ସଙ୍କୁଚିତ ହେଉଛି ସରକାରୀ ଜମି
ଯାଜପୁର ଅଫିସ,୨୫ା୭: ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ଯାଜପୁର ଜିଲା ପ୍ରଶାସନର ନୀତି ଅସ୍ପଷ୍ଟ ଓ ବିଚିତ୍ର। କେତେକ ସ୍ଥାନରେ ଜବରଦଖଲ ଯୋଗୁ ସରକାରୀ ଶିକ୍ଷାନୁଷ୍ଠାନ ପରିସର ସଙ୍କୁଚିତ ହୋଇ ତାହା ଅସାମାଜିକ ଲୋକଙ୍କ କବଜାକୁ ଚାଲିଯାଉଛି। ଆଉ କେଉଁଠି…
ସେମିକଣ୍ଡକ୍ଟର ନିର୍ମାଣ କରିବ ଆଇଆଇଟି ଭୁବନେଶ୍ୱର
ଭୁବନେଶ୍ୱର,୨୫।୭ (ବ୍ୟୁରୋ): ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଆଇଆଇଟି ଭୁବନେଶ୍ୱର ଗସ୍ତରେ ଆସି ଛାତ୍ରୀଛାତ୍ରମାନଙ୍କୁ ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ ଉତ୍ସାହିତ କରିଛନ୍ତି। ଏପରିକି ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରି…
ଦୁର୍ଲଭ ବୃକ୍ଷ ଗବେଷଣାରେ ୨ ଯୁବ ଓଡ଼ିଆ
ପୁରୀ ଅଫିସ,୨୫।୭: ହିମାଳୟ ପାଦଦେଶର ଘଞ୍ଚ ଜଙ୍ଗଲରେ ବିଲୁପ୍ତ ପ୍ରାୟ ଔଷଧୀୟ ବୃକ୍ଷରାଜିର ଅନୁସନ୍ଧାନ କରୁଛନ୍ତି ଦୁଇଜଣ ଓଡ଼ିଆ ଯୁବ ଗବେଷକ। ସେମାନେ ହେଲେ ପୁରୀର ବିଭୂତି ଭୂଷଣ ଚମ୍ପତି ଓ ଯାଜପୁରର ପ୍ରଭାତ କୁମାର ଦାସ। ଭାରତ ସରକାରଙ୍କ ଜୈବ…
ବଡ଼ଦାଣ୍ଡକୁ ସଙ୍କୁଚିତ କରୁଛି ଜବରଦଖଲ
ପୁରୀ ଅଫିସ,୨୫।୭: ଜାତୀୟ ରାଜପଥ ପ୍ରାଧିକରଣ ଆଇନ ପୁରୀ ବଡ଼ଦାଣ୍ଡରେ ଲାଗୁ ହେଉନାହିଁ। ବଡ଼ଦାଣ୍ଡ ୩୧୬ ନମ୍ବର ଜାତୀୟ ରାଜପଥ ଭାବେ ମାନ୍ୟତାପ୍ରାପ୍ତ। ଜାତୀୟ ରାଜପଥ ଆଇନକାନୁନ ଅନୁଯାୟୀ ରାଜପଥ ଅବରୋଧ କରାଯାଇପାରିବ ନାହିଁ। ବିଗତ ଦିନରେ ସୁପ୍ରିମକୋର୍ଟ ନିଜ ରାୟରେ…
ଜୁ’ରେ ହୀନସ୍ତା ଜଙ୍ଗଲୀଜୀବ
ଢେଙ୍କାନାଳ ଅଫିସ,୨୫।୭: ରାଜ୍ୟ ତଥା ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ପାଲଟିଛି ଢେଙ୍କାନାଳର କପିଳାସ ପ୍ରାଣୀ ଉଦ୍ୟାନ। ଜୁ’ରେ ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟର କାର୍ଯ୍ୟକ୍ଷମ ହେବା ପରେ ଏହାର ଗୁରୁତ୍ୱ ଅନେକାଂଶରେ ବଢ଼ିଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରୁ ଉଦ୍ଧାର ହୋଇ…
ବରଗଡ଼-ନୂଆପଡ଼ା ନୂତନ ରେଲଓ୍ବେ ଲାଇନ କାମକୁ ଅନୁମୋଦନ
ଭୁବନେଶ୍ବର, ୨୫ା୭(ବ୍ୟୁରୋ): ଜନସାଧାରଣଙ୍କ ବହୁ ଦିନର ଆଶା ଆକାଂକ୍ଷା ଓ ଦାବି ପ୍ରତି କେନ୍ଦ୍ର ସରକାର ମୋହର ମାରି ବରଗଡ଼ରୁ ନୂଆପଡ଼ା ପର୍ଯ୍ୟନ୍ତ ନୂତନ ରେଲୱେ ଲାଇନକୁ ଅନୁମୋଦନ କରିଛନ୍ତି। ଏଥିଲାଗି ନୂଆଦିଲ୍ଲୀ ରେଲୱେ ଭବନରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ…
ଆଜି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡ଼ିଆ ଝିଅ: ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ଏମ୍ପି; ବିଧାୟକ
ଭୁବନେଶ୍ବର, ୨୫ା୭(ବ୍ୟୁରୋ): ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କର ବିଜୟ ପରେ ସାରା ଦେଶରେ ଖୁସିର ମାହୋଲ ଦେଖିବାକୁ ମିଳିଥିବା ବେଳେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୟ ଉତ୍ସବ ପାଳନ କରାଯାଇଥିବା ଦେଖିବାକୁ…
ଚିନି କଳ ପୁନରୁଦ୍ଧାରରେ ସରକାର ବିଫଳ
ଭୁବନେଶ୍ବର,୨୫ା୭(ବ୍ୟୁରୋ): ରାଜ୍ୟରେ ମୋଟ ୫ଟି ସମବାୟ ଭିତ୍ତିକ ଶିଳ୍ପ ଥିବାବେଳେ ମାତ୍ର ଗୋଟିଏ ଚାଲିଛି। ବିଧାନସଭାରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାଏକ ରଖିଥିବା ଉତ୍ତରରୁ ହିଁ ସମବାୟ ଭିତ୍ତିକ ଶିଳ୍ପଗୁଡିକର ଉନ୍ନତୀକରଣ ଲାଗି ସରକାରଙ୍କ ଆନ୍ତରିକତା କେତେ ରହିଛି ସେକଥା…
କେନ୍ଦୁଝର ଜିଲାର ୩ ହାଇସ୍କୁଲକୁ ଅପ୍ଗ୍ରେଡ୍
କେନ୍ଦୁଝର,୨୫ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩ଟି ହାଇସ୍କୁଲକୁ ଅପ୍ଗ୍ରେଡ୍ କରି ନୂତନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ୨ କଳା)ରେ ପରିଣତ କରାଯାଇଛି। ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି ପକ୍ଷରୁ ଚିଠି ନମ୍ବର ୮୮୦୭/୧୯ା୭ା୨୨ରେ ରାଜ୍ୟର ୫୭ ସ୍କୁଲକୁ ଅପ୍ଗ୍ରେଡ୍ କରଯାଇଥିବା…
ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ: ପ୍ରଜ୍ଞା ମିଶ୍ର ରାଜ୍ୟ ଟପ୍ପର
ଭୁବନେଶ୍ୱର,୨୫।୭(ବ୍ୟୁରୋ): କାଉନ୍ସିଲ ଫର୍ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ଇ) ଦ୍ୱାରା ପରିଚାଳିତ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ ଓଡ଼ିଶାର ପାସ୍ ହାର ଅଧିକ ରହିଛି। ଦେଶରେ ପାସ୍ ହାର ୯୯.୩୮% ଥିବାବେଳେ ଓଡ଼ିଶାରେ…
ଭୟାନକ ରୂପ ନେଉଛି କଲେରା: କାଶୀପୁରରେ ୫ ଶିଶୁ ଆକ୍ରାନ୍ତ
ରାୟଗଡ଼ା ଅଫିସ/ଟିକିରି,୨୪ା୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କଲେରା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ଏବେ ଛୋଟ ପିଲା ମଧ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ୩ରୁ ୧୨ ବର୍ଷ ବୟସର ୫ ଶିଶୁ କଲେରାରେ ଆକ୍ରାନ୍ତ ହୋଇ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ…
ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୨୪।୭: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟି ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ବିଜେଡିର ଲୋକ ସଭା ଏବଂ ରାଜ୍ୟ ସଭା ଏମ୍ପିମାନେ ସେଠାରେ ଉପସ୍ଥିତ ଥିଲେ। ଦ୍ରୌପଦୀଙ୍କୁ ଭେଟିବା ପରେ ଟୁଇଟର୍ ନିଜର…

