ରାଜ୍ୟ

୪୮ଘଣ୍ଟାରେ ଅବପାତ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଆମ୍‌ସାର୍‌ ଆଇନ ସଂଶୋଧନ କର

ଭୁବନେଶ୍ବର,୮।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ମୁଖ୍ୟମନ୍ତ୍ରୀ ଥିବାବେଳେ ରାନୀ କା ଭାବ୍‌କୁ ୟୁନେସ୍କୋ ଐତିହ୍ୟସ୍ଥଳ ତାଲିକାରେ ସାମିଲ କରିବା ଦିଗରେ ନେଇଥିବା ପଦକ୍ଷେପ ପ୍ରଶଂସନୀୟ। ଉଭୟ କାରିଗରୀ ଓ ଆଇନଗତ ଢାଞ୍ଚାରେ ଏଭଳି ଏତିହ୍ୟସ୍ଥଳଗୁଡ଼ିକର ସଂରକ୍ଷଣ ତଥା ସୁରକ୍ଷା ବ୍ୟବସ୍ଥା…

ଆଜି ଯୁକ୍ତ ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର,୮।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ଫଳ ଘୋଷଣା କରାଯିବ। www.odisharesults.nic.in ୱେବସାଇଟ୍‌ରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଫଳ ଦେଖିପାରିବେ।…

ହୀରାକୁଦ ଡ୍ୟାମ୍‌ରେ ବୁଡିଯାଇ ୨ ଅଧିକାରୀ ନିଖୋଜ, ଜଣେ ଉଦ୍ଧାର

ସମ୍ବଲପୁର,୭ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଛି। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ କର୍ମଚାରୀ ନିଖୋଜ ଅଛନ୍ତି। ସେମାନେ ହେଲେ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର(…

ଆଲୋକରେ ଝଲସିବ କପିଳାସ ପାଦଦେଶ

ଢେଙ୍କାନାଳ ଅଫିସ,୭ା୮: ରାଜ୍ୟ ତଥା ତେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବ ପୀଠ କପିଳାସ ବାରବାଙ୍କ ରାସ୍ତାରେ ରବିବାର ସ୍ଥାୟୀ ଆଲୋକୀକରଣ ବ୍ୟବସ୍ଥା ଉଦଘାଟିତ ହୋଇଛି । ମନ୍ଦିର ପଟରୁ କପିଳାସ ପାଦ ଦେଶ ପର୍ଯ୍ୟନ୍ତ ୫ କିଲୋମିଟର ବାରବାଙ୍କ ରାସ୍ତାର ୨…

୧୧ ଯାଏ ବର୍ଷିବ

ଭୁବନେଶ୍ୱର,୭।୮(ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୧ ତାରିଖ ଯାଏ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି। ଏ ନେଇ ୧୧ ଜିଲାକୁୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେ ସବୁ ଜିଲା ଗୁଡ଼ିକ ହେଲା,…

ଗୃହରକ୍ଷୀଙ୍କ ବଢ଼ିଲା ଡ୍ୟୁଟି କଲ ଅପ୍‌ ଭତ୍ତା

ଭୁବନେଶ୍ୱର,୭।୮(ବ୍ୟୁରୋ):ରାଜ୍ୟସରକାର ଗୃହରକ୍ଷୀଙ୍କ ଡ୍ୟୁଟି କଲ ଅପ୍‌ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ ଏହା ବୃଦ୍ଧି ପାଇ ୧୨ ହଜାର ୪୮୦ ଟଙ୍କାରେ ପହଞ୍ଚିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ…

ଫଳ ବଜାରକୁ ନ ଆସିଲେ ଆବଣ୍ଟନ ରଦ୍ଦ ହେବ

ଭୁବନେଶ୍ୱର,୭।୮ (ବ୍ୟୁରୋ): ରାସ୍ତାରେ ଫଳ ବିକ୍ରି କରୁଥିବାରୁ ଅନେକ ସମୟରେ ଟ୍ରାଫିକ୍‌ ଜାମ୍‌ ପରିସ୍ଥିତି ସୃଷ୍ଟି ହେଉଛି। ଏଥିସହିତ ଫଳଗୁଡିକ ବାହାରେ ଖରା, ବର୍ଷା ଖାଇ ପଚିଶଢ଼ି ଯାଉଛି। ତେଣୁ ଫଳ ବ୍ୟବସାୟୀମାନେ କିପରି ସୁରୁଖୁରୁରେ ବେପାର କରିପାରିବେ ସେଥିପାଇଁ ୟୁନିଟ-୨…

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୭୩୦ ଆକ୍ରାନ୍ତ 

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨୭ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୦୩ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ ବର୍ଷରୁ କମ୍‌ ବୟସର ୧୩୦ଜଣ ଆକ୍ରାନ୍ତ ଅଛନ୍ତି। ଏହାକୁ…

ନିର୍ଯାତନା ସହି ନପାରି ଜୀବନ ହାରିଲେ ନବବଧୂ

ଭୁବନେଶ୍ୱର,୭।୮(ବ୍ୟୁରୋ): ଶାଶୂ ଘର ଲୋକଙ୍କ ନିର୍ଯାତନା ସାଙ୍ଗକୁ ରୋଗର ଜ୍ୱାଳା ସହି ନ ପାରି ଜଣେ ନବବଧୂ ଆତ୍ମହତ୍ୟା କରିଛନ୍ତି। ଶନିବାର ସେ ଘରର ଆଜ୍‌ବେଷ୍ଟସ୍‌ ଲୁହା ପାଇପ୍‌ରେ ଓଢଣୀ ବାନ୍ଧି ଝୁଲିପଡିଛନ୍ତି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜିଜିପି କୋଲନୀରେ ଏହି…

ବରିଷ୍ଠଙ୍କ ଦାୟିତ୍ୱ ନେବ ‘ବିଶ୍ୱାସ’

ଭୁବନେଶ୍ୱର,୭।୮(ବ୍ୟୁରୋ): ସହରର ବରିଷ୍ଠ ନାଗରିକ ହେଉଛନ୍ତି ଆମର ଗର୍ବ ଓ ଗାଇଡ୍‌। ସେମାନେ ସବୁବେଳେ ମାର୍ଗଦର୍ଶକ ଏବଂ ସମାଜର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ତେଣୁ ବରିଷ୍ଠଙ୍କ ସୁରକ୍ଷା ଓ ନିରାପତ୍ତା ଆମର ପ୍ରମୁଖ ଦାୟିତ୍ୱ। ସେଥିପାଇଁ ‘ବିଶ୍ୱାସ’ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କ…

ବଦଳିଗଲା ସ୍ମାର୍ଟସିଟିର ଚିତ୍ର

ଭୁବନେଶ୍ୱର, ୭।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଛି। ଫଳରେ ଖୋର୍ଦ୍ଧା, ପୁରୀ, କଟକ ଆଦି ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବା ସହ ଜଳବନ୍ଦୀ ସ୍ଥିତି ଉପୁଜିଛି। ଦିନତମାମ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?