ରାଜ୍ୟ

ଗୋଟିଏ ମଞ୍ଚରେ ନବୀନ-ଶାହା

କଟକ ଅଫିସ୍‌,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର…

ପ୍ରକଳ୍ପ ଥାଇ ଜମି ପଡ଼ିଆ

ରାସୋଳ,୮।୮: ଅଖି ମୁଠି ଅନୁକୂଳ କରି ଜ୍ୟେଷ୍ଠ ମାସରୁ ଅପେକ୍ଷା କରିଛି ଚାଷୀ। ଆଷାଢ଼ ଗଲା। ସରିବାକୁ ବସିଲାଣି ଶ୍ରାବଣ। ଅଥଚ ଯେଉଁ ପରିମାଣର ବର୍ଷା ହେବା କଥା, ତାହା ହେଲାନାହିଁ। ଯଦିଓ ଜୁଲାଇରେ ଜୁନ୍‌ ତୁଳନାରେe ଅପେକ୍ଷାକୃତ ଭଲ ବର୍ଷିଲା,…

ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌ କରି ଖସି ପଳାଉଥିଲେ, ଧରି ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୮ା୮: ବାଲେଶ୍ୱର ଜିଲା ସୋର ଅନନ୍ତପୁର ରାସ୍ତା ପାଖ ଛକ ନିକଟରେ ବିଳମ୍ବିତ ରାତିରେ ଦୁଇଟି ବାଇକ୍‌ରେ ୩ ଜଣ ଯୁବକ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ…

ପାଇଖାନା ଟାଙ୍କି ଉପରେ ଅଙ୍ଗନଓ୍ବାଡି ରୋଷେଇ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଚାକିଡ଼ି ପଞ୍ଚାୟତ ଅଧୀନ ଆମନ୍ଦାପାଣି ଗ୍ରାମରେ ବାଟବଣା ହୋଇଛି ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା। ଏଠାରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ମିଶନ ଶକ୍ତି ଘରେ ଛୋଟ ପିଲାଙ୍କ ଭବିଷ୍ୟତ ଗଢ଼ା ଚାଲିଛି।…

୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ମୁମ୍ବାଇ ପୋଲିସ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଚାଇନା ନାଗରିକଙ୍କ ଦ୍ୱାରା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ସଂକ୍ରାନ୍ତ ପୃଥକ୍‌ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଦ୍ୱାରା ଗିରଫ ହୋଇ ଜେଲରେ ଥିବା ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇଛି ମୁମ୍ବାଇ ପୋଲିସ। ଏମାନେ…

ଅଣ୍ଡା ମୂଲ୍ୟ ମିଳୁନି, କୁକୁଡ଼ା ଚାଷୀ ହତାଶ

ବାରିପଦା ଅଫିସ,୮।୮: ମୟୂରଭଞ୍ଜ ଜିଲାର କୁକୁଡ଼ା ଚାଷୀମାନେ ଦିନକୁ ଦେଢ଼ ଲକ୍ଷ ଅଣ୍ଡା ଉତ୍ପାଦନ କରୁଥିବା ବେଳେ ବଜାର ବ୍ୟବସ୍ଥା ନ ଥିବାରୁ ଉପଯୁକ୍ତ ମୂଲ୍ୟ ପାଇ ପାରୁନାହାନ୍ତି। ଜିଲାର ଆବଶ୍ୟକତାଠାରୁ ଢ଼େର ଅଧିକ ଅଣ୍ଡା ଉତ୍ପାଦନ ହେଉଥିବାରୁ ମୂଲ୍ୟ କମିବାରେ…

ମହାକାଳପଡ଼ା ଦେଇ ଯିବ ଗ୍ରୀନ୍‌ଫିଲ୍ଡ ରାଜପଥ

ମହାକାଳପଡ଼ା,୮ା୮ (ଡି.ଏନ୍‌. ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ନିର୍ମାଣ ହେବ ଗ୍ରୀନ ଫିଲ୍ଡ ରାଜପଥ। ଏହି ରାଜପଥ ନିର୍ମାଣ ହେଲେ ସମୁଦ୍ର ଉପକୂଳ ଅଞ୍ଚଳ ପଶ୍ଚିମବଙ୍ଗର କୋଲକାତା ପର୍ଯ୍ୟନ୍ତ ପରିବହନ, ଗମନାଗମନ ସୁଦୃଢ ହେବ ବୋଲି ବୁଦ୍ଧିଜୀବୀ…

ବାଣିଜ୍ୟ କର ଓ ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ବ୍ୟାସନଗର,କଟକ, ଭୁବନେଶ୍ବର ସମେତ…

ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସୋମବାର ସେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସେ ମନ୍ଦିର ଭିତରେ ପ୍ରାୟ ୨୦ ମିନିଟ୍‌ ଧରି ପୂଜାର୍ଚ୍ଚନା କରିଥିଲେ। ତାଙ୍କ ସହ…

ଅସରାଏ ବର୍ଷାରେ ଶ୍ରେଣୀଗୃହରେ ପାଣି

ନାଉଗାଁ,୮ା୮(ସ୍ବ.ପ୍ର): ନାଉଗାଁ ବ୍ଲକ ଶିଖର ପଞ୍ଚାୟତରେ ରହିଛି ନଳାଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ୫ଟି ଶ୍ରେଣୀ ଥିବାବେଳେ ପିଲା ସଂଖ୍ୟା ୫୨। ମାତ୍ର ପିଲା ପଢ଼ିବା ପାଇଁ କେବଳ ୨ଟି ଶ୍ରେଣୀଗୃହ ରହିଛି। ବିଦ୍ୟାଳୟରେ ଶ୍ରେଣୀ ଗୃହର ଅଭାବ…

ଖଡ଼ଇଣ୍ଟା ପ୍ରାଣୀ ଚିକିତ୍ସା କେନ୍ଦ୍ର ପାଲଟିଛି ଭୂତକୋଠି

ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଗୋରୁ, ଛେଳି, ମେଣ୍ଢା, କୁକୁଡ଼ା, ମଇଁଷି ଆଦି ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ଦିଗରେ ସରକାରଙ୍କ ବିଭିନ୍ନ ପଦକ୍ଷେପ କେବଳ କାଗଜକଲମରେ ହିଁ ସୀମିତ ହୋଇ ରହିଯାଉଥିବା ଅଭିଯୋଗ ହେଉଛି। ଏପରି ଏକ ଜ୍ୱଳନ୍ତ ଉଦାହରଣ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୯,୫୨୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?