ଶ୍ରୀଜିଉଙ୍କ ଦର୍ଶନ କଲେ ରେଲୱେ ବୋର୍ଡ ଅଧ୍ୟକ୍ଷ
ପୁରୀ ଅଫିସ,୩୦।୫: ରେଲୱେ ବୋର୍ଡର ଅଧ୍ୟକ୍ଷ ବିନୟ କୁମାର ତ୍ରିପାଠୀ ସୋମବାର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଦର୍ଶନ ସମୟରେ ଆରପିଏଫର ବରିଷ୍ଠ ଅଧିକାରୀ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଥିସହ ଶ୍ରୀମନ୍ଦିର ଭିତରେ ଥିବା ପାଶର୍ର୍ୟ ଦେବାଦେବୀଙ୍କ ଦର୍ଶନ…
କାର୍ତ୍ତିକ ଓଡ଼ିଶା ଟପ୍ପର
ସୋନପୁର,୩୦।୫(ନି.ପ୍ର.): ୟୁପିଏସ୍ସି ପକ୍ଷରୁ ସୋମବାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି। ସର୍ବ ଭାରତୀୟ ସ୍ତରରେ ଶ୍ରୁତି ଶର୍ମା ଟପ୍ପର ହୋଇଥିବା ବେଳେ ଓଡ଼ିଶାର ଟପ୍ପର ହୋଇଛନ୍ତି କାର୍ତ୍ତିକ ପାଣିଗ୍ରାହୀ। ତାଙ୍କ ଘର ସୋନପୁର ସହରର ଗଡ଼ଭିତରରେ। ଜିଲାରେ କାର୍ତ୍ତିକ…
କଂଗ୍ରେସର ବସିବ ଚିନ୍ତନ ଶିବିର,ଯୋଗ ଦେବେ ଚେଲ୍ଲା କୁମାର
ଭୁବନେଶର, ୩୦।୫(ବ୍ୟୁରୋ): ରାଜ୍ୟ କଂଗ୍ରେସର ଚିନ୍ତନ ଶିବିର ଆସନ୍ତା ଜୁନ୍ ୧ ଓ ୨ ତାରିଖରେ ବସିବ । ଶରତ ପଟ୍ଟନାୟକ ପିସିସି ସଭାପତି ହେବା ପରେ ପ୍ରଥମ ଥର ପାଇଁ କଂଗ୍ରେସର ଚିନ୍ତନ ଶିବିର ବସିବାକୁ ଯାଉଛି। କଂଗ୍ରେସର ବ୍ଲକ…
ସାବିତ୍ରୀ ବ୍ରତରେ ଜୀବନ ହାରିଲେ ମହିଳା
ସଇଁନ୍ତଳା,୩୦।୫(ଡି.ଏନ୍.ଏ.): ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସୋମବାର ବିବାହିତା ମହିଳା ଧୁମଧାମରେ ସାବିତ୍ରୀ ବ୍ରତ ପାଳନ କରୁଛନ୍ତି l ଏନେଇ ଗାଁଠୁ ସହର ବେଶ୍ ଉତ୍ସବ ମୁଖର l ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ ତାଳବାହାଲ ଗାଁରେ ଏକ ଅଭାବନୀୟ ଘଟଣା…
ଗୋଟିଏ ରାତିରେ ୭ ଦୋକାନରୁ ଚୋରି
ଢେଙ୍କାନାଳ ଅଫିସ,୩୦ା୫: ଢେଙ୍କାନାଳ ସହର କଲେଜ ବାଇପାସ ଛକରୁ ରବିବାର ବିଳମ୍ବିତ ରାତିରେ ୭ଟି ଦୋକାନରୁ ଦୁର୍ବୃତ୍ତମାନେ ସଟର ଭାଙ୍ଗି ଚୋରି କରିନେଇଛନ୍ତି। ମିଠା ଦୋକାନରୁ ମିଠା, ନଗଦ ୫୦୦୦ ଟଙ୍କା, ଫଳ ଦୋକାନରୁ କଦଳୀ କାନ୍ଧି ସହ ବିଭିନ୍ନ ପ୍ରକାର…
ସହକାରୀ ପ୍ରଫେସରଙ୍କୁ ବଳାତ୍କାର ଅଭିଯୋଗ, ବ୍ଲାକ୍ମେଲିଂ କରି ଅଭିଯୁକ୍ତ ନେଇସାରିଲେଣି ୨ ଲକ୍ଷ ଟଙ୍କା
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ୨୪ ବର୍ଷୀୟା ସହକାରୀ ପ୍ରଫେସରଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅଭିଯୁକ୍ତ ଜଣକ ତାଙ୍କୁ ବ୍ଲାକମେଲିଂ କରି ୨ ଲକ୍ଷ ଟଙ୍କା ନେଇସାରିଲେଣି। ଛତିଶଗଡ଼ର ରାୟପୁର ଡିଆଇଜିଙ୍କ ଚିଠି ପରେ ଖଣ୍ଡଗିରି ଥାନାରେ ମାମଲା…
