ରାଜ୍ୟ

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ ଲୋକେ ଧରି ମାଡ଼ ମାରୁଥିବା ଶନିବାର ଅପରାହ୍ନରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କା। ଉଭୟ ବିଜୁ ଛାତ୍ର ଜନତା ଦଳ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପଡେଟ୍‌ । ରାଜ୍ୟରେ ଆଉ ନିଯୁକ୍ତି ହେବନି ଚୁକ୍ତି ଭିତ୍ତିକ ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇନ୍ତି। ଅନ୍ୟପକ୍ଷେ ସେ କହିଛନ୍ତି, ୩ ବର୍ଷରେ…

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ ୪ଟି ବାଇକ୍‌ ସମ୍ପୁର୍ଣ୍ଣ ଜଳିଯାଇଛି। ତେବେ ଗୁରୁତର ହୋଇଥିବା ଜଣେ ଯୁବକଙ୍କୁ ଏମ୍ସରେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି ‘ଓଡ଼ିଶା ଜନତା କଂଗ୍ରେସ’ ଗଠନ କରିଛି। ସୋଫିଆ ଏଥିରେ ଯୋଗ ଦେବେ କି…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ ନୁହେଁ। ବିଧାୟକଙ୍କ ଉତ୍ତରକୁ ତର୍ଜମା କରି ସାରାଂଶ ମୁଖ୍ୟଙ୍କ ପାଖକୁ ପଠାଯାଇଛି। ନୀତି…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ ଧକ୍କାଦେଇ ଓଲଟି ପଡ଼ିବାରୁ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗୋଲୁର…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା ପୁଣି ଥଣ୍ଡା ବୋତଲରେ। ଆଉ ସେହି ମଦ ଚାଲାଣ କରୁଛନ୍ତି ନାବାଳକ। ଉଦଳା…

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…

ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ ଏହି ବୃହତ୍ତମ ଫର୍ମେଣ୍ଟେଡ ରାଇସ (ପଖାଳ) ପରିବେଷଣ ପାଇଁ ଗିନିଜ ୱାଲର୍‌ଡ ଅଫ୍‌…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଚାକିରିରେ ଯୋଗଦାନ ସମୟରୁ ଏହି ନିୟମିତ ମାନ୍ୟତା ଲାଗୁ ହେବ…

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି ସେ କହିଛନ୍ତି। ଆଇନ କଣ ଏକା ସେମାନଙ୍କ ପାଇଁ,  ଆଇନର ଆଶ୍ରୟ ନିଅନ୍ତୁ…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ ନେତା ଭାବେ ପ୍ରତିପାଦିତ ହୋଇଥିବା ଆଲୋକଙ୍କୁ ଦଳ ତରଫରୁ ପୂର୍ବରୁ ଦିଆଯାଇଥିବା ବହୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri