ରାଜ୍ୟ

ଆସନ୍ତା ୨୧ରୁ ମାଟ୍ରିକ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୧ରୁ ଆରମ୍ଭ ହେବ। ଦଶମ ଶ୍ରେଣୀ ସହିତ ଏସ୍‌ଓଏସ୍‌ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ୨୦ ତାରିଖ…

ରାଜ୍ୟ ସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶର, ୧୩।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ଥିବା ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହେବ। ତେବେ ଉପନିର୍ବାଚନ ପାଇଁ ମେ’୨୬ରୁ ଜୁନ୍‌ ୨ ପର୍ଯ୍ୟନ୍ତ ନାମାଙ୍କନ…

ରାଜଧାନୀରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜଧାନୀରେ ବାର ଖୋଲୁ ଖୋଲୁ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚନ୍ଦ୍ରଶେଖରପୁର ସ୍ଥିତ ଏକ ବାର୍‌ରେ ଯୁବତୀଙ୍କୁ ମଦ ପିଆଇ ପାହାଳ ଅଞ୍ଚଳରେ ବଳତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତେବେ ଯୁବତୀ ସେଠାରୁ ଖସି ଆସି ପାହାଳ ଥାନାରେ…

ପୂର୍ବତନ ତହସିଲଦାରଙ୍କ ନାଁରେ ମାମଲା: କୋର୍ଟ ପକ୍ଷରୁ ସମନ ଜାରି

ଦିଗପହଣ୍ଡି,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲର ପୂର୍ବତନ ତହସିଲଦାର ଅଦୈତ୍ୟ କୁମାର ସ୍ବାଇଁଙ୍କ ବିରୋଧରେ ୧୪/୨୧ ଅନୁଯାୟୀ ଏକ ଫୌଜଦାରୀ ମାମଲା ରୁଜୁ ହୋଇଥିବା ଜଣାପଡିଛି। ମାମଲାର ଆବେଦନକାରୀଙ୍କ ଯାଚିକା ଅନୁଯାୟୀ, ଦିଗପହଣ୍ଡି କୋର୍ଟର ମାଜିଷ୍ଟ୍ରେଟ୍‌ ସାକ୍ଷ୍ୟ ଗ୍ରହଣ ପରେ ତହସିଲଦାରଙ୍କ…

ଝିଅ ବାହାଘର ଚାଲିଥିବା ବେଳେ ମା’ଙ୍କୁ ହତ୍ୟା

ବରଗଡ଼ ଅଫିସ,୧୩ା୫: ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ସାଲେପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବାହାଘର ଚାଲିଥିବା ସମୟରେ ମା’ଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ଆଶାକର୍ମୀ…

ଓଲଟିଲା ବରଯାତ୍ରୀ ଗାଡ଼ି, ୨ ଗୁରୁତର

ରାଇରଙ୍ଗପୁର,୧୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଷୋୟୀ ମୁଖ୍ୟରାସ୍ତା ବିଜାତଳା ଛକରେ ଏକ ବରଯାତ୍ରୀ ଗାଡ଼ି ଶୁକ୍ରବାର ଭୋର୍‌ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୧୩ ବରଯାତ୍ରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଥିବା ବେଳେ ୧୧…

ଡାକ୍ତରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରୁ ଜଣେ ଡାକ୍ତରଙ୍କ ମୃତଦେହ ଜବତ କରାଯାଇଛି। ମୃତ ଡାକ୍ତର ଜଣକ ହେଲେ ସୁଶୀଲ ସାହୁ। ସେ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ଡାକ୍ତର କାହିଁକି ଆତ୍ମହତ୍ୟା କଲେ ତା’ର ତଦନ୍ତ କରୁଛି ପୋଲିସ।…

ଆକାଶ ଛୁଆଁ ଟମାଟୋ ଦର

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଟମାଟୋ ଦର ଆକାଶ ଛୁଆଁ ହେବାରେ ଲାଗିଛି। ବର୍ତ୍ତମାନ ଟମାଟୋ କିଲୋ ୧୦୦ ଟଙ୍କା ଅତିକ୍ରମ କରିଛି । ବଜାରରେ ଏହା ୧୦୦ରୁ ୧୨୦ରେ ବିକ୍ରି ହେଉଛି। ଏ ନେଇ ଗ୍ରାହାକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଲେମ୍ବୁ ପରେ ଟମାଟୋ…

ବ୍ରଜରାଜନଗର ଉପନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୧୩।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ବୁଧବାର ପ୍ରାର୍ଥୀଙ୍କର ନାମାଙ୍କନପତ୍ର ଦାଖଲ ଶେଷ ହୋଇଥିବା ବେଳେ ପ୍ରାର୍ଥୀ ନିଜ ନିଜର ପ୍ରଚାର ଆରମ୍ଭ କରିଦେଲେଣି। ତେବେ କଂଗ୍ରେସ ତାର ଷ୍ଟାର ପ୍ରଚାରକ ତାଲିକା ଗୁରୁବାର ପ୍ରକାଶ କରିଛି।…

ଆଜି ରାଜ୍ୟରୁ ୧୯ ପଜିଟିଭ୍‌ ଚିହ୍ନଟ, ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୭୨ରେ ପହଞ୍ଚିଲା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୨୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧ ଜଣ ଚିହ୍ନଟ ହୋଇଥିବା…

ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ ବୋମା

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏକ ବଡ଼ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି। ଫଳରେ ଅଳ୍ପଳେ ବର୍ତ୍ତି ଯାଇଛନ୍ତି ଯବାନ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ୫ କିଲୋ ଓଜନର ପ୍ରେସର…

ମେ’ ୨୧ରୁ ମାଟ୍ରିକ ଖାତା ଦେଖା, ୫୮ କେନ୍ଦ୍ରରେ ଦେଖାଯିବ ଖାତା

କଟକ ଅଫିସ,୧୩।୫ : ସଂସ୍କୃତ ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ମାଟ୍ରିକ ପରୀକ୍ଷା ଖାତା ଦେଖା ମେ ୨୧ ତାରିଖରୁ ଆରମ୍ଭ ହେବ । ୧୦ରୁ ୧୨ ଦିନ ଭିତରେ ଅର୍ଥାତ ଚଳିତ ମାସ ଶେଷ ସୁଦ୍ଧା ଖାତା ଦେଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri