ରାଜ୍ୟ

ଡରାଉଛି କରୋନା: ରାଜ୍ୟରେ ୬୫୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୨୮ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୮୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୬୯…

ରାଜଧାନୀରେ ଟ୍ରାଫିକ୍‌ ସମସ୍ୟା: ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜଧାନୀରେ ଏବେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଏହି ଟ୍ରାଫିକ୍‌ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ ବୁଧବାର…

ଓଲଟିଲା ତିର୍ଥଯାତ୍ରୀ ବସ୍‌: ୭ଗୁରୁତର, ୩୦ରୁ ଉଦ୍ଧର୍‌ବ ଆହାତ

ବାଲେଶର ଅଫିସ,୧୦।୮: ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବାକୁ ଯିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତିର୍ଥଯାତ୍ରୀ ବସ୍‌। ବାଲେଶର ଜିଲାର ସୋର ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଏଭଳି ଘଟଣା ଘଟିଛି। ଏଥିରେ ୩୦ରୁ ଉଦ୍ଧର୍‌ବ ଆହାତ ହୋଇଛନ୍ତି।…

ମୁକ୍ତା ଯୋଜନାରେ ଶିଶୁ ଉଦ୍ୟାନ ଉନ୍ନତୀକରଣ ବିଫଳ

ବ୍ରହ୍ମପୁର ଅଫିସ,୧୦।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବ୍ରହ୍ମପୁର ସହରର ଖୋଲା ସ୍ଥାନଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ସହରରେ ଏଭଳି ଭାବେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଶିଶୁ ଉଦ୍ୟାନ ରହିଛି। ଯେଉଁ ଉଦ୍ୟାନଗୁଡିକରେ ଶିଶୁଙ୍କ ନିମନ୍ତେ ବିଭିନ୍ନ ଖେଳଣା…

ଦୁର୍ବଳ ହେଲା ଅବପାତ!

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଦୁର୍ବଳ ହେଲା ଅବପାତ। ବୁଧବାର ସକାଳ ୫.୩୦ ସମୟରେ ଅବପାତ ଛତିଶଗଡ ଏବଂ ପାର୍ଶବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶ ଉପରେ ଦୁର୍ବଳ ହୋଇ ଗୋଟିଏ ସୁଦୃଶ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

କରୋନା ନେଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଆରମ୍ଭ ହେଲା ପଦଯାତ୍ରା ପ୍ରତିଯୋଗିତା

ଭୁବନେଶ୍ବର, ୧୦ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅଖିଳ ଭାରତ କଂଗ୍ରେସ କମିଟି କ୍ରାନ୍ତି ଦିବସ ଅର୍ଥାତ୍‌ ମଙ୍ଗଳବାରରୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଦେଶବ୍ୟାପୀ ସ୍ବାଧୀନତା ଗୌରବ ଯାତ୍ରା କରିବା ପାଇଁ ନିଷ୍ପତ୍ତି ନେଇଛି। ସେହି ଅନୁଯାୟୀ ପ୍ରତି ଜିଲାରେ…

୪ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ପାରଳାଖେମୁଣ୍ଡି, ୧୦ା୮ (ଡି.ଏନ୍‌.ଏ): ଗଜପତି ଜିଲାରେ ଗତ ଦୁଇଦିନ ଧରି ଲାଗିରହିଛି ଲଘୁଚାପ ବର୍ଷା। ଜନ ଜୀବନ ଅସ୍ତବ୍ୟସ୍ତ ହୋଇଗଲାଣି। ଲଗାଣ ବର୍ଷା ଯୋଗୁ ନଦୀର ଜଳସ୍ତର ମଧ୍ୟ ବୃଦ୍ଧିପାଇ କୂଳ ଲଙ୍ଘୁଛି। ମୋହନା ନିକଟରେ ପ୍ରବାହିତ ହେଉଥିବା ହରଭଙ୍ଗି ନଦୀର…

‘ବିଚାରପତିଙ୍କ ପାଇଁ ନ୍ୟାୟ ପ୍ରଦାନ ଏକମାତ୍ର ଲକ୍ଷ୍ୟ’

କଟକ ଅଫିସ, ୧୦ା୮: କଟକସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀରେ ନବନିଯୁକ୍ତ ୪୭ ଜଣ ସିଭିଲ ଜଜ୍‌ଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଅଧ୍ୟକ୍ଷତା କରି ସିଭିଲ ଜଜ୍‌ମାନଙ୍କୁ ଶପଥ ପାଠ…

ଐତିହ୍ୟ ମାନ୍ୟତା ଚାହୁଁଛି ‘ପାଥେରପୁରୀ’

ପୁରୀ ଅଫିସ,୧୦।୮: ପାଥେରପୁରୀ ଓ ରବୀନ୍ଦ୍ରନାଥ ଟାଗୋର, ଓଡ଼ିଆ ଏବଂ ବଙ୍ଗ ସାହିତ୍ୟର ଏକ ଅଦ୍ଭୁତ ମିଳନ। ପୁରୀରେ ଥିବା ଶତାବ୍ଦୀର ପୁରୁଣା କୋଠା ପାଥେରପୁରୀ ଏବେ ଏକ ଭୂତକୋଠି ହୋଇ ପଡ଼ିରହିଛି। ଦିନେ ସାହିତ୍ୟ ଓ କାବ୍ୟ ରଚନାର ଏକ…

ଆଜି ହେବନି ଓଜେଇଇ କାଉନସେଲିଂ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା) ପକ୍ଷରୁ କାଉନସେଲିଂ ପ୍ରକ୍ରିୟା ବିଳମ୍ବ ହେବ। ଜାତୀୟ ସ୍ତରରେ ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ ପ୍ରକାଶ ନ ପାଇବା ଓ ଅନ୍ୟ କିଛି ପ୍ରମୁଖ ପ୍ରବେଶିକା…

ଶ୍ରୀଲିଙ୍ଗରାଜଙ୍କ ନୀତି ବନ୍ଦ

ପୁରୁଣା ଭୁବନେଶ୍ୱର,୧୦ା୮(ଡି.ଏନ୍‌.ଏ.): ଦୁଇ ପ୍ରମୁଖ ସେବାୟତଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ଯୋଗୁ ମଙ୍ଗଳବାର ରାତି ୯ଟା ରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି। ତେବେ ବୁଧବାର ହେବାକୁ ଥିବା ଠାକୁରଙ୍କ ପବିତ୍ରାରୋପଣ ନୀତି ହେବା ନେଇ ଅନିଶ୍ଚିତତା ଦେଖାଦେଇଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?