ଚିଲିକା ମଝିରେ ପୁଣି ଅଟକିଲା ଡଙ୍ଗା
ପୁରୀ ଅଫିସ,୨୭ା୫: ଯାନ୍ତ୍ରିକ ତ୍ରୁଟି ଯୋଗୁ ଶୁକ୍ରବାର ସକାଳେ ଏକ ଦେଶୀ ଡଙ୍ଗା ଚିଲିକା ମଝିରେ ଅଟକିଛି। ଡଙ୍ଗାଟି ୪୦ ଜଣ ଯାତ୍ରୀଙ୍କୁ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାଉଥିଲା। କିଛି ବାଟ ଯିବା ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା। ଫଳରେ…
ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଅଭିନେତା
ଝାରସୁଗୁଡା ଅଫିସ,୨୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ଅନେକ ହେଭିଓ୍ବେଟ୍ ନେତା ନିଜ ଦଳ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି ପରିପେକ୍ଷୀରେ ଶୁକ୍ରବାର ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ଭୋଜପୁରୀ…
ଆଜି ରାଜ୍ୟରୁ ୯ ପଜିଟିଭ୍ ଚିହ୍ନଟ, ୧୨,୮୮,୪୧୦ରେ ପହଞ୍ଚିଲାଣି ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୭ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫ ଜଣ ଚିହ୍ନଟ ହୋଇଥିବା…
ଗଣମାଧ୍ୟମକୁ ଦମକଳ ପରି ଡାକରା
ନୟାଗଡ଼ ଅଫିସ,୨୭।୫: ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାର ଜିଲାସ୍ତରୀୟ ସମ୍ମିଳିତ କମିଟି ବୈଠକ ଜିଲାପାଳଙ୍କ ସଦ୍ଭାବନା କକ୍ଷରେ ଗୁରୁବାର ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଯୋଗ ଦେବା ପାଇଁ ନୟାଗଡ଼ ଜିଲା ସୂଚନା ଲୋକ ସର୍ମ୍ପକ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…
ଜମି ଚିହ୍ନଟ ସତ୍ତ୍ୱେ କାର୍ଯ୍ୟ ଆରମ୍ଭ ହୋଇନି
ପୁରୀ ଅଫିସ,୨୭।୫: ଏକବିଂଶ ଶତାବ୍ଦୀରେ ସମାଜ ପାଇଁ ବିଜ୍ଞାନର ଗୁରୁତ୍ୱ ବଢ଼ିଯାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ବିଜ୍ଞାନ ସମ୍ବନ୍ଧୀୟ ତଥ୍ୟ ଜାଣିବା ଜରୁରୀ ହୋଇପଡ଼ିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର…
ବିକାଶ ଅପେକ୍ଷାରେ ହଟକେଶ୍ୱର ପୀଠ
ଖୋର୍ଦ୍ଧା ଅଫିସ,୨୭ା୫: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ବାଘମାରୀ ନିକଟ ଅଟ୍ରି ଗ୍ରାମରେ ରହିଛି ଏକାଦଶ ରୁଦ୍ର ହଟକେଶ୍ୱରଙ୍କ ପୀଠ। ମନ୍ଦିର ନିର୍ମାଣ ଭାସ୍କର୍ଯ୍ୟ ଶୈଳୀ ଏହାର ପ୍ରାଚୀନତାର ପରିଚୟ ବହନ କରେ। ଏହି ପୀଠକୁ ସରକାରଙ୍କ ୫-ଟି ଯୋଜନାରେ…
ବିପଦରେ ବନ୍ୟପ୍ରାଣୀ
