ରାଜ୍ୟ

ତୃପ୍ତି କହିଲେ ୱେଟ୍‌ ଆଣ୍ଡ ୱାଚ୍‌

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଅଭିନେତା ବାବୁସାନ୍‌ ମହାନ୍ତି ଓ ତାଙ୍କ ସ୍ତ୍ରୀ ତୃପ୍ତି ଶତ୍‌ପଥୀଙ୍କ ପାରିବାରିକ କଳହର ସମାଧାନ ପାଇଁ ସମସ୍ତେ ଚାହାନ୍ତି। ପ୍ରଂଶସକଠାରୁ ଆରମ୍ଭ କରି ସମ୍ପର୍କୀୟ ସମସ୍ତେ ଚାହାନ୍ତି ବାବୁ – ତୃପ୍ତି ଏକ ହୋଇଯାନ୍ତୁ। ଏ ନେଇ ଆପୋସ ସମାଧାନ…

ବିରୋଧୀଙ୍କ ଉଦ୍‌ବେଗ: ସରକାର ଜାଣିଶୁଣି ପୋଲିସ ମହାସଂଘ ନିର୍ବାଚନ କରାଇ ଦେଉନାହାନ୍ତି

ଭୁବନେଶ୍ୱର,୨୯।୭(ବ୍ୟୁରୋ): କନଷ୍ଟେବଳ-ସିପାହୀ ମହାସଂଘର ନିର୍ବାଚନ ଗତ ଦୁଇ ବର୍ଷ ଧରି ହୋଇପାରିନାହିଁ। ପୋଲିସ ମହାନିର୍ଦ୍ଦେଶକ ଏଥିପାଇଁ ଅନୁମତି ଦେଉ ନ ଥିବାରୁ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ନିର୍ବାଚନ କରାଇବା ଲାଗି ବାଚସ୍ପତି ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି…

ଆପୋସ ସମାଧାନ ପାଇଁ ତୃପ୍ତିଙ୍କ ଘରକୁ ଗଲେ ବାବୁସାନ୍‌ଙ୍କ ଘନିଷ୍ଠ ସହଯୋଗୀ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ଏବଂ ସ୍ତ୍ରୀ ତୃପ୍ତି ଶତପଥୀଙ୍କ ପରିବାରିକ ବିବାଦର ସମାଧାନ କରିବାକୁ ଉଦ୍ୟମ କରାଯାଉଛି। ବାବୁସାନ୍‌ଙ୍କ ଘନିଷ୍ଠ ସହଯୋଗୀ ରବି ମିଶ୍ର ଶୁକ୍ରବାର ତୃପ୍ତିଙ୍କ ସତ୍ୟ ନଗର ଘରେ ପହଞ୍ଚିଥିଲେ। ଏହା ପରେ ପ୍ରାୟ ଘଣ୍ଟାଏ…

୫ଟି ସ୍ଥାନରେ ବାଜିଛି ଗୁଳି, ଦୁଇଦିନ ହେଲା ଖାଉନି ହାତୀ

ନରସିଂହପୁର,୨୯।୭(ସ୍ବ.ପ୍ର.): କଟକ ଜିଲା ନରସିଂହପୁର ପଶ୍ଚିମ ରେଞ୍ଜ ବାରସିଙ୍ଗା ଜଙ୍ଗଲରେ ଗୁଳିବିଦ୍ଧ ଦନ୍ତାହାତୀ ଶୁକ୍ରବାର ଗୁରୁତର ହୋଇପଡିଛି। ଦୁଇଦିନ ହେଲା ହାତୀ ଖାଦ୍ୟ ଗ୍ରହଣ କରୁନାହିଁ। ଫଳରେ ବନ କର୍ମଚାରୀ ଚିନ୍ତାରେ ପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ଛଅ ଦିନ ତଳେ…

‘ରାଜ୍ୟରେ ‘ମଙ୍କିପକ୍ସ’ ମାମଲା ନାହିଁ’

ଭୁବନେଶ୍ୱର,୨୯।୭(ବ୍ୟୁରୋ): ‘ମଙ୍କିପକ୍ସ’କୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ରାଜ୍ୟରେ ଏବେ କୌଣସି ‘ମଙ୍କିପକ୍ସ’ମାମଲା ଚିହ୍ନଟ ହୋଇନାହାନ୍ତି। ହେଲେ ଲକ୍ଷଣ ଦେଖାଗଲେ ତୁରନ୍ତ ଆଇସୋଲେଶନରେ ରହିବା ସହ ଜ୍ୱର, ହାତ ଗୋଡ଼ରେ ଫୋଟକା ହେଲେ ସ୍ବାସ୍ଥ୍ୟ ବିଭାଗକୁ…

ଚିଠିର ଉତ୍ତର, ଡ୍ରେନ୍‌ ବ୍ଲୁ ପ୍ରିଣ୍ଟ ଦେଉନି ଏନ୍‌ଏଚ୍‌ଏଆଇ

ଅନୁଗୋଳ ଅଫିସ, ୨୯।୭ ଅନୁଗୋଳ ଜିଲା ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥର ବଅଁରପାଳରୁ ରନ୍ତଲେଇ ପର୍ଯ୍ୟନ୍ତ ରାସ୍ତା ନିର୍ମାଣରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ସହଯୋଗ କରୁନାହିଁ। ବାରମ୍ବାର କାର୍ଯ୍ୟ ସମୀକ୍ଷା ସହ ଡ୍ରେନ୍‌ ନିର୍ମାଣ ପାଇଁ ବ୍ଲୁ…

କାମରେ ଆସୁନି କଳାମଣ୍ଡପ

ଢେଙ୍କାନାଳ ଅଫିସ, ୨୯।୭ କାନ୍ଥରେ ମାଡ଼ିଗଲାଣି ମୋଟା ବହଳର ଶିଉଳି। ଛାତ ଉପରେ ଉଠିଗଲାଣି ଗଛ। ଅନାବନା ଲଟାବୁଦାରେ ପରିପୂର୍ଣ୍ଣ ହୋଇ ଅରଣ୍ୟର ରୂପ ନେଲାଣି ପ୍ରବେଶ ପଥ। ପବିତ୍ର ଜାଗରଯାତ୍ରାରେ ଯେଉଁ ମଣ୍ଡପ ଦୀପମୟ ହୋଇଉଠୁଥିଲା, ତାହା ଏବେ ପାଲଟିଛି…

ଶାଶୁ, ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ, ଜ୍ବାଇଁଙ୍କ ଏପରି କାରନାମା ବୋଲି ଅଭିଯୋଗ ଆଣିଲେ ଶ୍ୱଶୁର

ଭବାନୀପାଟଣା,୨୯।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଧୀନ ବଲାଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଘରେ ଶୋଇଥିବା ବେଳେ କବାଟ ଫାଙ୍କରୁ ପେଟ୍ରୋଲ ଢାଳି ନିଆଁ ଲଗାଇ ଶାଶୁ, ଶ୍ୱଶୁରଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଏଥିରେ…

ସାଇକୃପାରେ ଶତ ପ୍ରତିଶତ ରେଜଲ୍ଟ

ଢେଙ୍କାନାଳ ଅଫିସ, ୨୯।୭ ଢେଙ୍କାନାଳ ସହର କୁଞ୍ଜକାନ୍ତସ୍ଥିତ ସାଇକୃପା ଯୁକ୍ତ ୨ ବିଜ୍ଞାନ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରେଜଲ୍ଟ ଶତ ପ୍ରତିଶତ ହୋଇଛି। ପରୀକ୍ଷା ଦେଇଥିବା ୧୩୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୧୧୨ଜଣ ପ୍ରଥମ ଏବଂ ୨୦ଜଣ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀନ୍ନ…

ଅକାଳରେ ଗଲାଣି ୧୨ ଜୀବନ

କେନ୍ଦୁଝର, ୨୯।୭ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବାୟାପାଣ୍ଡାଧାର ଜୁଆଙ୍ଗ ଗ୍ରାମରେ ଦୁଇ ଦିନ ମଧ୍ୟରେ ୨ଜଣଙ୍କ ମୃତ୍ୟୁକୁ ନେଇ ଗ୍ରାମବାସୀ ଚିନ୍ତିତ ହୋଇ ପଡ଼ିଛନ୍ତି। ମୃତକ ହେଲେ ମାଧ ଜୁଆଙ୍ଗ (୩୫) ଓ ବାବୁଲା ଜୁଆଙ୍ଗ (୨୫)।…

ଦେଶୀ ପଦ୍ଧତିରେ ବିଦେଶୀ ଫଳ

ପଦ୍ମପୁର, ୨୯।୭ (ଡି.ଏନ.ଏ) ସିମେଣ୍ଟ ଖୁଣ୍ଟ ଉପରେ ମାଡ଼ିଛି କଣ୍ଟା ଜାତୀୟ ବିଦେଶୀ ଡ୍ରାଗନ ଫ୍ରୁଟ୍‌ ଗଛ। ଲତାଗୁଡ଼ିକ ଭଲ ଭାବେ ବଢ଼ିବା ପାଇଁ ତିଆରି ହୋଇଥିବା ସ୍ବତନ୍ତ୍ର ଖୁଣ୍ଟ ଧାଡ଼ି ଧାଡ଼ି କରି ପୋତାଯାଇଛି। ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳ…

୨୪ ଘଣ୍ଟାରେ ସ୍ବାଭାବିକଠାରୁ ୨ ରୁ ୩ ଅଧିକ ତାପମାତ୍ରା ରେକର୍ଡ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରା ବଢୁଛି । ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ସ୍ବାଭାବିକଠାରୁ ୨ ରୁ ୩ ଡ଼ିଗ୍ରୀ ଯାଏ ଅଧିକ ରେକର୍ଡ କରାଯାଇଛି। ଭଦ୍ରକର ଚାନ୍ଦବାଲିଠାରେ ୩୬.୫ ଡ଼ିଗ୍ରୀ ଦିନ ତାପମାତ୍ରା ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?