ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୧୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୧୦୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୩୦ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୫୯୧ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୨୦…
ଆହୁରି ଦୁଇଦିନ ବର୍ଷିବ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସାରା ରାଜ୍ୟରେ ଏବେ ବର୍ଷା ଜାରି ରହିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଏହିଭଳି ବର୍ଷା ଲାଗି ରହିବ। ଏ ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ଗଜପତି, ଗଞ୍ଜାମ,…
ଇଣ୍ଡିଆ ଫ୍ୟାଶନ କାର୍ନିିଭାଲ
ଭୁବନେଶ୍ୱର,୨୪।୭(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଲାଗି ‘ଦ ଲିଡିଙ୍ଗ୍ ଏଜ୍’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ‘ଇଣ୍ଡିଆ ଫ୍ୟାଶନ କାର୍ନିଭାଲ’ ଆୟୋଜିତ ହୋଇଯାଇଛି। ଏଭଳି କାର୍ଯ୍ୟକ୍ରମ ରାଜ୍ୟ ତଥା ଦେଶରେ ପ୍ରଥମଥର ଆରମ୍ଭ ହୋଇଛି। ଓଡ଼ିଶାର କଳାକୁ…
ସେଲିବ୍ରିଟିଙ୍କ ହାଇଡ୍ରାମା
ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜଧାନୀ ରାଜରାସ୍ତାରେ ଶନିବାର ଓଲିଉଡ ସେଲିବ୍ରିଟିଙ୍କ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଚେନ୍ନାଇ ଯିବା ଲାଗି ଶନିବାର ସକାଳୁ ଅଭିନେତା ବାବୁସାନ ସତ୍ୟନଗର ଅଞ୍ଚଳକୁ ଆସି ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ନେଇ ବିମାନ ବନ୍ଦର ଅଭିମୁଖେ ଯାଉଥିଲେ। ହେଲେ ଏତିକି ବେଳେ…
ଏସ୍ଏଚ୍ଜି ଗ୍ରୁପ୍ଙ୍କୁ ମହୁ ମିଶନରେ ଅନ୍ତର୍ଭୁକ୍ତ କରାଉଛି କେଭିଆଇସି
ଭୁବନେଶ୍ୱର,୨୪।୭: ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ମହୁ ମିଶନ କାର୍ଯ୍ୟକ୍ରମ ଜରିଆରେ ଶନିବାର ଖୋର୍ଦ୍ଧା ଜିଲା, ଧଉଳି ଗ୍ରାମପଞ୍ଚାୟତର ନାଖୁର ଗାଁର ପାଲକ ଏସ୍ଏଚ୍ଜିର ୧୦ ଜଣ ସଦସ୍ୟଙ୍କୁ ମହୁମାଛି କଲୋନୀ, ଲୁହା ଷ୍ଟାଣ୍ଡ ଏବଂ ୧୦ଟି ସେଟ୍ ଟୁଲ୍କିଟ୍…
କାଶୀପୁରରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଲେ
ରାୟଗଡ଼ା ଅଫିସ/ଟିକିରି,୨୪।୭(ଡି.ଏନ୍.ଏ.): ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଶନିବାର ଆଉ ଜଣେ କଲେରା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁଡୁକାବାହାଲ ପଞ୍ଚାୟତ ଡେଘାଗୁଡ଼ା ଗ୍ରାମର ଅର୍ଜୁନ ଜାନି(୫୫)। ଏହାକୁ…
ହ୍ବାଟ୍ସଆପ୍ ନମ୍ବର ଦେବେ ଛାତ୍ରୀଛାତ୍ର
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଚଳିତ ଶିକ୍ଷାବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି। ଗତ ୨୦ ତାରିଖରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିଲା ବେଳେ ଶନିବାର ସୁଦ୍ଧା ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ…
ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ନବୀନ ପଟ୍ଟନାୟକ ଶନିବାରଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୨୫ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗ ଦେବେ। ଏହି ଗସ୍ତ ଅବସରରେ ରାଜ୍ୟ…
ପୂର୍ବ ଶତ୍ରୁତାରୁ ବୋମାମାଡ଼
ଗଞ୍ଜାମ,୨୩ା୭(ଡି.ଏନ୍.ଏ.): ଗଞ୍ଜାମ ଥାନା ଅଧିନସ୍ଥ ନୂଆଗାଁସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଜେନେରାଲ ଷ୍ଟୋର ଉପରକୁ ଶନିବାର ସାରେ ୪ଟି ବୋମାମାଡ଼ ହୋଇଛି l ଏଥିରେ ଅଳ୍ପକେ ବର୍ତ୍ତିଛନ୍ତି ଦୋକାନ ମାଲିକ ରାମ ଗୌଡ଼ (୩୨)l ଉକ୍ତ…
ଦଶମନ୍ତପୁରରେ ଝାଡ଼ାବାନ୍ତି ସ୍ଥିତି ଅନୁଧ୍ୟାନ କଲେ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
କୋରାପୁଟ,୨୩ା୭(ସ୍ବ.ପ୍ର.): ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଶନିବାର କୋରାପୁଟ ଜିଲା ଗସ୍ତରେ ଆସି ଦଶମନ୍ତପୁର ଝାଡ଼ାବାନ୍ତି ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ପରେ କୋରାପୁଟଠାରେ ଏକ ସମୀକ୍ଷା କରିଥିଲେ। ଉକ୍ତ ବୈଠକରେ ଜନସ୍ବାସ୍ଥ୍ୟ ବିଭାଗର ଯୁଗ୍ମ ନିର୍ଦ୍ଦେଶକ…
ଛେଳିପଲଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡ଼ିଲା ବସ୍
କୋରୁକୋଣ୍ଡା,୨୩ା୭(ଡି.ଏନ୍.ଏ.): ଜୟପୁରରୁ ମାଲକାନଗିରି ଅଭିମୁଖେ ଯାତ୍ରା କରୁଥିବା ସରକାରୀ ଅଲ୍ଟ୍ରା ବସ୍ଟି କୁଡୁମୁଲୁଗୁମ୍ମା ନିକଟସ୍ଥ ସୁନାନଗର ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ ବସ୍ଟି ଦ୍ରୁତଗତିରେ ବାଲିମେଳା ଆଡ଼କୁ ଯାଉଥିବା ବେଳେ ସୁନାନଗର ଘାଟିଠାରେ ହଠାତ୍ ଛେଳିପଲ ରାସ୍ତା ଉପରକୁ ଚାଲି…
ମୋ’ ବୋହୂ ବହୁତ ଭଲ, ହେଲେ ଆପଣା ସୁନା ତ ଭେଣ୍ଡି: ଉତ୍ତମ ମହାନ୍ତି
ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍ ହିରୋବାବୁସାନ ମହାନ୍ତିଙ୍କ ପରିବାରିକ କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଛି। ଶନିବାର ସକାଳେ ବାବୁସାନ ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ କାର୍ ଭିତରେ ଥିବା ଦେଖି ସ୍ତ୍ରୀ ତୃପ୍ତି ମାଡ଼ ମାରିଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ…

