ସ୍ମାର୍ଟ ସ୍କୁଲ୍ ପରିସରରେ ବୋମା
ରସୁଲପୁର,୨୩ା୫(ଡି.ଏନ.ଏ.): ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ସ୍ମାର୍ଟ ସ୍କୁଲ୍ ହୋଇଥିବା ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କଲଣ ପଞ୍ଚାୟତର ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରୁ ରବିବାର ପୂର୍ବାହ୍ନରେ ଏକ ବୋମା ଠାବ କରାଯାଇଛି। ତେବେ ସ୍ଥାନୀୟ ଲୋକଙ୍କ ସହାୟତାରେ ବୋମାକୁ…
ଜଳହସ୍ତୀ ଦେହରେ ଲାଗିଛି ସିରିଞ୍ଜ
ବାରଙ୍ଗ,୨୩।୫(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଚିକିତ୍ସକଙ୍କ ଦାୟିତ୍ୱହୀନତା ଯୋଗୁ ୬୩ ନମ୍ବର ଏନକ୍ଲୋଜରରେ ଥିବା ଏକ ମାଈ ଜଳହସ୍ତୀକୁ ଦୁର୍ଦ୍ଦଶା ଭୋଗିବାକୁ ପଡିଛି। ୪ବର୍ଷର ଏହି ଜଳହସ୍ତୀଟି ଅସୁସ୍ଥ ଥିବା କର୍ମଚାରୀମାନେ ଦେଖିଥିଲେ। ଖବରପାଇ ରବିବାର ସକାଳେ ତା’ର ଚିକିତ୍ସା ପାଇଁ…
ଦୁଇଦିନ ଝଡ଼ତୋଫାନ
ଭୁବନେଶ୍ୱର,୨୩।୫(ବ୍ୟୁରୋ) : ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। ଶନିବାରଠାରୁ ରବିବାର ସକାଳ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନାନୁସାରେ କେନ୍ଦୁଝର ଘସିପୁରାରେ ସର୍ବାଧିକ ୬୨.୧ ମିମି ବର୍ଷା ହୋଇଥିବାବେଳେ କୋରେଇରେ…
ପର୍ଯ୍ୟଟକଙ୍କୁ ପିଟିଲେ ସଫାରି କର୍ମଚାରୀ
ବାରଙ୍ଗ,୨୩।୫(ଡି.ଏନ୍.ଏ.): ନନ୍ଦନକାନନରେ ଘରୋଇକରଣରେ ଦିଆଯାଇଥିବା ସଫାରିକୁ ନେଇ ଏବେ ବିବାଦ ଛାଡୁ ନାହିଁ। ଟେଣ୍ଡର ସମୟରେ ହୋଇଥିବା ସର୍ତ୍ତକୁ ଖିଲାପ କରି ବିନା କାଗଜପତ୍ରରେ ବିପଦସଙ୍କୁଳ ଅବସ୍ଥାରେ ଚାଲୁଥିବା ବସ୍କୁ ନେଇ ବିବାଦରେ ଛନ୍ଦି ହୋଇଥିବାବେଳେ ରବିବାର ସଫାରି ବସ୍ର କର୍ମଚାରୀ…
ୟୁଜିସି ଏନ୍ଇଟି: ଆବେଦନ ଫର୍ମରେ ଏଡିଟ୍ କରିପାରିବେ ଛାତ୍ରୀଛାତ୍ର
ଭୁବନେଶ୍ୱର, ୨୩ା୫(ବ୍ୟୁରୋ): ୟୁଜିସି ଏନ୍ଇଟି ପାଇଁ ଆବେଦନ କରିଥିବା ଛାତ୍ରୀଛାତ୍ରଙ୍କୁ ଫର୍ମ ଏଡିଟ୍ ବା ପରିବର୍ତ୍ତନ କରିବା ଲାଗି ସୁଯୋଗ ଦିଆଯାଇଛି। ଛାତ୍ରୀଛାତ୍ରମାନେ ନିଜ ଅନ୍ଲାଇନ୍ ଆବେଦନ ଫର୍ମକୁ ପରିବର୍ତ୍ତନ କରିପାରିବେ। ଏଥିପାଇଁ ଛାତ୍ରୀଛାତ୍ରଙ୍କୁ ugcnet.nta.nic.inରେ ଲଗ୍ ଇନ୍ କରି ନିଜ…
ସିସିଟିଭିରେ ହତ୍ୟାର ଦୃଶ୍ୟ
ବଲାଙ୍ଗୀର ଅଫିସ,୨୩।୫: ବଲାଙ୍ଗୀର ଆର୍ଟିଓ ଅଫିସ ଛକରେ ଶନିବାର ପୂର୍ବାହ୍ନରେ ସିରିଜ୍ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା ଓ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଥିଲେ। ଏହି ସିରିଜ୍ ଦୁର୍ଘଟଣା ସମୟର ସିସିଟିଭି ଫୁଟେଜ୍ ରବିବାର…
ଅନୁଭବଙ୍କ ନାଁରେ ଥାନାରେ ବର୍ଷାଙ୍କ ଅଭିଯୋଗ
