ରାଜ୍ୟ

ବିଲରେ କଚାଡ଼ି ମାରିଦେଲା ହାତୀ

ଛେଣ୍ଡିପଦା, ୨୬।୭ (ସ୍ବ.ପ୍ର.) ସକାଳେ ଶୌଚ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ଶୁଣ୍ଢରେ ଟେକି ନେଇ ବିଲରେ କଚାଡ଼ି ମାରିଦେଇଛି ହାତୀ। ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ କଣଲୋଇ ପଞ୍ଚାୟତ ମାରୁଢିପ ଗ୍ରାମରେ ସୋମବାର ଘଟିଥିବା ଏହି ଘଟଣାକୁ ନେଇ ଉତ୍ତେଜନା…

ବୋଲେରୋକୁ କରିଦେଲେ କ୍ୟାମ୍ପର

ଢେଙ୍କାନାଳ ଅଫିସ, ୨୬।୭ ଢେଙ୍କାନାଳ ଜିଲା ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ କାର୍ଯ୍ୟାଳୟରେ ଗାଡ଼ି ପଞ୍ଜୀକରଣରେ ବଡ଼ ଧରଣର ତ୍ରୁଟି ହୋଇଛି। ଭଲ୍ୟୁମ୍‌ ବୁକରେ ଏକ ବୋଲେରୋକୁ ଯାତ୍ରୀବାହୀ ଗାଡ଼ି ଦର୍ଶାଯାଇଥିବାବେଳେ ପ୍ରଦାନ କରାଯାଇଥିବା ରେଜିଷ୍ଟ୍ରେଶନ ସାର୍ଟିଫିକେଟ୍‌ ସ୍ମାର୍ଟକାର୍ଡରେ ଏହାକୁ କ୍ୟାମ୍ପର…

ପିଅନ ସମ୍ଭାଳୁଛନ୍ତି ପ୍ରାଣୀଧନ ସେବା

ପରଜଙ୍ଗ, ୨୬।୭(ଡି.ଏନ୍‌.ଏ.) କେଉଁଠି ଫାଟୁଆ ତ ଆଉ କେଉଁଠି ବ୍ୟାପିଲାଣି ବଜବଜିଆ ଭଳି ସଂକ୍ରାମକ ରୋଗ। ରୋଗାକ୍ରାନ୍ତ ଗୃହପାଳିତ ପ୍ରାଣୀମାନେ ଯନ୍ତ୍ରଣାରେ କଲବଲ ହେଉଛନ୍ତି। ହେଲେ ସେମାନଙ୍କ ଚିକିତ୍ସା ଠିକ୍‌ ଭାବେ ହୋଇପାରୁଛି ନା ସାମୂହିକ ଟିକାକରଣ କାର୍ଯ୍ୟକ୍ରମ ଆଗକୁ ଯାଇପାରୁଛି।…

ଉଚ୍ଛେଦ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ସହର ରାଜା ଛକରୁ ଥାନା ଛକ ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ମଧ୍ୟରେ ପଶିଛି ଛନକା। ଏହି ଜବରଦଖଲ କାରଣରୁ ରାସ୍ତାରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏପରି କି ଏହି…

ଅଧିକାରୀ ଆସିଲେ ଦିଆଯିବ ଅନୁମତି

ଛେଣ୍ଡିପଦା, ୨୬।୭ (ସ୍ବ.ପ୍ର.) ଅତିଷ୍ଠ କରୁଛି ଅଘୋଷିତ ବିଦ୍ୟୁତ୍‌ କାଟ। ବଦଳାଯାଉନି ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଇଲେକ୍ଟ୍ରି ଖୁଣ୍ଟ। ନିର୍ଦ୍ଧାରିତ ଉଚ୍ଚତାକୁ ଉଠାଯାଉନି ଅତି ତଳକୁ ଓହଳିଥିବା ତାର। ମୁକୁଳା ପଡ଼ିଥିବା ଟ୍ରାନ୍ସଫର୍ମରରେ ଲାଗି ମରୁଛନ୍ତି ଗୋରୁ। ମିଟର ପାଖରେ ନ…

ବିଶ୍ୱାସରେ ବିଷ ଦେଇ ନେଇଗଲେ ୧୫ ଶହ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ମେଡିକାଲରେ ଦଲାଲମାନେ ଏବେ ମଧ୍ୟ ସକ୍ରିୟ ଅଛନ୍ତି। ରୋଗୀ ଓ ସମ୍ପର୍କୀୟଙ୍କ ମନରେ ବିଶ୍ୱାସ ଜନ୍ମାଇ ତାଙ୍କଠାରୁ ହଜାର ହଜାର ଟଙ୍କା ଠକି ନେଉଛନ୍ତି। ସୋମବାର ସକାଳେ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କ ବିଶ୍ୱାସରେ ଏପରି ବିଷ…

