ଧାନବିକ୍ରିରେ ଅଚଳାବସ୍ଥା, ମୁଣ୍ଡ ଟେକିଛି ଆନ୍ଦୋଳନ, ମଣ୍ଡି ଜଗିଛି ପୋଲିସ
ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ମଣ୍ଡି ଖୋଲିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣି ଭର୍ତ୍ତି କରିଛନ୍ତି। ହେଲେ ଏପର୍ଯ୍ୟନ୍ତ ବସ୍ତାଟିଏ ଧାନ ମଧ୍ୟ ବିକ୍ରି ହୋଇପାରି ନାହିଁ।…
ନଭେମ୍ବର ସରିଲା, ବିକ୍ରି ହେଲାନି ବସ୍ତାଏ ଧାନ
ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ୨୮ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୩ଦିନ ବିତି ଯାଇଛି। ଆଜି ଭୋରରୁ ବର୍ଷା ହୋଇଛି। ଅନେକ ସ୍ଥାନରେ କ୍ଷେତ, ଖଳାରେ ପଡ଼ିଥିବା ଅମଳ ଧାନ…
ଭାଇରାଲ ହେଉଛି ସେଜଲଙ୍କ ମା’ଙ୍କ ହାତଲେଖା ଚିଠି, ଏଥିରେ ଲେଖିଛନ୍ତି ସବୁଠୁ ବଡ଼ ଦୁଃଖ ସମୟରେ ମୁଁ ତୁମ…
ବାଲେଶ୍ୱର,୧ା୧୨: ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ଏଥିରେ ସେ ଲେଖିଛନ୍ତି, ତୁମେ ଚାଲିଯାଉଥିବାରୁ ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି। ମୁଁ ଦୁଃଖିତ ଯେ, ତୁମେ ତୁମ ମା’ଙ୍କ ନାଁରେ କଳଙ୍କ ଲଗାଇଦେଲ। ତୁମେ ଜାଣିଛ…
ମେଶିନରୁ ବାହାରିଲାନି ଟିକେଟ, ନନ୍ଦନକାନନରେ ପର୍ଯ୍ୟଟକ ହନ୍ତସନ୍ତ
ବାରଙ୍ଗ,୧।୧୨(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମେଶିନରୁ ବାହାରିଲାନି ଟିକେଟ। ଫଳରେ ଦୀର୍ଘ ସମୟ ଧାଡ଼ିରେ ଛିଡ଼ାହୋଇ ପର୍ଯ୍ୟଟକମାନେ ହନ୍ତସନ୍ତ ହୋଇଥିବା ଜଣାପଡିଛି। ନନ୍ଦନକାନନର ସର୍ଭର ଡାଉନ ରହିଥିଲା ଯାହାଫଳରେ ସକାଳ ପ୍ରାୟ ୮.୧୦ରୁ ୧୦.୧୫ ପର୍ଯ୍ୟନ୍ତ ଏଭଳି ଟିକେଟ କରିବାେରେ…
ଦାରିଙ୍ଗବାଡ଼ି ଅଞ୍ଚଳରେ ଝିପିଝିପି ବର୍ଷା: ଚିନ୍ତାରେ ଚାଷୀ
ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାଣିପାଗରେ ପରିବର୍ତ୍ତନ ଆସିଛି। ସୋମବାର ଭୋର ସମୟରୁ ଝିପିଝିପି ବର୍ଷା ଲାଗିରହିଥିବା ସହ ପ୍ରବଳ ଶୀତ ଅନୁଭୂତ ହୋଇଛି। ରାତ୍ରକାଳୀନ ଥଣ୍ଡାରେ ହ୍ରାସ ପାଇଥିବା ବେଳେ ଦିନରେ କୋହଲା ପାଗ ଓ ମେଘୁଆ…
ବେଦିରୁ ବର-କନ୍ୟାକୁ ଉଠାଇଦେଲେ ମଣ୍ଡପ କର୍ତ୍ତୃପକ୍ଷ, କାରଣ ଜାଣିଲେ…
ଭୁବନେଶ୍ୱର,୧ା୧୨(ତ୍ରିନାଥ ମହାନ୍ତି): ବିବାହ ବିଳମ୍ବ ହେବାକୁ ନେଇ ମଣ୍ଡପ କର୍ତ୍ତୃପକ୍ଷ ଏବଂ ବର ପକ୍ଷ ମଧ୍ୟରେ ଗଣ୍ଡଗୋଳ ହୋଇଛି। ହାତଗଣ୍ଠି ପଡି ସାରିଥିଲା। ହେଲେ ବର-କନ୍ୟା ସାତ ଘେରା ବୁଲିବା ପୂର୍ବରୁ ମଣ୍ଡପ କର୍ତ୍ତୃପକ୍ଷ ସେମାନଙ୍କୁ ବେଦିରୁ ଉଠାଇ ଦେଇଥିଲେ। ଏହାକୁ…
ଚାଉଳ ଉଠିନି, ଧାନ କଥା ପଚାରେ କିଏ
ଭୁବନେଶ୍ୱର,୧ା୧୨ (ରବିନାରାୟଣ ଜେନା): ଚାଷୀଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି କରିବା ଲାଗି କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବହୁବିଧ ଯୋଜନା କାର୍ଯ୍ୟକାରୀ ହେଉଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ପିଏମ୍କିଷାନ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଧାନ କୁଇଣ୍ଟାଲ ପିଛା…
ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ବାରବାଟୀ T20 ମ୍ୟାଚ୍ ଟିକେଟ୍, ଡିସେମ୍ବର ୧ରୁ ବିକ୍ରି ଆରମ୍ଭ
ଭୁବନେଶ୍ୱର,୩୦।୧୧: ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା T20 ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ଓଡ଼ିଶା କ୍ରିକେଟ୍ ଆସୋସିଏସନ (OCA) ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଟିକେଟ୍ ପ୍ରଦାନ କରାଯାଇଛି। OCA ସଭାପତି ପଙ୍କଜ…
ବାରବାଟୀ T20 ମ୍ୟାଚ୍ ଟିକେଟ୍: ବିକ୍ରି ହେବ ୨୩,୦୦୦ରୁ ଅଧିକ ଟିକେଟ୍, ଜାଣନ୍ତୁ କେମିତି କିଣିବେ
କଟକ,୩୦।୧୧: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଡିସେମ୍ବର ୯ ତାରିଖ ସନ୍ଧ୍ୟା ୭ଟାରୁ ଖେଳାଯିବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବହୁ ପ୍ରତୀକ୍ଷିତ T20 ମ୍ୟାଚ୍ ପାଇଁ ଟିକେଟ୍ ବିକ୍ରି ଡିସେମ୍ବର ୧ ଅର୍ଥାତ ସୋମବାର ଠାରୁ ଆରମ୍ଭ…
ବାରବାଟୀ T20 ମ୍ୟାଚର ପ୍ରଥମ ଟିକେଟ୍ ମହାପ୍ରଭୁ ଜଗନ୍ନାଥଙ୍କୁ ସମର୍ପଣ କଲା OCA
ପୁରୀ, ୩୦।୧୧: ଆଗାମୀ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ T20 ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ରବିବାର ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (OCA) ପକ୍ଷରୁ ପ୍ରଥମ ଟିକେଟ୍ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପଣ କରାଯାଇଛି। OCA…
ଶ୍ରୀମନ୍ଦିର ଉପରେ ବିବାଦୀୟ ଟିପ୍ପଣୀ: ଶୁଭଙ୍କର ମିଶ୍ରଙ୍କ ବିରୋଧରେ ରୁଜୁ ହେଲା FIR
ପୁରୀ,୩୦ା୧୧: ସୋସିଆଲ୍ ମିଡିଆ ଇନ୍ଫ୍ଲୁଏନ୍ସର୍ ଶୁଭଙ୍କର ମିଶ୍ର ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି। ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ଅବିବାହିତ ପ୍ରେମୀ ଯୁଗଳଙ୍କ ଆଗମନ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେବା ପରେ ତାଙ୍କ ବିରୋଧରେ ପୁରୀର ସିଂହଦ୍ୱାର ଥାନାରେ ଏତଲା ଦାୟର…
କେମିତି ତିଆରି ହୋଇଥିଲା ବଡ଼ଦେଉଳ, କହିଲେ ଶ୍ରୀମନ୍ଦିର ପୂର୍ବତନ ମୁଖ୍ୟ ପ୍ରଶାସକ ସୁରେଶ ମହାପାତ୍ର
ଓଡ଼ିଶାର ଗୌରବ ତଥା ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ଶ୍ରୀ ମନ୍ଦିର (ବଡ଼ଦେଉଳ) ନିର୍ମାଣ ରହସ୍ୟ ଓ ଏହାର ସଂରକ୍ଷଣ ବିଷୟରେ ପୂର୍ବତନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସବିଶେଷ ଆଲୋଚନା କରିଛନ୍ତି। ଦ୍ୱାଦଶ…
Archives


