ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍ ରାସ୍ତାରେ ହାତାହାତି ହେଲେ ଦୁଇ ନେତା
ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ ଦୁଇଭାଗ ହୋଇପଡିଥିବାର ଏକ ନିଛକ ଘଟଣାର ଦୃଶ୍ୟ ଦେଖିବାକୁ ମିଳିଛି। ପରିସ୍ଥିତି ଏପରି ହୋଇଛି…
ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍ କାଟ, ସକାଳୁ…
ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର ୯ଘଣ୍ଟା ବିଦ୍ୟୁତ୍ କାଟ ହେବ। ବରଗଡ଼ ଜିଲା ଅନ୍ତର୍ଗତ ପ୍ରଧାନପାଲି, ଅମ୍ବାପାଲି, ତୋରା,…
ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…
ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା ଆଲୋଚନା ଓ ବିଚାରବିମର୍ଶ ଚାଲିଛି, ଠିକ ସମୟରେ ଘୋଷଣା ହେବ। ଡେଡ୍ଲାଇନ ଦେବିନି କିନ୍ତୁ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ
ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। କ୍ୱାରୀ ନିଲାମ…
ପ୍ରଶ୍ନପତ୍ର ଲିକ୍: ବାତିଲ ହେଲା ଏଏନ୍ଏମ୍ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ
ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍ଏମ୍ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ…
ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ
ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଉପଜିଲାପାଳ ଡ. ମଧୁସ୍ମିତା ସାମନ୍ତରାଏ,…
ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…
ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଘଟଣା…
ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି
ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଏକ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍
ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ…
ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ
ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ ଗୁରୁତର ଅଭିଯୋଗ ଥିବାରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବର୍ତ୍ତମାନ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜିଙ୍କ…
୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’
ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଘଟିଥିବା ଏହି ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ…
ଇଣ୍ଡିଗୋ ବିମାନ ବାତିଲ୍; ନିଜ ରିସେପ୍ସନ୍ରେ ଅନ୍ଲାଇନ୍ ସାମିଲ ହେଲେ ଓଡ଼ିଶାର ଏହି ଦମ୍ପତି
ଭୁବନେଶ୍ୱର,୫।୧୨: ବିମାନ ବାତିଲ୍ ଯୋଗୁଁ କର୍ଣ୍ଣାଟକର ହୁବଳିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଇଣ୍ଡିଗୋ ଏୟାରଲାଇନ୍ସର ବ୍ୟାପକ ବିମାନ ବାତିଲ୍ ହେତୁ ଜଣେ ନବ ବିବାହିତ ଦମ୍ପତି ହୁବଳିରେ ନିଜ ରିସେପ୍ସନ୍ରେ ପହଞ୍ଚି ନପାରି ଶେଷରେ ଭିଡିଓ କନଫରେନ୍ସିଂ ଜରିଆରେ…
Archives