ଭାରତୀୟ ଟିମ୍ରେ ଗୁଣପୁରର ଦୁଇ ଖେଳାଳି
ଗୁଣପୁର,୩୦ା୫(ଡି.ଏନ୍.ଏ.): ନେପାଳର ପୋଖରାଠାରେ ମେ ୨୯ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଫୁଟସାଲ ଚମ୍ପିୟନଶିପ୍ ପାଇଁ ରାୟଗଡ଼ା ଜିଲା ଗୁଣପୁରର ୨ ଖେଳାଳି ଚୟନ ହୋଇଛନ୍ତି। ଦୁହେଁ ହେଲେ ଜିଆଇଇଟି ବିଶ୍ୱବିଦ୍ୟାଳୟର ବି.ଟେକ୍(କୃଷି ବୈଷୟିକ ବିଭାଗ) ତୃତୀୟ ବର୍ଷର ଛାତ୍ର ରାଜୀବ…
ଜାମୁକୋଳି ଖାଇବାକୁ ଯାଇ ଚାଲିଗଲା ବାଳକଙ୍କ ଜୀବନ
ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦ ବର୍ଷର ପୁଅ ନିରାକାର ସାଙ୍ଗମାନଙ୍କ ସହ ଜାମୁକୋଳି ଖାଇବାକୁ ଯାଇଥିଲେ। ପରେ ଗ୍ରାମ ନିକଟରେ ଥିବା ଜିରାବାହାଳି…
କୋଇଲା ବୋଝେଇ ଟ୍ରେନ୍ରେ ଲାଗିଲା ନିଆଁ
ନିରାକାରପୁର,୩୦ା୫(ଡି.ଏନ୍.ଏ.): ପୂର୍ବତଟ ରେଳବାଇ ଅନ୍ତର୍ଗତ ଖୋର୍ଦ୍ଧା ରୋଡ୍ ଡିଭିଜନ ଅନ୍ତର୍ଗତ କାଳୁପଡ଼ା ଘାଟ ରେଳ ଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଅଟକି ରହିଥିବା ଏକ କୋଇଲା ବୋଝେଇ ଟ୍ରେନ୍ର ଏକ ବଗିରେ ସୋମବାର ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ନିଆଁକୁ ଆୟତ୍ତ କରିବା…
ବନ୍ଧୁଙ୍କ ମୃତ୍ୟୁ ଖବର ପାଇ ଦେଖିବାକୁ ଯାଇଥିଲେ, ୨ ମହିଳା ପାଲଟିଲେ ଶବ
ଛେଣ୍ଡିପଦା,୩୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଅନୁଗୋଳ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥ ମରାତିରା ଗଣ୍ଡିମୁଣ୍ଡା ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ପିଆଜ ବୋଝେଇ ଟ୍ରକ ସହ ଅଟୋ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ମହିଳା ଯାତ୍ରୀଙ୍କର ମୃତ୍ୟୁ…
ଖସିଲା କରୋନା ଗ୍ରାଫ୍: ଆଜି ୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ସୋମବାର ରାଜ୍ୟରୁ ୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪ ଜଣ ଚିହ୍ନଟ ହୋଇଥିବା…
ଗଣମାଧ୍ୟମ ପରାମର୍ଶଦାତା ପଦରୁ ମାନସ ମଙ୍ଗରାଜଙ୍କ ଇସ୍ତଫା
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ପଦରୁ ମାନସ ରଞ୍ଜନ ମଙ୍ଗରାଜ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭା ପ୍ରାର୍ଥୀ ଭାବେ ମନୋନୀତ ହେବା ପରେ ସେ ଏହି ପଦରୁ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ…
Archives


