ରାଜ୍ୟ

ଶିକ୍ଷକଙ୍କ ମାଡ଼ରେ ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ

କବିସୂର୍ଯ୍ୟନଗର,୩୧ା୭(ଡି.ଏନ୍‌.ଏ.): ଜଣେ ଶିକ୍ଷକଙ୍କ ମାଡ଼ରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଅଧୀନ(ଏ) ବରିଡା ଗ୍ରାମର ଶ୍ରୀଦଧିବାମନ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ ହୋଇଛନ୍ତି। ତାଙ୍କ ନାମ ଗୋପାଳ ମହାରଣା (୫)। ଗୋପାଳଙ୍କ ବାପା ଦୁବାଇରେ କାମ…

ପୋଖରୀରୁ ମିଳିଲା ମହିଳାଙ୍କ ମୃତଦେହ: ବେକ ଆଉ ଗୋଡ଼ରେ ବନ୍ଧାଯାଇଛି ଚିପ୍ସ ଭର୍ତ୍ତି ଅଖା

ସିମୁଳିଆ,୩୧ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ପାହିତୋରଣା ପଞ୍ଚାୟତର ଦୋରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୋରାର କୁନୁଲତା ନାୟକ(୩୫) ନାମକ ଜଣେ ମହିଳାଙ୍କ ବେକ ଓ ଗୋଡ଼ରେ ଚିପ୍ସ ଭର୍ତ୍ତି ଅଖା ବନ୍ଧାଯାଇ ନିକଟସ୍ଥ ପୋଖରୀରେ ପଡ଼ିଥିବା…

ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଆତଙ୍କିତ

ରିଆମାଳ,୩୧ା୭(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳରେ ବାଘ ଆତଙ୍କ। ଏକ କଲରାପତରିଆ ବାଘ ରିଆମାଳ-ରାମପାଲି ରାସ୍ତା କ୍ରସର ଆଗରେ ଶନିବାର ସନ୍ଧ୍ୟାରେ ଦେଖାଯାଇଥିଲା। କାରରେ ଯାଉଥିବା କିଛି ଲୋକ ଫଟୋ ଉଠାଇ ପୋଲିସକୁ ଦେଇଥିଲେ। ରିଆମାଳ ଥାନାଧିକାରୀ ଲଳିତା ପ୍ରଧାନ ଏ ସମ୍ପର୍କରେ…

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

ପଟ୍ଟାମୁଣ୍ଡାଇ,୩୧।୭(ଡି.ଏନ୍‌.ଏ.): ସୋମବାର ଅର୍ଥାତ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଥିଲା। ତେବେ ପର୍ୟ୍ୟଟକ ମାନଙ୍କୁ ଭିତରକନିକାକୁ ସ୍ବାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତ ହୋଇଛି।…

ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର

କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଆଜି ଦକ୍ଷିଣ କୋଲକାତାର ଚେତଲାସ୍ଥ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ନିର୍ମଳା…

‘ଗଣତନ୍ତ୍ର ଲାଗି ଶୁଭଙ୍କର ନୁହେଁ ଆକ୍ରୋଶ ରଖି ଇଡି ଚଢ଼ାଉ’

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟାକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ରବିବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହାକୁ ନେଇ କଂଗ୍ରେସ ସାରା ଦେଶରେ ଆନ୍ଦୋଳନ କରିବ । ଅଗଷ୍ଟ ୫ ତାରିଖରେ ରାଜଭବନ ଘେରାଉ କରିବା ସହ…

‘ଢେଙ୍କାନାଳ ହେଉଛି ଶିକ୍ଷାର ପୁଞ୍ଜି’

ଢେଙ୍କାନାଳ ଅଫିସ,୩୧ା୭: ଢେଙ୍କାନାଳ ସହର ପୁରୁଣା ଜିଲା ପରିଷଦ ସମ୍ମିଳନୀ ହଲ୍‌ରେ ରବିବାର ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଏହାପରେ ସେ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ର ପରିଦର୍ଶନରେ…

ହସ୍ପିଟାଲରୁ ଚିକିତ୍ସାଧୀନ ଅବସ୍ଥାରେ କଏଦୀ ଫେରାର

ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବିଚାରାଧୀନ କଏଦୀ ଶନିବାର ବିଳମ୍ବିତ ରାତିରେ ଜେଲ ଓ୍ବାର୍ଡରକୁ ଚକମା ଦେଖାଇ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ଜଣଙ୍କ ହେଲେ ବିହାର ମାଧୋପୁର ଥାନା ବୋଥନା ଗ୍ରାମର ଇନ୍ଦ୍ରଜିତ…

ଏଥର ନବମ, ଦଶମ ବହିରେ ନୂଆ ବିଷୟବସ୍ତୁ

କଟକ ଅଫିସ,୩୧।୭ : ନବମ ଓ ଦଶମ ଶ୍ରେଣୀ ବହିରେ ଏଥର ନୂଆ ବିଷୟବସ୍ତୁ ସ୍ତାନ ପାଇବ। ଡିଜାଷ୍ଟର ମ୍ୟାନେଜମେଣ୍ଟ ଓ ପାଣ୍ଡାମିକ ମ୍ୟାନେଜମେଣ୍ଟ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ଦିଆଯିବ । ଭୂଗୋଳ ଓ ଲାଇଫ ସାଇନ୍ସ ବହିରେ ଏହି…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୧୦୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୭୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୬୦୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨୭…

‘ସ୍ବାସ୍ଥ୍ୟ, ଶିକ୍ଷା, କୃଷି ସବୁ କ୍ଷେତ୍ରରେ ସରକାର ବିଫଳ’

ଭୁବନେଶ୍ୱର,୩୧।୭(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ ସବୁକିଛି ବିପର୍ଯ୍ୟସ୍ତ। ରାଜ୍ୟରେ ପ୍ରାୟ ୩ ଲକ୍ଷ ପଦବୀ ଖାଲି ପଡ଼ିଛି। ୧୮୦୦ ବିଦ୍ୟାଳୟରେ ଜଣେ ମାତ୍ର ଶିକ୍ଷକ ଅଛନ୍ତି। ଶାସନର ୨୨ ବର୍ଷ ପରେ ମଧ୍ୟ ନଗଡ଼ା ଭଳି ସ୍ଥିତି ଦେଖିବାକୁ ମିଳୁଛି। ରାଜ୍ୟ…

ସାର୍‌, ଆମ ଦରମା, ଭତ୍ତା ବଢ଼ାନ୍ତୁ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଦରଦାମ ବଢ଼ିଲାଣି। ତେଲ ଦର ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଖର୍ଚ୍ଚ ବଢ଼ିଗଲାଣି। ଥରେ ନିର୍ବାଚନମଣ୍ଡଳୀ ବୁଲି ଗଲେ ୫୦ ହଜାର ଖର୍ଚ୍ଚ ହେଉଛି। ବାହାଘର, ବ୍ରତଘର, ନାଚ, ଗୀତ, ମେଳା ମହୋତ୍ସବ, ଖେଳକୁଦ, ଚିକିତ୍ସା ଓ ଅନ୍ୟାନ୍ୟ ପାଇଁ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?