ରାଜ୍ୟ

ଓଡ଼ିଶା ରେଡ୍‌-ଭାଓଲେଟ ଯୁଗ୍ମ ବିଜେତା

ଭୁବନେଶ୍ୱର, ୧୨।୮(କ୍ରୀଡ଼ା ପ୍ରତିନିଧି):ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକରେ ଅନୁଷ୍ଠିତ ମହିଳା ଟି୨୦ କ୍ରିକେଟ ପ୍ରତିଯୋଗିତା ଗୁରୁବାର ଶେଷ ହୋଇଛି। ଏଥିରେ ଓଡ଼ିଶା ରେଡ୍‌ ଓ ଓଡ଼ିଶା ଭାଓଲେଟକୁ ଯୁଗ୍ମ ବିଜେତା ଘୋଷଣା କରାଯାଇଛି। ଉଭୟ ଦଳ ଫାଇନାଲରେ ପ୍ରବେଶ…

ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ବର,(ବ୍ୟୁରୋ)/ ବାରିପଦା ଅଫିସ,୧୨ା୮:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସରକାରୀ ଯୋଜନାର ଶୁଭାରମ୍ଭ କରିବା ଲାଗି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିବେ। ଏହି ଗସ୍ତ କାଳରେ ସେ ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ ପ୍ରକଳ୍ପ ଓ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ।…

ନୂଆ ପ୍ରଭାରୀ ନିଯୁକ୍ତି ପରେ ବଢ଼ିଛି ଉତ୍ସାହ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡିଶା ଗସ୍ତ ସାରି ଫେରିଯିବାର ଦିନକ ପରେ ରାଜ୍ୟ ଭାଜପା ପ୍ରଭାରୀଙ୍କୁ ବଦଳାଇ ଆଉ ଜଣଙ୍କ ହାତରେ ଦାୟିତ୍ୱ ଟେକିଦେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହାଠାରୁ ଅଧିକ ଆଶ୍ଚର୍ଯ୍ୟ କରିଛି, ଭାଜପା…

‘ନବୀନ ସ୍ବଚ୍ଛତା ପ୍ରତିଶ୍ରୁତି ଦେଲେ ଘର ଦିଆଯିବ’

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ବ୍ୟାପକ ଅନିୟମିତତା ହୋଇଛି। ଘର ବଣ୍ଟନରେ ଆଦୌ ସ୍ବଚ୍ଛତା ନାହିଁ। ଉପଯୁକ୍ତ ହିତାଧିକାରୀ ଘର ପାଇନାହାନ୍ତି। ବାତ୍ୟା ଫନୀ ଦ୍ୱାରା କ୍ଷତିଗ୍ରସ୍ତ ୩୭% ଲୋକଙ୍କୁ ଘର ମିଳିବାରେ ଏପଟସେପଟ ହୋଇଛି। ଏହି ଯୋଜନାରେ…

ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାରଠାରୁ ସାମ୍ସ ପୋର୍ଟାଲ ଜରିଆରେ ନାମଲେଖା ପାଇଁ ଆବେଦନ କରାଯାଉଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ…

ଚାଇନା ନାଗରିକଙ୍କ ଲୋନ୍‌ ଆପ୍‌ ଠକେଇ ମାମଲା: ନୀତିନ୍‌ଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୨/୮(ବ୍ୟୁରୋ):ଚାଇନା ନାଗରିକଙ୍କ ଦ୍ୱାରା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ସଂକ୍ରାନ୍ତ ମାମଲାରେ ଗିରଫ ହୋଇଥିବା ଭାରତୀୟ ମୁଖ୍ୟ ଅଭିଯୁକ୍ତ ନୀତିନ୍‌ ମଲ୍ଲିକଙ୍କ ଜାମିନ ଆବେଦନକୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଅନ୍ୟପକ୍ଷରେ ଅଭିଯୁକ୍ତ ନୀତିନ୍‌ଙ୍କୁ ମୁମ୍ବାଇ…

ଦୁର୍ବଳ ଶିକ୍ଷାରୁ ୮୮୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୧୨ା୮(ବ୍ୟୁରୋ):ଗୁଣାତ୍ମକ ଶିକ୍ଷା ଅଭାବରୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ଅଭିଭାବକମାନେ ସରକାରୀ ସ୍କୁଲରୁ ମୁହଁ ମୋଡୁଛନ୍ତି। ଆର୍ଥିକ କ୍ଷେତ୍ରରେ ସ୍ବଚ୍ଛଳ ନ ଥିବା ନିମ୍ନ ମଧ୍ୟବିତ୍ତ ପରିବାର ମଧ୍ୟ ନିଜ ପିଲାକୁ ସରକାରୀ ସ୍କୁଲରେ…

୧୦ ଗେଟ୍‌ରୁ ଜଳ ନିଷ୍କାସନ

ସମ୍ବଲପୁର,୧୧ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରିରହିଥିବାରୁ ଛତିଶଗଡ଼ କଲମା ବ୍ୟାରେଜର ସମସ୍ତ ୬୬ ଗେଟ୍‌ ଖୋଲି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ଆସନ୍ତା ୨୪ରୁ ୩୬ ଘଣ୍ଟା ମଧ୍ୟରେ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇବା ଆଶଙ୍କା ରହିଛି। ତେଣୁ ହୀରାକୁଦ…

ଭାଇର ଆଖି ଲୁହରେ ଭିଜିଲା ରାଖୀ

ଭବାନୀପାଟଣା,୧୧।୮(ସ୍ବ.ପ୍ର.): ରାଖୀ ପୂର୍ଣ୍ଣିମା ଅବସରରେ ଚାରିଆଡେ ହର୍ସଉଲ୍ଲାସ ରହିଥିବା ବେଳେ କଳାହାଣ୍ଡି ଜିଲା ଭବାନୀପାଟଣାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଗୁରୁବାର ଭାଇଙ୍କୁ ରାଖୀ ବାନ୍ଧି ଫେରୁଥିବା ବେଳେ ସହରର ଘୋଡାଘାଟ ଛକ ନିକଟରେ ଏକ ଟ୍ରକ୍‌ ଧକ୍କାରେ ଭଉଣୀର…

ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୧।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଜିଲା ଗସ୍ତ କରିବେ। ପୂର୍ବାହ୍ନ ୧୧ଟାରେ ମୟୁରଭଞ୍ଜ ଜିଲା କରଞ୍ଜିଆଠାରେ ପହଞ୍ଚି ଦେଓ ପ୍ରକଳ୍ପର ଉଦ୍‌ଘାଟନ କରିବେ ବୋଲି ସୂଚନା ମିଳିଛି । ଏହା ପରେ ରାସଗୋବିନ୍ଦପୁର ବ୍ଲକ ଟିକପଡାଠାରେ ସୁବର୍ଣ୍ଣରେଖା ପ୍ରକଳ୍ପ…

ରାଜ୍ୟରୁ ସୁସ୍ଥ ହେଲେ ୮୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୮୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୦୮୧,୬୬ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା…

ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ପ୍ରଭୁ ଶ୍ରୀ ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଗୁରୁବାର ଅପରାହ୍ନରେ ଦର୍ଶନ କରିବା ସହ ମନ୍ଦିରର ସ୍ଥିତି ସମୀକ୍ଷା କରିଥିବା ଜଣାପଡିଛି। ମନ୍ଦିର ସୌନ୍ଦର୍ଯ୍ୟକରଣ, ଉନ୍ନତି ଓ ଜଳ ନିଷ୍କାସନ ସମ୍ପର୍କରେ ମନ୍ଦିର ପ୍ରଶାସନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?