ରାଜ୍ୟ

ପଞ୍ଚାୟତ ଜନ ପ୍ରତିନିଧିଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡ଼ିଶାରେ ନବ ନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କର ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦିଆଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ । ଏହି ଅବସରରେ ରାଜ୍ୟର ସମସ୍ତ ଜିଲା ପରିଷଦ ସଭାପତି, ଉପସଭାପତି,…

ଆଜିଠାରୁ ଯୁକ୍ତ ୨ ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର,୨।୬(ବ୍ୟୁରୋ): ଆଜିଠାରୁ ଯୁକ୍ତ ଦୁଇ ମୂଲ୍ୟାୟନ ଆରମ୍ଭ ହେଉଛି। ୨ ଟି ପର୍ଯ୍ୟାୟରେ ଏହି ମୂଲ୍ୟାୟନ ହେବାକୁ ଥିବା ବେଳେ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍‌ଲାଇନ୍‌ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନ୍‌ଲାଇନ୍‌ ଯୋଗେ ମୂଲ୍ୟାୟନ ହେବ। ପ୍ରକାଶ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୬(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪ ଲୋକାଲ କେସ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ…

ପାରାଦୀପ: ଘୋଷଣାରେ ଅଟକିଛି ବହୁ ପ୍ରକଳ୍ପ

ପାରାଦୀପ,୨ା୬(ସ୍ବ.ପ୍ର.): ଓଡ଼ିଶାର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ନୂତନ ପ୍ରକଳ୍ପ କରିବେ ବୋଲି ଘୋଷଣା କରୁଛନ୍ତି। ଏହି ଧାରା ୨୦୦୮ରୁ ଏ ପର୍ଯ୍ୟନ୍ତ ଚାଲିଛି। ପରିତାପର ବିଷୟ ହେଲା, ଉକ୍ତ…

ଜଳାଶୟ ଶୁଖୁଛି, ବଢୁଛି ଜଳ ସଙ୍କଟ ସମସ୍ୟା

ଜଗତ୍‌ସିଂହପୁର ଅଫିସ, ୨।୬: ଚଳିତବର୍ଷ ମଧ୍ୟ ପ୍ରବଳ ଗ୍ରୀଷ୍ମ ଯୋଗୁ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ ପ୍ରତିକାର ପାଇଁ ଚିନ୍ତା କରାଯାଉନାହିଁ। ଅର୍ଥାତ୍‌ ପ୍ରାକୃତିକ ମାଧ୍ୟମରେ ତାପମାତ୍ର କିପରି କମାଯାଇ ପାରିବ ସେ ଉପରେ ପଦକ୍ଷେପ…

କେନ୍ଦ୍ରାପଡ଼ାରେ ବଢୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ, ୨ା୬: ଅନୁପ୍ରବେଶ ଓ ଆତଙ୍କବାଦ ସହ କେନ୍ଦ୍ରାପଡ଼ା ଜିଲାର ସଂଯୋଗ ରହିଥିବା ବେଳେ ଜିଲା ପ୍ରଶାସନ ଅଥବା ରାଜ୍ୟ ସରକାର କୌଣସି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ଜିଲାର ୪୮ କିଲୋମିଟର ଖୋଲାମେଲା ସମୁଦ୍ର ତଟ…

ନରସିଂହପୁର ଜଙ୍ଗଲରେ ୨ ମାଈ ହାତୀ ଅସୁସ୍ଥ

ନରସିଂହପୁର,୨ା୬ (ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ବନଖଣ୍ଡ ଅଧୀନ ନରସିଂହପୁର ପୂର୍ବାଞ୍ଚଳ ରେଞ୍ଜ ଜଙ୍ଗଲରେ ୨ ମାଈ ହାତୀ ଅସୁସ୍ଥ ହୋଇପଡ଼ିଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ୨ ଅସୁସ୍ଥ ହାତୀଙ୍କର ଚିକିତ୍ସା ଏବେ ଡାକ୍ତରୀ ଟିମ୍‌ ଦ୍ୱାରା…

ରାଜନୀତିରେ ନବୀନ @୨୫

ଭୁବନେଶ୍ୱର,୨ା୬(ବ୍ୟୁରୋ): ନବୀନ ପଟ୍ଟନାୟକ, ଓଡ଼ିଶା ରାଜନୀତିର ଜଣେ ସ୍ପର୍ଦ୍ଧିତ ବ୍ୟକ୍ତିତ୍ୱ। ଦୀର୍ଘ ଅଢ଼େଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ମ୍ୟାଜିକ୍‌ ଅକ୍ଷୁଣ୍ଣ ରହିଛି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାଠାରୁ ଆରମ୍ଭ କରି ବିପର୍ଯ୍ୟୟ ମୁକାବିଲା ଦିଗରେ ତାଙ୍କ ବଳିଷ୍ଠ…

ଘୂର୍ଣ୍ଣିବଳୟ:୨ ଦିନ ଝଡ଼ବର୍ଷା

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ ବାଂଲାଦେଶ, ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଗାମୀ ୨ଦିନ…

ତ୍ରୁଟି ସୁଧାରିଲେ ସରକାର

ଭୁବନେଶ୍ୱର,୨ା୬(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପିଲାଙ୍କୁ ଗୁଣବତ୍ତାର ଶିକ୍ଷା ପ୍ରଦାନ କରିବା ନାଁରେ ଅନେକ ତ୍ରୁଟି କରାଯାଉଛି। ତୃତୀୟ ଶ୍ରେଣୀର ଓଡ଼ିଆ ଭାଷା ପଠନ ପୁସ୍ତିକାରେ କେତେକ ଘରୋଇ ବ୍ରାଣ୍ଡେଡ୍‌ କମ୍ପାନୀ ସାମଗ୍ରୀର ଛବି ପ୍ରକାଶ ପାଇଛି। ଏହାସହ…

ନବୀନଙ୍କ ରାଜନୈତିକ କ୍ୟାରିୟର, ଗଞ୍ଜାମରୁ ଆରମ୍ଭ….

ବ୍ରହ୍ମପୁର ଅଫିସ,୨ା୬: ଗଞ୍ଜାମ ଜିଲାରୁ ନବୀନ ପଟ୍ଟନାୟକ ରାଜନୀତି ଆରମ୍ଭ କରିବାର ୨୫ ବର୍ଷ ବିତିଛି। ଏହି ସମୟ ମଧ୍ୟରେ ସେ ୩ ଲୋକ ସଭା ଓ ୫ ବିଧାନସଭା ନିର୍ବାଚନ ଲଢ଼ିଛନ୍ତି। ସବୁ ନିର୍ବାଚନରେ ଅପରାଜିତ ହୋଇ ରାଜନୈତିକ କ୍ଷେତ୍ରରେ…

ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନରେ ଡେଣା ଯୋଡ଼ିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି। ରାଜ୍ୟର ୫ଟି ଜିଲା ଖୋର୍ଦ୍ଧା, ବୌଦ୍ଧ, ମାଲକାନଗିରି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri