ରାଜ୍ୟ

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୪ ପ୍ରାର୍ଥୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ନାମାଙ୍କନ ପତ୍ର ବିଜେଡ଼ିର ୪ ପ୍ରାର୍ଥୀ ଦାଖଲ କରିଛନ୍ତି। ମୁଖପାତ୍ର ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ଆଦିବାସୀ ନେତା ନିରଞ୍ଜନ ବିଶି ଆଜି ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ…

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ

ପୁରୀ ଅଫିସ,୩୧।୫: ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସ୍ନାନବେଦୀର ମରାମତି ହେବ। ତେବେ ମରାମତି ହେବା ନେଇ ଏଏସ୍‌ଆଇ ସହ ଆଲୋଚନା ହୋଇଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ସେହିପରି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ବୁଧବାର…

କେନ୍ଦ୍ରୀୟ କମିଟିର କାନପୁର ନଦୀବନ୍ଧ ପ୍ରକଳ୍ପ ପରିଦର୍ଶନ

ଯୋଡ଼ା,୩୧ା୫(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକର କାନପୁରଠାରେ ବୈତରଣୀ ନଦୀ ଉପରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା ଦ୍ବାରା ବିସ୍ଥାପିତଙ୍କ ସମସ୍ୟା ଉପରେ ଅବଗତ ହେବା ପାଇଁ ଦିଲ୍ଲୀରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ସୋମବାର ଅଞ୍ଚଳ ପରିଦର୍ଶନ କରିଛି।…

ଥାନାଠାରୁ ଫାଣ୍ଡିର ଦୂରତା ୩୦ କି.ମି.

କୁଆମରା,୩୧ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ କୁଆମରା ଫାଣ୍ଡି ପ୍ରଶାସନିକ ଅବହେଳାର ଶିକାର ହୋଇଛି। କର୍ମଚାରୀ ଅଭାବରୁ ଏହି ଫାଣ୍ଡିରେ ଏବେ ଅଚଳାବସ୍ଥା ଦେଖାଦେଇଛି। ଗୋପବନ୍ଧୁ ନଗର ବ୍ଲକର ଶେଷ ସୀମାରେ ଅବସ୍ଥିତ ଏହି ଫାଣ୍ଡିଟି ବହୁ ପୁରୁଣା। ଆରପଟା,…

ସିଦ୍ଧମଠ ଔଷଧୀୟ ବଗିଚାର ପୁନରୁଦ୍ଧାର ଦାବି

କେନ୍ଦୁଝର,୩୧ା୫(ସ୍ବ.ପ୍ର.) କେନ୍ଦୁଝର ପୁରୁଣାବଜାର ଠାରେ ଥିବା ପ୍ରାଚୀନ ଧାର୍ମିକ ପୀଠ ସିଦ୍ଧମଠ ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇପଡିଛି ା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିବେଶ ମଧ୍ୟରେ ଥିବା ଏହି ସ୍ଥାନଟି ପ୍ରଶାସନର ଅବହେଳା ଯୋଗୁ ନଷ୍ଟହେବାକୁ ବସିଥିବା ବେଳେ ଏଠାରେ ଥିବା ବୃହତ୍ତ…

ତାତିରୁ ମିଳୁନି ତ୍ରାହି: ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ରାଜ୍ୟର ବିଭିନ୍ନଜିଲାରେ ଲଗାତାର ତାତି ବଢିଚାଲିଛି । ସୋମବାର ୧୧ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଏଭଳି ସ୍ଥିତି ଆସନ୍ତା ଦିନେ ଦୁଇଦିନ ଲାଗି ରହିବ ବୋଲି ପାଣିପାଗ…

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ଢେଙ୍କାନାଳ ଅଫିସ/ଅନୁଗୋଳ ଅଫିସ, ୩୧ା୫ ଢେଙ୍କାନାଳ ସହର ୯ନଂ. ୱାର୍ଡ କଣ୍ଟାନାଳୀ ବାଇପାସ୍‌ ନିକଟ ହିମାଳୟ ବସ୍ତିରେ ରହୁଥିବା କିନ୍ନରମାନେ ସୋମବାର ସାବିତ୍ରୀ ବ୍ରତକୁ ମହାସମାରୋହରେ ପାଳନ କରିଛନ୍ତି। ନୂଆବସ୍ତ୍ର, ଅଳତା, ଚୁଡ଼ି ପିନ୍ଧି ସେମାନେ ବୃନ୍ଦାବତୀଙ୍କ ନିକଟରେ ଗୁରୁ ଓ…

ଅନୁଦାନ ଅଭାବରୁ ଅଟକିଛି

ମାଧପୁର, ୩୧ା୫ ଜଳକଷ୍ଟରେ କଟିଗଲା ଖରାଦିନ। ପିଇବା ପାଣି ପାଇଁ ଡହଳବିକଳ ହେଲେ ଲୋକେ। ଅଥଚ ୨୪ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଓଭର ହେଡ୍‌ ପାଣି ଟାଙ୍କି କାମରେ ଆସିଲାନାହିଁ। କାରଣ ଟାଙ୍କି ସିନା ନିର୍ମାଣ ସରିଛି, ହେଲେ…

୧୧ଟା ସୁଦ୍ଧା ୩୨% ମତଦାନ

ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୩୨ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ। ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା…

ଢେଙ୍କାନାଳରେ ସିରିଜ୍‌ ଚୋରି

ଢେଙ୍କାନାଳ ଅଫିସ୍‌, ୩୧ା୫ ସାବିତ୍ରୀ ଓଷା ଅବ୍ୟବହିତ ପୂର୍ବରୁ ରବିବାର ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲା କଲେଜ ବାଇପାସ୍‌ ଅଞ୍ଚଳରୁ ସିରିଜ୍‌ ଚୋରି ହୋଇଛି। ଦୁର୍ବୃତ୍ତମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକକାଳୀନ ୭ ଦୋକାନର ତାଲା କାଟି ଲକ୍ଷାଧିକ ଟଙ୍କା…

କାଠକଣ୍ଢେଇ କାରିଗର କୋଣଠେସା

ସାତମାଇଲ, ୩୧ା୫ ଏକଦା ଓଡ଼ିଶାର ଦ୍ୱିତୀୟ ରଘୁରାଜପୁର ତଥା କାଠ କଣ୍ଢେଇର ଗଁା ଭାବେ ପ୍ରସିଦ୍ଧି ଅର୍ଜନ କରିଥିଲା ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ କନ୍ତିମିଲି ପଞ୍ଚାୟତର ଝାରବେଡ଼ା। ଏଠାକାର ଶିଳ୍ପୀ ନିର୍ଜୀବ କାଠ ଦେହରେ ସଞ୍ଚାର କରୁଥିଲେ ଜୀବନ। ଚତୁର୍ଦ୍ଧାମୂର୍ତ୍ତିଙ୍କଠାରୁ…

ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ: ବିଧାନସଭାରେ ପହଞ୍ଚିଲେ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ୩ଟି ଆସନରେ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷଦିନ ହୋଇଥିବା ବେଳେ ସେମାନେ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri