ରାଜ୍ୟ

ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା: ୬ ଅଟକ

ଟିକିରି,୪ା୮(ଡି.ଏନ୍‌.ଏ.): ଗୁଣିଗାରେଡ଼ି ସନ୍ଦେହରେ ଯୁବକଙ୍କୁ ହତ୍ୟା କରିଛନ୍ତି ଗ୍ରାମବାସୀ। ଏହି ଅଭିଯୋଗରେ ୬ ଜଣଙ୍କୁ ଟିକିରି ଥାନାରେ ଅଟକ ରଖାଯାଇଛି। ଏପରି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡୁଦୁକାବାହାଲ ପଞ୍ଚାୟତ ଟିଟିଗୁଡ଼ାରେ। ସୂଚନାନୁସାରେ ଦଇ ମାଝି ସ୍ତ୍ରୀ…

ଖେଳିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଭଉଣୀ-ଭାଇ

ପାରଳାଖେମୁଣ୍ଡି,୪ା୮(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଘୋରୋଣି ପଞ୍ଚାୟତ ଅନ୍ତର୍ଗତ ଏସ୍‌.ରତନସିଂ ଗାଁରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ଖେଳିବାକୁ ଯାଇ ରମେଶ ଶବରଙ୍କ ୪ ବର୍ଷର ଝିଅ ଜସ୍ମିତା ଏବଂ ଭାଇ ବିଜୟ ଶବରଙ୍କ ପୁଅ ଦିବ୍ୟଜ୍ୟୋତିଙ୍କର…

କଳିଙ୍ଗନଗର ଶିଳ୍ପାଞ୍ଚଳ: ୫ଶହ ଏକର ଜମିର ଧାନ ଫସଲ ଉଜୁଡ଼ିଲା

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଦାନଗଦି ବ୍ଲକ ମାନତିରା, ରାବଣା, ଅରାସାହି, ମଙ୍ଗଳପୁର, ଦଶମାଣିଆ, କେନ୍ଦୁଢିପି ଆଦି ଗ୍ରାମର ୫୦୦ ଏକରରୁ ଊର୍ଦ୍ଧ୍ୱ ଜମିରେ ଧାନ ଗଛ ନଷ୍ଟ ହୋଇଛି। କେବଳ ଧାନ ଗଛ ନୁହେଁ ସମ୍ପୃକ୍ତ…

‘ପାରଳାର ଲଲାମ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ’ ପୁସ୍ତକକୁ ନେଇ ଚର୍ଚ୍ଚା

ପାରଳାଖେମୁଣ୍ଡି, ୪ା୮ (ଡି.ଏନ୍‌.ଏ): ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ୧୮୫୭ର ସିପାହୀ ବିଦ୍ରୋହ ନା ୧୮୧୭ର ପାଇକ ବିଦ୍ରୋହ, ସେ ସମ୍ପର୍କରେ ଚର୍ଚ୍ଚା ଚାଲିଥିବା ବେଳେ ବିଶିଷ୍ଟ ଐତିହାସିକ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଦ୍ୱାରା ଲିଖିତ ‘ପାରଳାର ଲଲାମ ଭାରତର…

ଛାତ ଉପରେ ବ୍ୟକ୍ତିଙ୍କ ମୁଣ୍ଡକୁ ଛେଚି ବିଭତ୍ସ ଭାବେ ହତ୍ୟା

ନିରାକାରପୁର,୪।୮(ଡି.ଏନ୍‌.ଏ.): ନିଜ ଘରର ଛାତ ଉପରେ ଜଣେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡ଼ିପଡ଼ା ପଞ୍ଚାୟତ ତଳ ମୋଟା ଗ୍ରାମରେ। ମୃତକ ହେଲେ ରଘୁନାଥ ମହାରଣା (୪୫)।…

ଆଜି ୧୨ ଘଣ୍ଟିଆ ରେଢ଼ାଖୋଲ ବନ୍ଦ

ରେଢ଼ାଖୋଲ,୪।୮(ଡି.ଏନ୍‌.ଏ.): ସମ୍ବଲପୁର- ଅନୁଗୋଳ ୫୫ ନଂ ଜାତୀୟ ରାଜପଥର ସମ୍ପ୍ରସାରଣ ଦାବିରେ ରେଢାଖୋଲ ନାଗରିକ କମିଟି ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ରେଢାଖୋଲ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ…

ଚିହ୍ନଟ ହେଲେ ଆଉ ୮୭୦ ଆକ୍ରାନ୍ତ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୭ଜଣଙ୍କ ବୟସ ୦-୧୮ ମଧ୍ୟରେ ଥିବା ବେଳେ କ୍ୱାରାଣ୍ଟାଇନ୍‌ରୁ ୫୦୯ ଏବଂ ୩୬୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ଦୁର୍ଘଟଣାରେ ଓଲିଉଡ୍‌ର ଯୁବ ଅଭିନେତା ନିଶି କରଙ୍କ ପରଲୋକ

ଭୁବନେଶ୍ୱର: ଓଲିଉଡ୍‌ର ଯୁବ ଅଭିନେତା ତଥା ନିର୍ଦ୍ଦେଶକ ନିଶିରଞ୍ଜନ କରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କୁ ୩୮ବର୍ଷ ବୟସ ହୋଇଥିଲା। ପୁରୀ ଜିଲା କାକଟପୁରର କାହାଳ ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ନିଶିରଞ୍ଜନ ସାରେ କାକଟପୁର…

ସାତକୋଶିଆକୁ ରାମ୍‌ସର ମାନ୍ୟତା

ଭୁବନେଶ୍ୱର, ୩ା୮(ବ୍ୟୁରୋ): ଭାରତର ଆଉ ୧୦ଟି ଆର୍ଦ୍ରଭୂମି ରାମ୍‌ସର ମାନ୍ୟତା ପାଇଛି। ଏଥିରେ ଓଡ଼ିଶାର ସାତକୋଶିଆ ଗଣ୍ଡ ସ୍ଥାନ ପାଇଛି। ଏ ନେଇ ବୁଧବାର କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି। କେନ୍ଦ୍ରମନ୍ତ୍ରୀ ଭୁପେନ୍ଦର…

ଓଡ଼ିଶାରେ ୧୭ ଲକ୍ଷ ବୁଲା କୁକୁର

ଭୁବନେଶ୍ୱର, ୪।୮(ବ୍ୟୁରୋ): ଦେଶରେ ଦ୍ୱିତୀୟ ସର୍ବାଧିକ ବୁଲା କୁକୁର ଓଡ଼ିଶାରେ ରହିଛନ୍ତି। କେନ୍ଦ୍ର ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ପୁରୁଷୋତ୍ତମ ରୂପାଲା ସଂସଦରେ ଏହି ସୂଚନା ଦେଇଛନ୍ତି। ଓଡ଼ିଶାରେ ୧୭ ଲକ୍ଷରୁ ଅଧିକ ବୁଲା କୁକୁର ରହିଛନ୍ତି। ତେବେ ପ୍ରଥମ…

ଆସୁଛି ଆଉ ୨ ଲଘୁଚାପ, ୭ରୁ ବର୍ଷା

ଭୁବନେଶ୍ୱର,୪ା୮(ବ୍ୟୁରୋ): ଗତ ସପ୍ତାହେ ଧରି ରାଜ୍ୟରୁ ବର୍ଷା ଉଭାନ ହୋଇଯାଇଛି। ବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହେ ଭିତରେ ବର୍ଷା ନ ହେଲେ ଗଜାମରୁଡ଼ି ଭଳି ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି। ମାତ୍ର ଚାଷୀମାନଙ୍କ ପାଇଁ ଆଶ୍ୱସ୍ତି ଖବର ଆସୁଛି।…

ବଜ୍ରପାତରେ ୨ ଗାଈ ମୃତ, ମହିଳା ଗୁରୁତର

କୋରୁକୋଣ୍ଡା,୩ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ କିଛିଦିନ ପ୍ରବଳ ଗରମ ହେବା ପରେ ମଙ୍ଗଳବାରଠାରୁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାରେ ଲାଗିଛି। ବୁଧବାର କୋରୁକୋଣ୍ଡା ବ୍ଲକ ଅଧିନସ୍ଥ ଡୁଡା ମେଟା ପଞ୍ଚାୟତ ଅଧିନସ୍ଥ କୋୟାଗୁଡ଼ାର ମୁକା ମାଡ଼କାମୀଙ୍କ ସ୍ତ୍ରୀ ମୁକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?