ଭୁବନେଶ୍ୱର,୨୭।୫ (ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ଶିକାର ଓ ଚୋରା ଚାଲାଣ ଦିନକୁ ଦିନ ବଢିବାରେ ଲାଗିଛି। ଫଳରେ ବନ୍ୟପ୍ରାଣୀ ବିପଦରେ ପଡ଼ିଲେଣି। ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ଚୋରା ଚାଲାଣ ରୋକିବାକୁ କଡ଼ାକଡ଼ି ଆଇନ, ସଚେତନତା କାର୍ଯ୍ୟକ୍ରମ ଓ ରାଜ୍ୟ ସରକାରଙ୍କ ପଦକ୍ଷେପ…
କୋଟିଆରେ ଥାନା ଉଦ୍ଘାଟନ କଲା ଓଡ଼ିଶା, ସ୍ଥିତି ପରଖିଲା ଆନ୍ଧ୍ର
ପଟ୍ଟାଙ୍ଗୀ,୨୭।୫(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଥାନା ଉଦ୍ଘାଟନ କରାଯିବା ପରେ ଗୁରୁବାର ଆନ୍ଧ୍ର ପ୍ରଶାସନିକ ଅଧିକାରୀମାନେ ସେଠାରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆନ୍ଧ୍ରର ପାର୍ବତୀପୁରମ୍ ଜିଲା ପଞ୍ଚାୟତ ଅଧିକାରୀ…
କୋଇଲା ଚୋରା କାରବାରରେ କୋଟିପତି ହୋମଗାର୍ଡ
ଅନୁଗୋଳ ଅଫିସ,୨୭ା୫: ପୋଲିସ ଚାକିରିକୁ ଢାଲ କରି କୋଇଲା ଚୋରା କାରବାର କରୁଥିବା କଟକ ଜିଲା ନରସିଂହପୁର ଥାନାର ହୋମଗାର୍ଡ ପ୍ରମୋଦ କୁମାର ସାହୁଙ୍କୁ ଗିରଫ କରାଯାଇଛି। ଅନୁଗୋଳ ଜିଲା ନିଶା ଥାନା ପୋଲିସ ବୁଧବାର ରାତିରେ ତାଙ୍କୁ ଉଠାଇ ଆଣିଥିବା…
୨୮ବର୍ଷ ବିତିଲା, ହେଲାନି କଂସରଝରଣ ଜଳଭଣ୍ଡାର
ସମ୍ବଲପୁର,୨୭ା୫(ବ୍ୟୁରୋ): ୧୯୯୪ ମସିହା ଏପ୍ରିଲ ୩୦ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଗସ୍ତରେ ଆସି କୟାକୁଦ ପଞ୍ଚାୟତ ଅଫିସ ଓ ଯୁଯୁମୁରା ମାର୍କେଟ କମ୍ପ୍ଲେକ୍ସ ଉଦ୍ଘାଟନ କରିଥିଲେ। ସେ ସମୟରେ ଚାଷୀ ଓ ଅଞ୍ଚଳବାସୀଙ୍କ…
ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟରେ ଫାଟ
ଯାଜପୁର ଅଫିସ,୨୭ା୫: ରାଜ୍ୟରେ ମେଗା ପାଇପ୍ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍) ପ୍ରକଳ୍ପ ନିର୍ମାଣରେ ବିଳମ୍ବ ଏବଂ ନିମ୍ନମାନର କାର୍ଯ୍ୟ ହେଉଛି। ଆବଶ୍ୟକ ନିର୍ମାଣ ସାମଗ୍ରୀ ବ୍ୟବହାର ହେଉ ନ ଥିବାବେଳେ ପାଇପ ବିଛା କାର୍ଯ୍ୟରେ ବିଭାଗୀୟ ଯୋଜନା ଅନୁସାରେ ସମ୍ପାଦନ କରାଯାଉନାହିଁ।…
ଆଖିପତାରେ ବଢୁଛି ମାଂସପିଣ୍ଡୁଳା
ନାଉଗାଁ,୨୭ା୫(ସ୍ବ.ପ୍ର.): ଆଖି ପତାରେ ବଢ଼ୁଛି ମାଂସପିଣ୍ଡୁଳା। ଅସହ୍ୟ ଯନ୍ତ୍ରଣା ହେଉଛି। ମାତ୍ର ନାବାଳକଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି। କାରଣ ସେ ଦିବ୍ୟାଙ୍ଗ ହୋଇଥିବାବେଳେ ଅନାଥ। ଚିକିତ୍ସା ବ୍ୟୟ ବହୁଳ ହୋଇଥିବାବେଳେ ଜୀବନ ପ୍ରତି ବିପଦ ଥିବାରୁ ଅନାଥ ଆଶ୍ରମ ପରିଚାଳକ…
Archives


