ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ, ୨୦୦ ହେବ ଓଡ଼ିଶା ବିଧାନସଭାର ସିଟ୍ !
ଭୁବନେଶ୍ୱର,୧୨ା୧: ନୂଆ ବିଧାନସଭା ଗୃହ ଭତ୍ତିପ୍ରସ୍ତର ସ୍ଥାପନ ଅବସରରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାରେ ନୂଆ ବିଧାନସଭା ଏବଂ ନୂଆ ଲୋକସେବା ଭବନ ନିର୍ମାଣ ହେବ । ବିଧାନସଭାରେ ବର୍ତ୍ତମାନ ୧୪୭ ସିଟ୍ ରହିଛି, ଡିଲିମିଟେସନ୍ରେ…
ଧାନମଣ୍ଡି ଅନୁଧ୍ୟାନ କଲେ ସରପଞ୍ଚ, ପରେ ଉଠିଲା ଧାନ
ଗଞ୍ଜାମ,୧୨ା୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତରେ ଖୋଲିଛି ଦୁଇଟି ଧାନମଣ୍ଡି। ସରପଞ୍ଚ ମମତା ବେହେରା ସୋମବାର ମଲାଡ଼ ଏବଂ ପଣିବନ୍ଧଠାରେ ଥିବା ଦୁଇଟି ଧାନମଣ୍ଡି ଅନୁଧ୍ୟାନ କରିଛନ୍ତି। ମଲାଡ଼ଠାରେ ଥିବା ମଣ୍ଡିରେ ମଲାଡ଼ ଗ୍ରାମ ସମେତ ଶ୍ରୀବଣା, ବାହାଲପୁର, ରାଉଳିବନ୍ଧ,…
କେମିତି ରହିବେ ନୀରୋଗ: ଅବଲମ୍ବନ କରନ୍ତୁ ଏହି ଉପାୟ
ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଶାରୀରିକ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ଆମ ଶରୀରର ଠିକ୍ ଭାବରେ ଯତ୍ନ ନେବାକୁ କେତେକାଂଶରେ ଭୁଲିଯାଉଛେ। ଏହାଦ୍ୱାରା ଆମେ ରୋଗକୁ…
ଏକାଥରକେ ୭୧ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ କଲେ ମନ୍ତ୍ରୀ
ଭୁବନେଶ୍ୱର,୧୨।୧: ଆଇନ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ୬ ହଜାର ୭୦୧ କୋଟିର ୭୧ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ଏକାଥରକେ ଏତେ ପ୍ରକଳ୍ପ ଶିଳାନ୍ୟାସ ଓ ଲୋକାର୍ପଣ କରିବା ପ୍ରଥମ ଘଟଣା ହୋଇଛି। ଲୋକାର୍ପଣ…
ସରପଞ୍ଚଙ୍କୁ ଅଟକ ରଖିଲା ସଦର ପୋଲିସ: ମାଡ଼ିିଆସିଲେ ଶହଶହ ପଞ୍ଚାୟତବାସୀ ଘେରିଲେ ଥାନା
ବଲାଙ୍ଗୀର,୧୨।୧(ସୁନିଲ କୁମାର ମହାନ୍ତି ): ଗତ କିଛିଦିନ ତଳେ ବଲାଙ୍ଗୀର ସଦର ଥାନା କୁଶମେଲ ପଞ୍ଚାୟତର ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଏ ନେଇ ଲୋକେ ପୋଲିସକୁ ଖବର ଦେଇଥିଲେ। ସଦର ପୋଲିସ ଚୋରମାନଙ୍କୁ ଥାନାକୁ ଆଣି ଛାଡ଼ିଦେଇଥିବା ପଞ୍ଚାୟତ ଲୋକେ…
ବାପା ମୋକିମଙ୍କୁ ପ୍ରଶଂସା କରି ବଡ଼ କଥା କହିଦେଲେ ସୋଫିଆ, ଲଢ଼େଇରେ ସମସ୍ତଙ୍କୁ…
ଭୁବନେଶ୍ବର,୧୨ା୧: ବାପାଙ୍କୁ ପ୍ରଶଂସା କଲେ ଝିଅ ସୋଫିଆ ଫିର୍ଦ୍ଦୋସ । ଆଜିର ଯୁବ ସମାବେଶରେ ଖୋଲା ମଞ୍ଚରେ ସେ ମୋକିମଙ୍କ ସପକ୍ଷରେ ବାହାରି ପ୍ରଶଂସା କରିଛନ୍ତି । ମୋକିମ୍ ଫାଉଣ୍ଡେସନର ଯୁବ ସମାବେଶରେ ସୋଫିଆ ବଡ଼ କଥା କହିଛନ୍ତି । ଆଜିର…
ଏଲିଭେଟେଡ଼ କରିଡ଼ର: ବଦଳିବ ଜୟଦେବ ବିହାର-ନନ୍ଦନକାନାନ ରାସ୍ତାର ରୂପରେଖ