ବିକଶିତ ଅଞ୍ଚଳରେ ବି ଜନନୀ ଯନ୍ତ୍ରଣା

ଯୋଡ଼ା,୨୬।୭ (ଡି.ଏନ.ଏ.) କେନ୍ଦୁଝର ଜିଲାରେ ଏକାଧିକ ଖଣି ଖାଦାନ ଓ କାରଖାନା ରହିଥିବା ବେଳେ ସରକାର ହଜାର ହଜାର କୋଟି ଟଙ୍କା ରାଜସ୍ବ ଲାଭ କରୁଛନ୍ତି। ଏହା ବ୍ୟତୀତ ଜିଲା ଖଣିଜ ପାଣ୍ଠି ( ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ )ରେ ବହୁ…

ଆଖଣ୍ଡଳମଣି ପୀଠରେ ଅସମ୍ଭାଳ ଭିଡ଼

ଆରଡ଼ି, ୨୬।୭ (ଡି.ଏନ.ଏ.) ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଲକ୍ଷାଧିକ କାଉଡ଼ିଆ ଜଳଲାଗି କରିଛନ୍ତି। ସୀମିତ ସ୍ଥାନରେ ଏତେସଂଖ୍ୟକ କାଉଡ଼ିଆଙ୍କ ଉପସ୍ଥିତି ପୀଠ ଓ ଏହା ଆଖପାଖ ଅଞ୍ଚଳରେ ଜଟିଳ ପରିସ୍ଥିତି ସୃଷ୍ଟି କରିଥିଲା।…

ସବୁଠି ଉତ୍ସବ

ବାରିପଦା ଅଫିସ/ରାଇରଙ୍ଗପୁର, ୨୬।୭(ଡି.ଏନ.ଏ.) ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ମୟୂରଭଞ୍ଜ ମାଟିର ଝିଅ ଦ୍ରୌପଦୀ ମୁର୍ମୁ। ଏନେଇ ଜିଲା ତଥା ଅଞ୍ଚଳବାସୀ ବେଶ୍‌ ଖୁସି ମନାଇଛନ୍ତି। ଜିଲାର ଚାରିଆଡ଼େ ଦେଖିବାକୁ ମିଳିଛି ଉତ୍ସବର ମାହୋଲ। ବିଭିନ୍ନ ସ୍ଥାନରେ ଦ୍ରୌପଦୀ…

ନୂଆପଡାରେ ବ୍ୟାପୁଛି କଲେରା: ଜଣେ ମୃତ, ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନୂଆପଡା ଅଫିସ,୨୬।୭: ରାୟଗଡା କାଶୀପୁର ପରେ ନୂଆପଡା ଜିଲାରେ ଆତଙ୍କ ଖେଳାଇଲାଣି କଲେରା। କୋମନା ବ୍ଲକ ଜଟଗଡ ଗ୍ରାମରେ କଲେରାରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଊର୍ଦ୍ଧ୍ୱ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ, ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌…

ଆଜି ରାଜ୍ୟରେ ୬୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୬।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୮୭ ଚିହ୍ନଟ ହୋଇଥିବାବେଳେ…

ଫ୍ଲାଗ୍‌ କୋଡ୍‌ ସଂଶୋଧନ ସୁଦୂରପ୍ରସାରୀ : ନବୀନ

ଭୁବନେଶ୍ୱର,୨୬।୭: ଭାରତୀୟ ଗଣତନ୍ତ୍ରର ସର୍ବୋଚ୍ଚ ପ୍ରତୀକ ତ୍ରିରଙ୍ଗାକୁ ଉତ୍ତୋଳନ କରିବାର ଅଧିକାର ନିକଟରେ ଜନସାଧାରଣଙ୍କୁ ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ ଦ୍ୱାରା ଫ୍ଲାଗ୍‌ କୋଡ୍‌ ଅଫ୍‌ ଇଣ୍ଡିଆର ସଂଶୋଧନକୁ ନବୀନ ଜିନ୍ଦଲ ସ୍ବାଗତ କରିବା ସହ ବର୍ତ୍ତମାନ ଏହାକୁ ନିଜ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?