କଟକ ଅଫିସ,୨୩ା୫: କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ରବିବାର ପୁରୀଘାଟ ଥାନାରେ ଅଭିଯୋଗ କରିଛନ୍ତି। ଅନୁଭବ ୟୁଟ୍ୟୁବ୍ରେ ଛାଡ଼ିଥିବା ୨ଟି ଭିଡିଓରେ ସେ ବର୍ଷାଙ୍କ ସମ୍ମାନହାନି କଲା ଭଳି…
ପ୍ରକଳ୍ପ ସମ୍ପର୍କରେ ମୋ ପରାମର୍ଶ ନିଆଯାଇନି: ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୨୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ବଢିଚାଲିଥିବାବେଳେ ଶେଷରେ ମୁହଁ ଖୋଲିଛନ୍ତି ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ। ରବିବାର ସେ ଏହି ପ୍ରସଙ୍ଗକୁ ନେଇ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ପୂର୍ବରୁ ତାଙ୍କର…
ଏଏସ୍ଆଇ ଅଜାଣତରେ ଜିପିଆର୍ଏସ୍
ପୁରୀ ଅଫିସ,୨୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନିର୍ମାଣ ଓ ଖନନ କାର୍ଯ୍ୟ ପୂର୍ବରୁ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍ ସର୍ଭେ (ଜିପିଆର୍ଏସ୍) ହୋଇ ନ ଥିଲା। ଦୋଷ ଘୋଡ଼ାଇବା ପାଇଁ ପ୍ରଶାସନ ଶନିବାର ରାତିଅଧରେ ଲୁଚିଛପି ଜିପିଆରଏସ୍ ସର୍ଭେ କରୁଥିବା ଧରାପଡ଼ିଛି।…
ଛାତ୍ରୀଙ୍କୁ ଅସଦାଚରଣ କରିବା ମହଙ୍ଗା ପଡ଼ିଲା
ଭବାନୀପାଟଣା,୨୨।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପୀନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଧୀନ ଆଦିବାସୀ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଏକ ଛାତ୍ରୀ ନିବାସର ୬ଜଣ ଛାତ୍ରୀ ଶନିବାର ପ୍ରଧାନ ଶିକ୍ଷକ ଶଶୀଧର ନାଏକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ…
ଲାଞ୍ଚ ନେଇ ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ
ପାଟଣାଗଡ଼,୨୨ା୫(ଡି.ଏନ୍.ଏ.): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରେଞ୍ଜ ଲରମ୍ଭା ସେକ୍ସନର ଜଙ୍ଗଲ ବିଭାଗ ଫରେଷ୍ଟର ଭାଗବତ ଦାସ ଓ ଫରେଷ୍ଟ ଗାର୍ଡ ଗୋପାଳ ଗଡ଼ତ୍ୟାକୁ ବଲାଙ୍ଗୀର ଡିଏଫ୍ଓ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାରୁ ପ୍ରକାଶ ଯେ, ଲରମ୍ଭା ଫରେଷ୍ଟ…
ବ୍ରଜରାଜନଗର ଉପନିର୍ବାଚନ: ଚାଲିଛି ଜୋରଦାର ପ୍ରଚାର
ଭୁବନେଶ୍ୱର,୨୨।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ନେଇ ପ୍ରଚାର ଜୋରଦାରା ଚାଲିଛି। ଘରକୁ ଘର ଯାଇ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ଭୋଟ ମାଗୁଛନ୍ତି । ହେଭିଓ୍ବେଟ ନିଜ ଦଳ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି । ଭୋଟରଙ୍କୁ ନିଜ ସପକ୍ଷରେ କରିବା…
Archives