ଭୁବନେଶ୍ୱର,୧୨।୧: ବଦଳିବ ଜୟଦେବ ବିହାର-ନନ୍ଦନକାନାନ ରାସ୍ତାର ରୂପରେଖ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ହେବାକୁ ଥିବା ସ୍ବତନ୍ତ୍ର ଏଲିଭେଟେଡ଼ କରିଡ଼ର’ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏପରିକି ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର…
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୧୦ ଜିଲାରେ…
ଭୁବନେଶ୍ୱର,୧୨ା୧: ଲୋକସେବା ଭବନରେ ସୋମବାର ଶୁଭାରମ୍ଭ ହୋଇଛି ଜାତୀୟ ସଡ଼କ ସୁରକ୍ଷା ମାସ। ଏହି ପରିପ୍ରେକ୍ଷୀରେ ୧୪ଟି ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୦ଟି ଜିଲାରେ ମୋଟ୍ ୧୫୬.୫୩ କୋଟି ଟଙ୍କା ବ୍ୟୟରେ ବସ୍୍ଷ୍ଟାଣ୍ଡ ନିର୍ମାଣ…
ଧାନପହ୍ଲା କିଆରି ନଷ୍ଟ କଲେ ବାର୍ହା ପଲ: ରବି ଫସଲ ପାଇଁ ଜମିରେ ବୁଣିଥିଲେ…
ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀଙ୍କ ଦୁଃଖ ସରୁ ନାହିଁ। ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ଖରିଫ୍ରେ ଅମଳ ଧାନ ବିକ୍ରି କରି ନ ପାରି ହଟହଟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ରବି ଚାଷକାର୍ଯ୍ୟ ଆରମ୍ଭରୁ ଚାଷୀଙ୍କୁ ବନ୍ୟଜନ୍ତୁ ଦାଉ ସାଧିଛନ୍ତି। ଜିଲାର…
ନୂଆ ଲୋକସେବା ଭବନ, ବିଧାନସଭା ପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ, ଖର୍ଚ୍ଚ ହେବ ଏତିକି କୋଟି…
ଭୁବନେଶ୍ୱର,୧୨ା୧: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଗୋଟିଏ ସ୍ଥାନରେ ଲୋକସେବା ଭବନ ଓ ନୂଆ ବିଧାନସଭା ରହିବ। ୭୧ ଏକର ଜମିରେ ଏହା ନିର୍ମାଣ…
ମଦ୍ୟପଙ୍କ ଉନ୍ମତ୍ତ କାଣ୍ଡ, ପିକନିକ୍ ଗ୍ରୁପକୁ ମାଡମାରି କଲେ ଲହୁଲୁହାଣ
ରାଇକିଆ,୧୨/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ମଣ୍ଡାସରୁ ପର୍ଯ୍ୟଟନସ୍ଥଳୀରେ ମାରପିଟ୍ ।ରବିବାର ଅପରାହ୍ନରେ ରାଇକିଆ ଅଞ୍ଚଳର ଏକ ପାରିବାରିକ ଗ୍ରୁପ୍ ପିକନିକ କରିବାକୁ ଯାଇଥିବା ବେଳେ କିଛି ମଦ୍ୟପ ଯୁବକ ମରଣାନ୍ତକ ଆକ୍ରମଣ କରି ଖସି ପଳାଇବାକୁ ଉଦ୍ୟମ କରୁଥିଲେ ।…
ସାଲିଆସାହିରେ ପୁଣି ଦେଶୀମଦ କାରଖାନା ଠାବ: ପୋକ ସାଲୁବାଲୁ ଫଳରୁ ତିଆରି ହେଉଥିଲା ପୋଚ
ଭୁବନେଶ୍ୱର,୧୨ା୧(ତ୍ରିନାଥ ମହାନ୍ତି):ସାଲିଆସାହିରେ ଦେଶୀ ମଦ କାରଖାନା ସତେଯେମିତି କୁଟୀର ଶିଳ୍ପ ପାଲଟିଛି। ଯେତେ ଚଢ଼ାଉ ଓ ଉଚ୍ଛେଦ ହେଲେ ମଧ୍ୟ ଏହି ବେଆଇନ କାରବାର ବନ୍ଦ ହେଉନି। ରବିବାର ଅବକାରୀ ବିଭାଗ ସାଲିଆସାହିର ନୟାଗଡ଼ ବସ୍ତିରେ ଚଢ଼ାଉ କରି ପୁଣି ଏକାଧିକ…
Archives


