ଆଜି କଂଗ୍ରେସର ଶାନ୍ତିପୂର୍ଣ୍ଣ ସତ୍ୟାଗ୍ରହ
ଭୁବନେଶ୍ବର, ୨୬ା୭(ବ୍ୟୁରୋ): ନ୍ୟାଶନାଲ୍ ହେରାଲ୍ଡ ମାମଲାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପକ୍ଷରୁ ଏକାଧିକ ଥର ଜେରା କରାଯାଇସାରିଛି। ଦଳୀୟ ହାଇକମାଣ୍ଡଙ୍କୁ ଇଡିର ଏଭଳି ଜେରା ହେବା କଥାକୁ ବିରୋଧ କରି ପ୍ରଦେଶ କଂଗ୍ରେସ…
ବଢୁଛି ସାର କଳାବଜାର,ଚିନ୍ତାରେ ଚାଷୀ
ଯାଜପୁର ରୋଡ,୨୬ା୭(ଡି.ଏନ.ଏ.):ବିଳମ୍ବିତ ମୌସୁମୀ ପ୍ରବାହ ଯୋଗୁ ଚଳିତ ଖରିଫ ଚାଷକୁ ପ୍ରଭାବିତ କରିଥିଲେ ମଧ୍ୟ ଯାଜପୁର ଜିଲାର ଚାଷୀ ଧାନ ଚାଷରୁ ଆଶା ହରାଇ ନାହାନ୍ତି । ସବୁଜ ବିପ୍ଳବ ନାମରେ ସରକାର ଯେଉଁ ରାସାୟନିକ ସାରର ବ୍ୟବହାର କରିବା ପାଇଁ…
ଠିଆ ହୋଇପାରୁନି କୋରେଇ ଭବନ
ଯାଜପୁର ଅଫିସ,୨୬ା୭:ରାଜନୈତିକ ଓ ପ୍ରଶାସନିକ ଉଦାସୀନତାର ଅନ୍ୟ ଏକ ଉଦାହରଣ ଯାଜପୁର ଜିଲା କୋରେଇ ବ୍ଲକରେ ଦେଖିବାକୁ ମିଳିଛି। ଜିଲାର ଅନ୍ୟ ନିର୍ବାଚନ ମଣ୍ଡଳୀ ନାମରେ ଭବନମାନ ରହିଥିବାବେଳେ କୋରେଇ ଭବନ ଦୀର୍ଘ ୭ ବର୍ଷ ହେଲା ପ୍ରସ୍ତାବରେ ସୀମିତ ରହିଛି।…
ରାଜ୍ୟରେ କୋଭିଡ୍ ଯୋଗୁ ୯୧୨୮ ମୃତ୍ୟୁ
ଭୁବନେଶ୍ୱର,୨୬/୭(ବ୍ୟୁରୋ): ରାଜ୍ୟରେ କୋଭିଡ୍ ଯୋଗୁ ୯୧୨୮ ଜଣଙ୍କର ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଇଛି। ଖୋର୍ଦ୍ଧାରେ ସର୍ବାଧିକ ୧୭୫୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କଟକ ୯୦୭, ଅନୁଗୋଳ ୪୧୮, ସୁନ୍ଦରଗଡ଼ ୬୮୨, ପୁରୀ ୪୮୮, ବାଲେଶ୍ୱର ୩୬୦, ବରଗଡ଼ ୩୫୩,…
୧୭,୭୩,୨୪୪ ପରିବାରକୁ ପାଇପ୍ ଯୋଗେ ପାନୀୟଜଳ
ଭୁବନେଶ୍ୱର,୨୬ା୭(ବ୍ୟୁରୋ):ଚଳିତବର୍ଷ ୧୭,୭୩,୨୪୪ ଗ୍ରାମୀଣ ପରିବାରଙ୍କୁ ପାଇପ୍ ଯୋଗେ ପାନୀୟଜଳ ଯୋଗାଇ ଦିଆଯିବ। ଏପର୍ଯ୍ୟନ୍ତ ରାଜ୍ୟର ୪୩, ୮୬, ୭୫୯ ପରିବାରକୁ ଟ୍ୟାପ୍ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସୋମବାର ବିଭାଗୀୟ…
୧୦୦ କୋଟି ଟଙ୍କା କିଏ ଦେବ
ଭୁବନେଶ୍ୱର,୨୬।୭(ବ୍ୟୁରୋ):ରାଜ୍ୟ ସରକାର ଘରୋଇ କମ୍ପାନୀକୁ ୧୨୦ କୋଟି ଗଣିବେ। କମ୍ପାନୀର ବକେୟା ୨୦ କୋଟି ସହ ୨୦୦୪ରୁ ଆଜି ଯାଏ ୧୦୦ କୋଟି ଟଙ୍କା ପଇଠ କରିବେ। ତଳକୋର୍ଟରୁ ସର୍ବୋଚ୍ଚ ଅଦାଲତ ଯାଏ ସବୁଠି ସରକାରଙ୍କୁ ନିରାଶ ହେବାକୁ ପଡ଼ିଛି। ଟଙ୍କା…
ହାତୀ ଶିକାର: ୮ରେ ହାଇକୋର୍ଟରେ ହାଜର ହେବେ ପିସିସିଏଫ୍
ଭୁବନେଶ୍ବର, ୨୬ା୭(ବ୍ୟୁରୋ):ରାଜ୍ୟରେ ହାତୀ ଶୀକାର ଏବଂ ବନ ବିଭାଗ ଦ୍ାରା ହାତୀ ମୃତ୍ୟକୁ ଲୁଚାଇବା ଘଟଣାରେ ସୋମବାର ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି। ଆବେଦନକାରୀ ଗୀତା ରାଉତଙ୍କ ପକ୍ଷରୁ ଆଡ୍ଭୋକେଟ ଆଶିଷ ମିଶ୍ର ଏକ ଜନ ସ୍ବାର୍ଥ ମାମଲା ରୁଜୁ କରିଛନ୍ତି।…
ଆରଆଇଙ୍କୁ ଗୋଡ଼ାଇ ପିଟିଲେ ପଥର ମାଫିଆ
ନୀଳଗିରି,୨୫ା୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ବାଘମରା ଗାଁରେ ସୋମବାର ସଜନାଗଡ଼ ଆର୍ଆଇ ସନ୍ତୋଷ କୁମାର ବେହେରାଙ୍କୁ ପଥର ମାଫିଆମାନେ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଛନ୍ତି। ଆକ୍ରମଣରେ ଆର୍ଆଇ ବେହେରା ଲହୁଲୁହାଣ ହୋଇଛନ୍ତି। ଏହାସହ ତାଙ୍କ ମୋବାଇଲ ଓ ପର୍ସ…
ପାର୍ଥ ଚାଟାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି: ଏମ୍ସ
କୋଲକାତା/ଭୁବନେଶ୍ୱର,୨୫।୭(ବ୍ୟୁରୋ): ପଶ୍ଚିମବଙ୍ଗ ବିଦ୍ୟାଳୟ ସେବା ଆୟୋଗ (ଡବ୍ଲ୍ୟୁବିଏସ୍ଏସ୍ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ପାର୍ଥ ଚାଟାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍ ଥିବା କହିଛି ଭୁବନେଶ୍ୱର ଏମ୍ସ। ଚାଟାର୍ଜୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ନିର୍ଦ୍ଦେଶକ ଆଶୁତୋଶ ବିଶ୍ୱାସ ଏହି ସୂଚନା…
ରାଜ୍ୟରୁ ଆଉ ୧୦୦୬ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର,୨୫।୭(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୦୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨,୯୧,୬୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିିଆଯାଇଛି।…
ଜିଲାପାଳ,ଏସ୍ପିଙ୍କ ଉପସ୍ଥିତିରେ ଦିବ୍ୟାଙ୍ଗଙ୍କ ଆତ୍ମହତ୍ୟା ଉଦ୍ୟମ
ଦିଗପହଣ୍ଡି,୨୫।୭(ଡି.ଏନ୍.ଏ.): ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଜିଲା ଗ୍ରାମଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଏସ୍ପି…
ଭଙ୍ଗାଯିବ ୪୧୦ ସରକାରୀ କ୍ବାର୍ଟର
ଭୁବନେଶ୍ୱର,୨୫।୭(ବ୍ୟୁରୋ): ଭୁବନେଶ୍ବର ୟୁନିଟ-୨ରେ ଥିବା ୪୧୦ଟି ସରକାରୀ କ୍ବାର୍ଟର ଭଙ୍ଗାଯିବ। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ପ୍ରଶ୍ନରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଲିଖିତ ଉତ୍ତର…

