‘ଶୃଙ୍ଖଳିତ ସୈନ୍ୟ ଭାବେ କାମ କରିବୁ’
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନେତାମାନେ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବା ପରେ ଓଡ଼ିଶା ଫେରି ଆସିଛନ୍ତି। ତେବେ ରାହୁଲଙ୍କୁ ଭେଟିବା ପରେ ସମସ୍ତେ ଉତ୍ସାହିତ ଥିବା ଦେଖିବାକୁ ମିଳିଛି। ରାହୁଲଙ୍କ ସହ ଆଲୋଚନା ସଫଳ ହୋଇଥିବା ବେଳେ ଖୁବ୍ଶୀଘ୍ର ନୂଆ…
ତେଜୁଛି ରାଜନୈତିକ ବିବାଦ
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମୁନାହିଁ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଏବଂ ଅନୁଧ୍ୟାନ ରିପୋର୍ଟ ଦାଖଲ କରାଯିବା ପରେ ପୁଣି ଥରେ ମୁହିଁାମୁହିଁ ହୋଇଛନ୍ତି ଶାସକ ବିଜେଡି ଏବଂ…
ମଦ୍ୟପାନରେ ଓଡ଼ିଶା ଆଗରେ
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ସର୍ବଭାରତୀୟ ହାର ଅପେକ୍ଷା ଓଡ଼ିଶାରେ ଅଧିକ ହାରରେ ପୁରୁଷମାନେ ମଦ୍ୟପାନ କରନ୍ତି। ସେହିଭଳି ଏହି କ୍ଷେତ୍ରରେ ଓଡ଼ିଶାର ମହିଳାମାନେ ବି ସର୍ବଭାରତୀୟ ହାର ଅପେକ୍ଷା ଆଗରେ ରହିଛନ୍ତି। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ରାଜ୍ୟର ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳରେ ମଦ୍ୟପଙ୍କ…
ଡିସିପିଙ୍କୁ ଭେଟି ନ୍ୟାୟ ମାଗିଲେ ପରିବାରବର୍ଗ
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜଧାନୀର ଇନ୍ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାରରେ ରହୁଥିବା ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଏହି ଘଟଣାର ଅଢ଼େଇ ମାସ ପରେ ଏପ୍ରିଲ ୧୯ରେ…
ଦୋଷୀଙ୍କୁ ୨୫ବର୍ଷ ଦଣ୍ଡାଦେଶ
କଟକ ଅଫିସ,୧୧।୫: କଟକ ମଙ୍ଗଳାବାଗ ଥାନା ଅଧୀନ ଫ୍ରେଣ୍ଡ୍ସ କଲୋନୀ ଅଞ୍ଚଳରେ ରହୁଥିବା ଜଣେ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ମାମଲାରେ ଅଭିଯୁକ୍ତଙ୍କୁ ୨୫ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ। ଏଥିସହ ଅଭିଯୁକ୍ତଙ୍କୁ ୧୦ହଜାର ଟଙ୍କା ଅର୍ଥ…
ଅନାବଶ୍ୟକ ହମ୍ପ୍ସ ହଟିବ
ଯାଜପୁର ଅଫିସ,୧୧ା୫: ରାଜ୍ୟରେ ସଡ଼କ ଦୁର୍ଘଟଣାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥିପାଇଁ ସମସ୍ତ ଜିଲାପାଳ, ଏସ୍ପି, ଆର୍ଟିଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟକଲେ ଦୁର୍ଘଟଣା ଓ ମୃତ୍ୟୁ ହ୍ରାସ ପାଇପାରିବ ବୋଲି ମୁଖ୍ୟ ଶାସନ ସଚିବ…
ରଥଯାତ୍ରା ପାଇଁ ପ୍ରସ୍ତୁତ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ
କଟକ ଅଫିସ,୧୧ା୫: ଦୁଇ ବର୍ଷ ପରେ ଏଥର ପୁରୀରେ ରଥଯାତ୍ରା ପୂର୍ଣ୍ଣ ଭକ୍ତ ସମାଗମରେ ହେବ। ରେଳ ଯାତ୍ରୀଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବନ୍ଦୋବସ୍ତ କରିବାକୁ ଡିଜିପି ସୁନୀଲ ବଂଶଲ ନିର୍ଦ୍ଦେଶ ଦେଇଛନ୍ତି ା ଓଡ଼ିଶାରେ ରେଳ…
ଓୟୁଟିଆର୍ ନବକଳେବର ପାଇଁ ୧୫୦୦ କୋଟି
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(ଓୟୁଟିଆର)ର ନବକଳେବର ହେବ। ଓୟୁଟିଆର ବିକାଶ ସମ୍ପର୍କିତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଆସନ୍ତା ୩ ବର୍ଷରେ ୩ଟି ପର୍ଯ୍ୟାୟରେ ୧୫୦୦…
ଆଜି ସ୍ଥଳଭାଗ ଛୁଇଁବ ‘ଅସାନି’
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ବାତ୍ୟା ‘ଅସାନି’ ବୁଧବାର ପୂର୍ବାହ୍ନ ୧୧ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡ଼ା-ବିଶାଖାପଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ କରିଛି। ମଙ୍ଗଳବାର ‘ଅସାନି’ ଭୀଷଣ ବାତ୍ୟାରେ ପରିଣତ ହୋଇସାରିଛି। ଏହା ପଶ୍ଚିମ-କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ…
ଜୁନ୍ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ ଆଦର୍ଶ ବିଦ୍ୟାଳୟ
ଭୁବନେଶ୍ୱର, ୧୦।୫(ବ୍ୟୁରୋ): ରାଜ୍ୟରେ ୨୫୦ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି। ଅବଶିଷ୍ଟ ୬୪ଟି ଆଦର୍ଶ ବିଦ୍ୟାଳୟକୁ ଆସନ୍ତା ଜୁନ ୧୭ ତାରିଖରୁ କାର୍ଯ୍ୟକ୍ଷମ କରାଯିବ। ଏହି ୬୪ଟି ବିଦ୍ୟାଳୟରେ ଜୁନ୍ ୧୭ ତାରିଖଠାରୁ ୬ଷ୍ଠ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ।…
କାକିନାଡ଼ା, ବିଶାଖାପାଟଣା ଛୁଇଁବ ବାତ୍ୟା ‘ଅସାନି’: ଉପକୂଳରେ ୫୦ କି.ମି. ବେଗରେ ବହିବ ପବନ
ଭୁବନେଶ୍ୱର,୧୦ା୫(ବ୍ୟୁରୋ)-ବାତ୍ୟା ‘ଅସାନି’ ସ୍ଥଳଭାଗ ଛୁଇଁପାରେ। ବୁଧବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ସାମୁଦ୍ରିକ ଝଡ଼ କାକିନାଡ଼ା, ବିଶାଖାପାଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୬୦୦ କିଲୋମିଟର ଏବଂ ପୁରୀଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦ କି.ମି.…
କୋର୍ଟରେ ସମାଧାନ ହେବ ନାହିଁ, ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କରନ୍ତୁ: ଜୟନ୍ତ
ପୁରୀ ଅଫିସ,୧୦।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ଏଏସ୍ଆଇ ଦାଖଲ କରିଥିବା ସତ୍ୟପାଠ ଓ ଅନୁଧ୍ୟାନ ରିପୋର୍ଟକୁ ନେଇ ବିବାଦ ବଢିବାରେ ଲାଗିଛି। ଏନେଇ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କହିଛନ୍ତି, ଯାହା କ୍ଷତି ଏଥିଲାଗି ହୋଇଛି ତାହା ଆଉ…
Archives


