ଶୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ
ପୁରୀ ଅଫିସ,୧୪।୫: ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହ ପରେ ବ୍ୟାଟେରୀ ଗାଡିରେ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିବା ସହ ମନ୍ଦିରର ୩ ଟି…
ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟ ଶାସନ
ରାଉରକେଲା ଅଫିସ,୧୪।୫: ଦୁଇ ଦିନିଆ ସୁନ୍ଦରଗଡ଼ ଜିଲା ଗସ୍ତରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଶୁକ୍ରବାର ଅପରାହ୍ନ୍ଣରେ ପହଞ୍ଚି କୋପସିଂଙ୍ଗା ଗାଁରେ ନିର୍ମାଣଧିନ ଆଇଏସଏସ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିବା ସହ ସୁନ୍ଦରଗଡ଼ ମେଡ଼ିକାଲ କଲେଜ ଏଣ୍ଡ…
ପ୍ରଦୀପ ସାହୁ ଯୁବ କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ
ଗୁଣପୁର,୧୪।୫(ଡି.ଏନ.ଏ): ରାୟଗଡା ଜିଲା ଗୁଣପୁର ଅଞ୍ଚଳର ଯୁବ ନେତା ପ୍ରଦୀପ ସାହୁ ଯୁବ କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଭାବେ ମନୋନୀତ ହୋଇଛନ୍ତି। ଜାତୀୟ ଯୁବ କଂଗ୍ରେସ ସମ୍ପାଦକ ରିଆଜୁଲ ଅଂସାରିଙ୍କ ଅନୁମୋଦନକ୍ରମେ ତାଙ୍କୁ ଏହି ଦାୟିତ୍ବ ପ୍ରଦାନ କରାଯାଇଛି। ଏ ନେଇ…
ଉପନିର୍ବାଚନ ପାଇଁ ରଣନୀତି
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭାଜପାର ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ ଶୁକ୍ରବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଦଳର ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟ ୧୦…
୩ ଦଳ ମଧ୍ୟରେ ହେବ ଲଢ଼େଇ
ଝାରସୁଗୁଡ଼ା ଅଫିସ,୧୪।୫: ଆସନ୍ତା ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ସମୁଦାୟ ୧୪ ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡି, ଭାଜପା, କଂଗ୍ରେସ ଓ ସିପିଆଇ ଆଦି ରାଜନୈତିକ…
ଶୁଖିଗଲାଣି ୭ ନଦୀର ଜଳଧାରା
କେନ୍ଦ୍ରାପଡ଼ା ଅଫିସ, ୧୪ା୫: କେନ୍ଦ୍ରାପଡ଼ା ଜିଲାରେ ସାମୁଦ୍ରିକ ଝଡ ଅସାନିର ବର୍ଷା ପାଣି ପଡିଲାନାହିଁ। ଗତ ୪ ତାରିଖରୁ ଅକ୍ଷୟ ତୃତୀୟା ପାଳନ ହୋଇଥିବା ବେଳେ ମୌସମୀ ବର୍ଷା ଜୁନ ପ୍ରଥମ ସପ୍ତାହ ପୂର୍ବରୁ ଆସିବା ସମ୍ଭାବନା ନାହିଁ। ଖରିଫ ଚାଷର…
ଲାଗିବ ସିସିଟିଭି, ମରାମତି ହେବ ନାଟମଣ୍ଡପ
ପୁରୀ ଅଫିସ,୧୪।୫: ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ରାଜ୍ୟ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଶୁକ୍ରବାର ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ନାଟମନ୍ଦିର ସ୍ଥିତି ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ ମାମଲା ନେଇ ହାଇକୋର୍ଟରେ ଏଏସ୍ଆଇ ସତ୍ୟପାଠ…
ହୋଇପାରେ ସାନି ଜମି ଅଧିଗ୍ରହଣ
ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ସାନି ବିବାଦ ମୁଣ୍ଡ ଟେକିଛି। ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବା ପାଇଁ ନିଷ୍ପତ୍ତି ହେବା ପରେ ଏହାକୁ ସ୍ଥାନୀୟ ବାସିନ୍ଦା ଓ ସେବାୟତ ବିରୋଧ କରିଛନ୍ତି। ଶହେ ମିଟର…
ସାଢ଼େ ୪ କୋଟି ବ୍ୟୟରେ ହେବ ପ୍ରକଳ୍ପ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ପ୍ରଗତିଶୀଳ ସଡ଼କ କରିବା ସହିତ ବିଏମ୍ସିର ବିଭିନ୍ନ ୱାର୍ଡରେ ଅବସ୍ଥିତ ଅନେକ ରାସ୍ତାର ବିକାଶ କରିବା ନେଇ କର୍ତ୍ତୃପକ୍ଷ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ୩ଟି ବିଭିନ୍ନ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରାଯାଇଛି। ସବୁ ପ୍ରକଳ୍ପର ମୋଟ…
ଜିଲାପାଳଙ୍କୁ ଚିଠି ଲେଖିଲା ଗଣଶିକ୍ଷା ବିଭାଗ
ଭୁବନେଶ୍ୱର,୧୪।୫(ବ୍ୟୁରୋ): କୋଭିଡ୍ ମହାମାରୀ ଯୋଗୁ ଗତ ୨ବର୍ଷ ଧରି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିଥିଲା। ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପାଠପଢା ଆରମ୍ଭ ହୋଇଛି। ତେବେ ୩୦ ପ୍ରତିଶତ ପିଲା ସ୍କୁଲ ଆସୁ ନ ଥିବା ଜଣାପଡ଼ିଛି। ଏହାକୁ…
ଦୁଷ୍ମନ୍ତଙ୍କ ଅନ୍ୟତମ ସହଯୋଗୀ ନୟାଗଡ଼ରୁ ଗିରଫ
ଭୁବନେଶ୍ୱର,୧୪ା୫ (ବ୍ୟୁରୋ): ବିଭିନ୍ନ ଟେଲିକମ୍ କମ୍ପାନୀର ସିମ୍ କାର୍ଡକୁ ପ୍ରି-ଆକ୍ଟିଭେଟ୍ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଣ ମାମଲାରେ ମାଷ୍ଟରମାଇଣ୍ଡ ଦୁଷ୍ମନ୍ତ ସାହୁଙ୍କ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଶୁକ୍ରବାର ସରିଛି। ଏହାପରେ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ତେବେ…
ଶିକାରୀଙ୍କ ହାତରେ ଟ୍ରାଙ୍କୁଲାଇଜର
ଅସମାପିକା ସାହୁ ଭୁବନେଶ୍ୱର,୧୪।୫: ଆସାମର ଓରାଙ୍ଗ ଜାତୀୟ ଉଦ୍ୟାନରେ ବନ୍ୟାପ୍ରାଣୀ ମାଫିଆମାନେ ଅଭିନବ ଉପାୟରେ ଗଣ୍ଡାର ଶିଙ୍ଗକୁ କାଟି ନେଇଛନ୍ତି। ନିକଟରେ ଉଦ୍ୟାନ କର୍ମଚାରୀମାନେ ମୁୱାମାରି ଅଞ୍ଚଳରେ ଦୈନନ୍ଦିନ ପାଟ୍ରୋଲିଂ ସମୟରେ ପ୍ରାୟ ୮-୧୦ ବର୍ଷ ବୟସର ଏକ ଅପ୍ରାପ୍ତବୟସ୍କ ଅଣ୍ଡିରା…
Archives


