ଆସନ୍ତା ୫ରେ ରାଜଭବନ ଘେରିବ କଂଗ୍ରେସ
ଭୁବନେଶ୍ବର, ୩ା୮(ବ୍ୟୁରୋ): ଦିନକୁ ଦିନ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ହେବାରେ ଲାଗିଛି। ବେକାରି ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ପ୍ରଭୃତି ଉପରେ ଜିଏସ୍ଟି ଲାଗୁ ଆଦି ବିରୋଧରେ…
ମାଡ୍ପିଟ୍ରେ ଜଣଙ୍କ ଜୀବନ ଗଲା
ଜମନକିରା,୩ା୮(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ମେଣ୍ଢାବାହାଲ ଗ୍ରାମର ୩ ଜଣ…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୁଚିଣ୍ଡା-ବଲାଙ୍ଗୀରରେ ଖୋଲିବ ୨ ନୂଆ ଆଇଟିଆଇ
ଭୁବନେଶ୍ବର, ୩ା୮(ବ୍ୟୁରୋ): ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ୨ଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ…
ଲୋନ୍ କରାଇଦେବାକୁ କହି ଏସ୍ଏଚ୍ଜି ସଦସ୍ୟାଙ୍କ ଲକ୍ଷାଧିକ ଟଙ୍କା ଠକିଥିଲେ: ଭଡାଘରୁ ଦମ୍ପତିଙ୍କୁ ବାନ୍ଧିଲା ପୋଲିସ
ଝାରସୁଗୁଡା ଅଫିସ୍,୩।୮: ଝାରସୁଗୁଡା ଜିଲା ଲଇକେରା ଥାନା ଓ କୁଲବିଲା ଥାନା ଅଞ୍ଚଳର ବିଭିନ୍ନ ଗ୍ରାମର ଏସ୍ଏଚ୍ଜି ଗ୍ରୁପ୍ ସଦସ୍ୟାମାନଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ଋଣ କରାଇଦେବା କହି ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ପୋଲିସ୍ରେ ଅଭିଯୋଗ ହୋଇଛି। ଏଥିରେ ସମ୍ପୃକ୍ତ…
ଆଇଏଏସ୍ ସ୍ତରରେ ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ କୃଷି, ଅଶ୍ୱଥିଙ୍କୁ…
ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ, ସେହିପରି ଆଇଏଏସ୍ ଅଶ୍ୱଥି ଏସ୍ଙ୍କୁ ସ୍କୁଲ ଓ ଗଣଶିକ୍ଷା ସଚିବ…
୭ କିମି ଚାଲିଚାଲି ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଛାତ୍ର
କେନ୍ଦୁଝର,୩ା୮(ସ୍ବ.ପ୍ର.): ସଦର ବ୍ଲକ ରାଙ୍କିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ବୁଧବାର ଦଶମ ଶ୍ରେଣୀ ଛାତ୍ରମାନେ ୭ କିଲୋମିଟର ରାସ୍ତା ଚାଲଚାଲି ଆସି ଜିଲାପାଳଙ୍କ ଅଫିସ ଘେରାଉ କରି ସେମାନଙ୍କ ସମସ୍ୟା ଜଣାଇଛନ୍ତି। ଖାଦ୍ୟ,ପାନୀୟ,ପୋଷାକ ଯୋଗାଣ ତଥା…
ଅପ୍ଗ୍ରେଡ୍ ହେବ ୧୦୦ ହାଇସ୍କୁଲ: ମନ୍ତ୍ରୀ
ଭୁବନେଶ୍ୱର,୩।୮(ବ୍ୟୁରୋ): ସ୍କୁଲଗୁଡ଼ିକରୁ ଡ୍ରପ୍ଆଉଟ୍ ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛି। ଆସନ୍ତା ଶିକ୍ଷା ବର୍ଷରୁ ଅପଗ୍ରେଡ ହେବ ୧୦୦ଟି ହାଇସ୍କୁଲ। ଯେଉଁ ସବୁ ବ୍ଲକରେ ପ୍ଲସ ଟୁ କଲେଜ ନାହିଁ ସେଠାରେ ହାଇସ୍କୁଲଗୁଡ଼ିକୁ ଅପଗ୍ରେଡ୍…
ରାଗିଂ ରୋକିବାକୁ ଅଣ୍ଡରଟେକିଂ
ଭୁବନେଶ୍ୱର,୩ା୮(ବ୍ୟୁରୋ): ଶିକ୍ଷାନୁଷ୍ଠାନରେ ରାଗିଂ ରୋକିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜ୍ୟ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ କର୍ତ୍ତୃପକ୍ଷଙ୍କୁ ଉଚ୍ଚ ଶିକ୍ଷା ସଚିବ ଚିଠି ଲେଖିଛନ୍ତି। ଏଣିକି ୟୁଜିସି ନିୟମାନୁସାରେ ପଦକ୍ଷେପ ନିଆଯିବ । ଏଥିରେ…
ନାବାଳିକାଙ୍କୁ ଗଣବଳାତ୍କାର: ୨ କୋର୍ଟ ଚାଲାଣ
ସାକ୍ଷୀଗୋପାଳ,୩ା୮(ଡି.ଏନ୍.ଏ.): ଜନୈକା ୧୪ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୁରୀ ଜିଲା ସତ୍ୟବାଦୀ ଥାନା ପୋଲିସ ୨ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ଅନ୍ୟ ଅଭିଯୁକ୍ତ ଫେରାର ରହିଛନ୍ତି। ଏହି ଅଭିଯୁକ୍ତମାନେ ଦୀର୍ଘ ୮ ଦିନ ଧରି…
ବାସିଖାଦ୍ୟ ଖାଇ ଜଣେ ମୃତ, ୫ ଗୁରୁତର
ବାଲେଶ୍ୱର ଅଫିସ/ସିମୁଳିଆ,୩ା୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଦଧିବାମନପୁର ଗ୍ରାମରେ ବାସିଖାଦ୍ୟ ଖାଇ ୬ଜଣଙ୍କ ମଧ୍ୟରୁ ଜଣେ ଭଦ୍ରକ ମେଡିକାଲରେ ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତରଙ୍କୁ କଟକର ଏକ ଘରୋଇ ମେଡ଼ିକାଲରେ ବୁଧବାର ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, କହ୍ନେଇବିନ୍ଧା ପଞ୍ଚାୟତ…
୧୪ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି
ପାପଡ଼ାହାଣ୍ଡି,୩ା୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଦଳେଇଗୁଡ଼ା ଏସ୍ଏସ୍ଡି ବାଳିକା ଉଚ୍ଚ ବିଦ୍ୟାଳୟର ୧୪ ଜଣ ଛାତ୍ରୀ ବୁଧବାର ଅସୁସ୍ଥ ହୋଇ ପାପଡ଼ାହାଣ୍ଡି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ଜଣଙ୍କୁ ଥଣ୍ଡା, କାଶ ଓ ଜ୍ୱର ହୋଇଥିବା ବେଳେ ୨…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ବିଧାୟକ
ନୂଆଦିଲ୍ଲୀ/ଭୁବନେଶ୍ୱର,୩।୮(ବ୍ୟୁରୋ): ଓଡ଼ିଶାର ୨୪ ଜଣ ବିଧାୟକ ବୁଧବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସବୁ ଦଳର ବିଧାୟକ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତିଙ୍କୁ ପ୍ରଭୁ ଜଗନ୍ନାଥଙ୍କ ଫଟୋ, ମହାପ୍ରସାଦ ଏବଂ ଅନ୍ୟାନ୍ୟ ସ୍ମରଣିକା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ,…

