ରାଜ୍ୟ

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସବୁ ଲୁଟିନେଇଛନ୍ତି। ପ୍ରାୟ ୪୦ ଲକ୍ଷ ଟଙ୍କାର…

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର,୧ା୫: ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ପ୍ରଥମଥର ଛାତ୍ରୀଛାତ୍ରଙ୍କୁ ଓଡ଼ିଆରେ ମାଟ୍ରିକ୍‌ ସାର୍ଟିଫିକେଟ୍ ମିଳିବ। ଉଭୟ…

ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ

କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ୍‌ ନିୟନ୍ତ୍ରଣ ବ୍ୟବସ୍ଥା ସଠିକ ଧରଣର ଚାଲୁନାହିଁ। ପ୍ରାୟ…

ରାପିଡୋ ଡ୍ରାଇଭରରୁ ପାଲଟିଲେ ପ୍ରେମିକ: ଶାରୀରିକ ସମ୍ପର୍କ ରଖିବା ପରେ…

ଭୁବନେଶ୍ବର, ୧।୫ (ପ୍ରସନଜିତ୍‌ ସାହୁ):ରାପିଡୋ ଡ୍ରାଇଭରରୁ ପ୍ରେମିକ ପାଲଟିଲେ। ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ଖଣ୍ଡା ଧରି ମାରିବାକୁ ଧମକ ଦେଇଛନ୍ତି। ଏଭଳି ଏକ ଘଟଣାରେ ଭିଏସ୍‌ଏସ୍‌ ନଗର ମହାବୀର ବସ୍ତିର ଜଣେ ମହିଳା ଶହୀଦନଗର…

ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା ୨ ଡିଗ୍ରୀରୁ ଅଧିକ ହ୍ରାସ ପାଇଛି। ୪୦ ଡିଗ୍ରୀ ଉପରେ ମାତ୍ର ୭…

ନବୀନଙ୍କୁ ନେଇ ଏମିତି କହିଦେଲେ ପ୍ରଭାତୀ ପରିଡା: ଛଳନା କରି…

ଭୁବନେଶ୍ୱର,୧ା୫(ରବିନାରାୟଣ ଜେନା):ବିଧାନସଭାର ସ୍ବତନ୍ତ୍ର ଅଧିବେଶନ କାଳରେ ଗୁରୁବାର ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବର୍ଷିଛନ୍ତି। ପ୍ରଭାତୀ କହିଛନ୍ତି, ଆଜି ବିରୋଧୀ ଦଳ ନେତା କେନ୍ଦୁଝର ଜିତୁ ମୁଣ୍ଡାଙ୍କ କଥା ଗୃହରେ ଉଠାଉଛନ୍ତି। ହେଲେ ସେ ଭୁଲି…

କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା ଅନୁଭୁତ ହୋଇଥିଲା। ଫଳରେ ଲୋକେ ଆତଙ୍କିତ ହୋଇ ଘରୁ ବାହାରକୁ ଚାଲିଆସିଥିଲେ। ଅନ୍ୟପକ୍ଷେ…

ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର,୩୦।୪: ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବାହାରିବ ଫଳାଫଳ । ଷ୍ଟେଟ ଓପନ ସ୍କୁଲ ଏବଂ ମଧ୍ୟମା ଫଳ ମଧ୍ୟ…

ଭଉଣୀଙ୍କ କଙ୍କାଳକୁ ନେଇ ବ୍ୟାଙ୍କ ଆସିଥିବା ଜିତୁଙ୍କ ଆକାଉଣ୍ଟକୁ ଆସିଲା ୧୦ଲକ୍ଷ! ସାହାଯ୍ୟ କଲେ ଫିଜିକ୍ସ ଓ୍ବାଲାର…

ନୂଆଦିଲ୍ଲୀ,୩୦।୪: ମୃତ ଭଉଣୀଙ୍କ ସଞ୍ଚୟ ଟଙ୍କା ଉଠାଇବା ପାଇଁ ଶ୍ମଶାନରୁ ମୃତଦେହ ବାହାର କରିବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣା ବର୍ତ୍ତମାନ ସବୁଠି ଆଲୋଚନାର ବିଷୟ। ଏହି ସମୟରେ, ଫିଜିକ୍ସ ୱାଲା (ପିଡବ୍ଲୁ) ଏବଂ ବିଶ୍ୱବିଦ୍ୟାଳୟର…

୧୦ ଘଣ୍ଟା ହେଲା ୮ ପଞ୍ଚାୟତରେ ନାହିଁ ବିଜୁଳି, ଗରମ ଗୁଳୁଗୁଳିରେ ସିଝିଲେ ଉପଭୋକ୍ତା

ଦାରିଙ୍ଗବାଡ଼ି,୩୦ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରରେ ୧୦ ଘଣ୍ଟା ହେଲା ୮ ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ଠପ୍‌ ହୋଇଯାଇଛି। କୌଣସି ବର୍ଷା ପବନ ନ ଥାଇ ମଧ୍ୟ ସକାଳ ପ୍ରାୟ ୮ରୁ ଏହି ସେବା ଅଚଳ…

ବିଲକୁ ଖତ ନେଇ ଯାଇଥିଲେ ଚାଷୀ, ହଠାତ୍‌ ମାରିଲା ବିଜୁଳି-ଘଡ଼ଘଡ଼ି, ଆଉ ତା’ ପରେ…

ଖଣ୍ଡପଡ଼ା,୩୦ା୪(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରୟତି ଢୋଲମରା ଗ୍ରାମପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର ଜନୈକ ଗରିବ ଚାଷୀ ଭଗବାନ ନାୟକଙ୍କ ପୁତ୍ର ନାରାୟଣ (୪୯)ଙ୍କ ବଜ୍ରପାତରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପରିବାର ଲୋକଙ୍କ ସୂଚନା ଅନୁଯାୟୀ,…

ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା, ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଛତ୍ରପୁର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୌରପରିଷଦରେ ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଉଥିବା ଅଭିଯୋଗ ନେଇ ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ବହୁ ଜନପ୍ରତିନିଧି। ପୌର ପରିଷଦରେ ପ୍ରାୟ ୨ କୋଟିରୁ ଅଧିକ ଟଙ୍କା ଅଟକଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?