ରାଜ୍ୟ

ଏମ୍‌ପିଇଡିଏ ସଦସ୍ୟ ହେଲେ ମାନସ ମଙ୍ଗରାଜ

ଭୁବନେଶ୍ବର, ୨୯ା୭(ବ୍ୟୁରୋ): ରାଜ୍ୟ ସଭା ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ମିଳିଛି। ସାମୁଦ୍ରିକ ଦ୍ରବ୍ୟ ରପ୍ତାନୀ ଓ ଉନ୍ନୟନ କର୍ତ୍ତୃପକ୍ଷ ତଥା ଏମ୍‌ପିଇଡିଏର ସଦସ୍ୟ ଭାବେ ମାନସ ନିର୍ବାଚିତ ହୋଇଛନ୍ତି। ବୁଧବାର ଏହାର ସଦସ୍ୟ ଭାବେ ସେ ନିର୍ବାଚିତ ହୋଇଛନ୍ତି।…

ଅଗଷ୍ଟ ୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଅଗଷ୍ଟ ୫ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଲଘୁଚାପରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି।…

ଭୟଙ୍କର ରୂପ ନେଉଛି ସାମାଜିକ ଅପରାଧ

ଯାଜପୁର ଅଫିସ,୨୯ା୭: ରାଜ୍ୟରେ ଆପରାଧିକ ମାମଲା ବୃଦ୍ଧି ପାଇବା ସାଧାରଣରେ ଚିନ୍ତାର କାରଣ ହୋଇଛି। ସରକାରଙ୍କ ପକ୍ଷରୁ ଜାରି ଶ୍ୱେତପତ୍ରରୁ ଜଣାପଡିଛି ଯେ, ଗତ ବର୍ଷଠାରୁ ଚଳିତବର୍ଷ ଅପରାଧ ଦେଢ଼ଗୁଣ ବଢ଼ିଛି। ବିଶେଷକରି ୩,୩୧୭ ବଳାତ୍କାର, ୪,୦୯୫ ମହିଳା ନିର୍ଯାତନା, ୫,୧୩୮…

ସରକାରୀ ଅର୍ଥରେ ଘରୋଇ ରାସ୍ତା ନିର୍ମାଣ

ରସୁଲପୁର,୨୯ା୭(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ କୁମାର ଦାସ ସରକାରୀ ଅର୍ଥ ବିନିଯୋଗକରି ଘରୋଇ ରାସ୍ତା ନିର୍ମାଣ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକାରୀ ଗ୍ରାମବାସୀ ଏନେଇ ଯାଜପୁର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଉକ୍ତ…

ଅଙ୍ଗନଓ୍ବାଡି କେନ୍ଦ୍ରକୁ ନିମ୍ନମାନର ଛତୁଆ, ଲଡୁ ଯୋଗାଣ

ବରୀ,୨୯ା୭(ଡି.ଏନ.ଏ.): ବରୀ ବ୍ଲକ୍‌ ଅଧୀନରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ନିମ୍ନମାନର ଛତୁଆ ଓ ଲଡୁ ଯୋଗାଣ କରାଯାଉଛି। ତେବେ ଏନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଯୋଗାଣ ଦାୟିତ୍ୱରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀଗୁଡ଼ିକ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନାହିଁ।…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ

ଭୁବନେଶ୍ବର, ୨୯ା୭(ବ୍ୟୁରୋ): ନୂଆଦିଲ୍ଲୀରେ ଆସନ୍ତା ଅଗଷ୍ଟ ୭ରେ ଅନୁଷ୍ଠିତ ହେବ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକ। ଏଥିରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ମିଳିଛି। ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ କୁମାର ବେରୀ, ସଦସ୍ୟ ବିନୋଦ କେ.…

୫ ବର୍ଷରେ ଗଲାଣି ୨୫ ହଜାର ଜୀବନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତା ବଢ଼ାଇବାରେ ଲାଗିଛି। ସୁପ୍ରିମକୋର୍ଟ ସୁରକ୍ଷା କମିଟି ପରାମର୍ଶ ସତ୍ତ୍ୱେ ରାଜ୍ୟରେ ଦୁର୍ଘଟଣା ହାର ବଢ଼ିଚାଲିଛି। ଗତ ୫ ବର୍ଷରେ ସଡ଼କ ଦୁର୍ଘଟଣାରେ ୨୫,୨୫୭ ଜଣଙ୍କର ଜୀବନ ଯାଇଛି। ୨୦୧୭ରେ ସଡ଼କ ଦୁର୍ଘଟଣାରେ ୪୭୯୦ ଜଣଙ୍କର…

କୃଷିରୁ ମୁହଁ ଫେରାଉଛନ୍ତି ଚାଷୀ: ବିରୋଧୀ

ଭୁବନେଶ୍ୱର,୨୯।୭(ବ୍ୟୁରୋ): କେନ୍ଦ୍ର ସରକାର ଦେଶବାସୀଙ୍କୁ କିଛି ସୁନେଲି ସ୍ବପ୍ନ ଦେଖାଇଥିଲେ। ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ଦୁଇଗୁଣ କରିବା, ପ୍ରତି ଘରେ ରନ୍ଧନ ଗ୍ୟାସ୍‌ ପହଞ୍ଚାଇବା ଓ ଅର୍ଥନୀତିକୁ ୫ ଟ୍ରିଲିୟନରେ ପହଞ୍ଚାଇବା, ହେଲେ କିଛି ହେଲାନି। କୃଷି ଉପରେ ବି…

୫ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ବର,୨୯ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ସେ ଯୋଗଦେବେ। ଏହାସହ ନୀତି…

ମହାନଦୀ ଜଳ ବିବାଦ: ସରକାର ଖର୍ଚ୍ଚ କଲେଣି ୯୨ ଲକ୍ଷ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ମହାନଦୀ ପାଣିକୁ ଛତିଶଗଡ଼ ବଡ଼ ବଡ଼ ବ୍ୟାରେଜ କରି ଅଟକାଇଛି। ଅଣମୌସୁମୀ ବେଳେ ନଦୀର ଜଳସ୍ରୋତ ହ୍ରାସ ପାଇଛି। ଏହାକୁ ନେଇ ବହୁ ତୁମ୍ବିତୋଫାନ ହୋଇଛି। ମାମଲା ଏବେ ମହାନଦୀ ଟ୍ରିବ୍ୟୁନାଲରେ ରହିଛି। ଏ ପର୍ଯ୍ୟନ୍ତ ଫଳାଫଳ ଆସି ନାହିଁ।…

ମାଙ୍କଡ଼ଙ୍କ ପାଇଁ ଝୁଲନ୍ତା ଚଲାପଥ

କେନ୍ଦୁଝର,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜୁଡିଆ, କାଞ୍ଜିପାଣି ଘାଟିରେ ମାଙ୍କଡ଼ମାନେ ଖାଦ୍ୟ ପାଇଁ ବୁଲୁଥିବା ବେଳେ ଅସୁରକ୍ଷିତ ଭାବେ ଗୋଟିଏ ପାର୍ଶ୍ୱ ଜଙ୍ଗଲରୁ ଅନ୍ୟ ପାର୍ଶ୍ୱକୁ ଜାତୀୟ ରାଜପଥ ୪୯ ଦେଇ ଅତିକ୍ରମ କରିଥାନ୍ତି। ବ୍ୟସ୍ତବହୁଳ ଜାତୀୟ ରାଜପଥରେ ଦୈନିକ ହଜାର ହଜାର…

ଆଉ ଏକ ଗୁଳିିବିଦ୍ଧ ଦନ୍ତା ଗୁରୁତର

ଭୁବନେଶ୍ୱର(ବ୍ୟୁରୋ)/ନରସିଂହପୁର (ସ୍ବ.ପ୍ର.)୨୯।୭: ଆଠଗଡ଼ ବନଖଣ୍ଡ ନରସିଂହପୁର ଜଙ୍ଗଲରେ ଗତ ୬ଦିନ ହେଲା ବୁଲୁଥିବା ଗୁଳିବିଦ୍ଧ ଦନ୍ତାକୁ ବନ ବିଭାଗ ଗୁରୁବାର ଠାବ କରି ଚିକିତ୍ସା ଆରମ୍ଭ କରିଛି। ନରସିଂହପୁର ପ୍ରାଣୀଧନ ଚିକିତ୍ସକ ବିଜୟ କୁମାର ସେନାପତି, ନନ୍ଦନକାନନ ଏବଂ ସାତକୋଶିଆର ବନ୍ୟପ୍ରାଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?