ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍ ତାର
ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମଙ୍ଗଳାବର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଲାପାଣି ଛକରେ ରହୁଥିବା…
ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ
ଭୁବନେଶ୍ୱର,୨୯।୩: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ କାରଣରୁ ତାଙ୍କୁ ବାଣପୁର ସବଜେଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍ ଅସୁସ୍ଥ ହୋଇପଡିଥିଲେ। ସୂଚନାଯୋଗ୍ୟ, ନିକଟରେ…
ରିମାଣ୍ଡରେ ଗଲେ ଶର୍ମିଷ୍ଠା: ଫିଟିବ ଅଧିକ ଗୁମର
ଭଦ୍ରକ ଅଫିସ୍,୨୯।୩: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଏକ ୱେବ ପୋର୍ଟାଲର ମୁଖ୍ୟ ଶର୍ମିଷ୍ଠା ରାଉତଙ୍କ ସମେତ ୪ ଅଭିଯୁକ୍ତଙ୍କୁ ମଙ୍ଗଳବାର ୫ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। ଭଦ୍ରକ ସବ୍ଜେଲ୍ରୁ ଅଣାଯାଇ…
ରାଶନରେ ଅନିୟମିତତା ଅଭିଯୋଗ
ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଦର୍ଶାଇଛନ୍ତି, ତିଳେଶ୍ୱର, ଦାମବାହାଳ, ଜରପଡା, ଖଡକବାହାଳ, ତେନ୍ତୁଳିପଥର, କୃତ୍ତିବାସପୁର ଗ୍ରାମର ଲୋକେ…
ରୂପାନ୍ତରୀକରଣ ଶେଷ କରିବାକୁ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସଓ୍ବାନ ଭିଡିଓ କନଫରେନ୍ସିଂ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍ ସ୍ଥିତି ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅଙ୍ଗନୱାଡି କେନ୍ଦ୍ରରେ ପିଲାମାନଙ୍କ ପୁଷ୍ଟିସାଧନ, ସ୍ବାସ୍ଥ୍ୟ ଏବଂ ମନୋରଞ୍ଜନ ଉପରେ…
ସଚେତନ ହେଲେ କର୍ମଚାରୀ, ଅଞ୍ଚଳବାସୀ
ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୁରକ୍ଷା ସଚେତନତା ଅଭିଯାନ ଉଦ୍ଯାପିତ ହୋଇଯାଇଛି। ୫୧ତମ ଜାତୀୟ ସୁରକ୍ଷା ସପ୍ତାହ ପାଳନ ଅବସରରେ ପ୍ଲାଣ୍ଟ ପରିସରରେ ଏବଂ ପାର୍ଶ୍ୱବର୍ତ୍ତୀ ଗ୍ରାମାଞ୍ଚଳରେ ଏକମାସବ୍ୟାପୀ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସୁରକ୍ଷାକୁ…
ରାଜପଥ ଅବରୋଧ, ଯାତ୍ରୀ ହୀନସ୍ତା
ଢେଙ୍କାନାଳ ଅଫିସ,୨୯।୩ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଆହ୍ବାନରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦୁଇଦିନ ଧରି ଦେଶବ୍ୟାପୀ ଧର୍ମଘଟର ପ୍ରଭାବ ଢେଙ୍କାନାଳରେ ଦେଖାଯାଇଛି। ନିଖିଳ ଓଡିଶା ଅଙ୍ଗନୱାଡି କର୍ମୀ ସଂଘ ସଦର ବ୍ଲକ କମିଟି, ଅଖିଳ ଭାରତୀୟ ଡାକ କର୍ମଚାରୀ ସଂଘ, ଜାତୀୟ…
ଉତ୍ତରଓଡ଼ିଶାରେ ଭାରତ ବନ୍ଦର ଆଂଶିକ ପ୍ରଭାବ
ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୯।୩ (ଡି.ଏନ.ଏ.) ଭଦ୍ରକ ଜିଲାରେ ସୋମବାର ଭାରତ ବନ୍ଦ ପାଳନ କରାଯାଇଥିବା ବେଳେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳ ୬ଟାରେ ଏଆଇସିସିଟିୟୁ ପକ୍ଷରୁ ସଭାପତି ସମର ବଳ, ଜୟନ୍ତୀ ବିଶ୍ୱାଳ, କିଶୋର ଜେନାଙ୍କ ନେତୃତ୍ୱରେ ବହୁ…
ପୁରୀ-ବଡ଼ବିଲ ଇଣ୍ଟରସିଟି ଶୀଘ୍ର ଚାଲିବ
କେନ୍ଦୁଝର, ୨୯।୩ ଦକ୍ଷିଣ ପୂର୍ବ ଓ ପୂର୍ବତଟ ରେଳପଥର ଜେନେରାଲ ମ୍ୟାନେଜର(ଜି.ଏମ୍) ଅର୍ଚ୍ଚନା ଯୋଶୀ ଓ ଖୋର୍ଦ୍ଧା ରୋଡସ୍ଥିତ ଡିଭିଜନାଲ ମ୍ୟାନେଜର ରିଙ୍କେଶ ରାୟ ଏକ ମିଳିତ ପରିଦର୍ଶନରେ ସୋମବାର କେନ୍ଦୁଝର ରେଳ ଷ୍ଟେଶନକୁ ଆସିଥିଲେ। ଏହି ଗସ୍ତ ସମୟରେ କେନ୍ଦୁଝର…
ସରକାରୀ ଜମିରୁ ମାଟି ଉଠାଣ
ରୂପସା, ୨୯।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ନଟାକଟା ଗ୍ରାମରେ ଥିବା ସରକାରୀ ଜମିରୁ ବେଆଇନ ଭାବେ ମାଟି ଉଠାଇ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ସୋମବାର…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ ଜିଲାରେ ସର୍ବାଧିକ ୭ ଜଣ…
‘ମୋ ସ୍କୁଲ୍’ ଦେଶରେ ଉଦାହରଣ ସୃଷ୍ଟି କରିଛି: ମନ୍ତ୍ରୀ
ଭୁବନେଶ୍ୱର, ୨୯।୩(ବ୍ୟୁରୋ):‘ମୋ ସ୍କୁଲ୍’ ଅଭିଯାନ ଆଜି ସମଗ୍ର ଭାରତବର୍ଷରେ ପ୍ରଶଂସିତ ହେଉଛି। ଅତୀତକୁ ବର୍ତ୍ତମାନ ସହ ଯୋଡ଼ୁଥିବା ଏହି ଅଭିଯାନ ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ପାଇଁ ବରଦାନ ସଦୃଶ ହୋଇଛି। ଏହା କେବଳ ଏକ ପ୍ଲାଟ୍ଫର୍ମ ନୁହେଁ,…
Archives


