ବନ୍ଦ ହେବ ହୀରାକୁଦର ୮ ଗେଟ୍‌: ଏସ୍‌ଆର୍‌ସି

ଭୁବନେଶ୍ୱର,୧୫।୮(ବ୍ୟୁରୋ): ବନ୍ଦ ହେବ ହୀରାକୁଦ ଡ୍ୟାମର କିଛି ଗେଟ୍‌। ତଳ ମୁଣ୍ଡରେ ବନ୍ୟାସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ଲାଗି ଖୋଲାଥିବା ୩୪ ଗେଟରୁ ୮ ଗେଟ୍‌ ବନ୍ଦ କରାଯିବ। ମଙ୍ଗଳବାର ସକାଳ ୯ଟା ପର୍ଯ୍ୟନ୍ତ ଗେଟ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବା ସୋମବାର…

ଜୀବନ ଚାଲିଗଲା, ହେଲେ ଆବାସ ଯୋଜନାରେ ଅଗସ୍ତିଙ୍କୁ ମିଳିଲାନି ଘର

କେସିଙ୍ଗା,୧୫।୮(ଡି.ଏନ୍‌.ଏ.): ଜୀବନ ଚାଲିଗଲା ସିନା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ମିଳିପାରିଲା ନାହିଁ। ଶେଷରେ ପଞ୍ଚାୟତ କାର୍ଯ୍ୟାଳୟ ବାରଣ୍ଡା ହିଁ ତାଙ୍କର ଶେଷ ଠିକଣା ହୋଇ ରହିଗଲା। ଗୋଟିଏ ପଟେ ସରକାର ରାଜ୍ୟର ଗରିବ ଶ୍ରେଣୀର ଲୋକଙ୍କ ଲାଗି ଆବାସ…

ଖଡ଼ିଆଳରେ ଚାଞ୍ଚଲ୍ୟ: ମା’ ଓ ପୁଅଙ୍କ ଆତ୍ମହତ୍ୟା

ଖଡ଼ିଆଳ,୧୫।୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ ବାଦୀ ଗାଁରେ ଏକ ଅଘଟଣ ଘଟିଛି। ଗାଁ କେନାଲ ପାଖ ଏକ ଆମ୍ବ ଗଛରେ ମା’ ଓ ପୁଅ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୋମବାର ଜଣାପଡ଼ିଛି। ଏହି ପରିବାର ଖଡ଼ିଆଳ ନିବାସୀ…

ବନ୍ୟା ସ୍ଥିତି ଗମ୍ଭୀର: କେନ୍ଦ୍ରାପଡ଼ା ଗଲା ଛତ୍ରପୁର ଅଷ୍ଟମ ବାଟାଲିୟନ ଓଡ୍ରାଫ ଟିମ୍‌

ଗଞ୍ଜାମ,୧୫।୮(ଡି.ଏନ୍‌.ଏ.): ଗତ କିଛିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିପାଇଁ ସରକାର ଏବଂ ଜିଲା ପ୍ରଶାସନ ନଈକୂଳିଆ ଲୋକଙ୍କୁ ସ୍ଥାନାନ୍ତର କରିଥିବା ବେଳେ ବନ୍ୟା ପ୍ରଭାବିତ ହେବାକୁ ଥିବା ଅଞ୍ଚଳ…

ବହୁ ତଳିଆ ଗାଁ ଜଳବନ୍ଦୀ

କେନ୍ଦୁଝର,୧୫ା୮ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଲଘୁଚାପଜନିତ ବର୍ଷା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଅନେକ ଗ୍ରାମ, ବସ୍ତି, ଓ୍ବାର୍ଡ ଜଳବନ୍ଦୀ ହୋଇଛି। ତେବେ ଏନେଇ ପ୍ରଶାସନ ପାଖରେ ଠିକ ସୂଚନା ନାହିଁ। ନଦୀନାଳରେ ଜଳସ୍ତର ବୃଦ୍ଧି ପାଉଥିବାରୁ ଅନେକ ସ୍ଥାନରେ ପୋଲ…

ଭାରରେ ବୁହା ହେଲେ ରୋଗୀ

ମହାକାଳପଡ଼ା,୧୫ା୮(ଡି.ଏନ୍‌.ଏ.): ଭାରତ ସ୍ବାଧୀନତା ଲାଭର ୭୫ ବର୍ଷ ପରେ ବି ଗ୍ରାମାଞ୍ଚଳର ଲୋକଙ୍କୁ ମୌଳିକ ସୁବିଧା ମିଳିନି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଚ୍ଛେଲା ପଞ୍ଚାୟତ ଶବରପଲ୍ଲୀ ଗାଁ ଜଙ୍ଗଲଘେରିକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଆମ୍ବୁଲାନ୍ସଟିଏ ଗାଁକୁ ଆସିପାରୁ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?