ରାଜ୍ୟ

ଚିଲିକା ପାଇଁ ସ୍ବତନ୍ତ୍ର ନୀତି ହେଉ: ବିରୋଧୀ

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ରାଜ୍ୟ ସରକାର ଉଭୟ ଚିଲିକାର ଗୁଣବତ୍ତା ଓ ମତ୍ସ୍ୟଜୀବୀମାନଙ୍କର ଜୀବିକାକୁ ସାମଗ୍ରିକ ଓ ସାମୂହିକ ଭାବେ ଉନ୍ନତି କରିବା ପାଇଁ ପ୍ରତିଶ୍ରୁତି ବଦ୍ଧ। ଶୁକ୍ରବାର ବିରୋଧୀଙ୍କ ଆଗତ ମୁଲତବୀ ଆଲୋଚନା ଉତ୍ତରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ…

ହଟିଲା ରହିତାଦେଶ: ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଲା

କଟକ ଅଫିସ,୨୨।୭: ହାଇସ୍କୁଲରେ ଠିକା ଶିକ୍ଷକ ନିଯୁକ୍ତି ପାଇଁ ବାଟ ଫିଟିଛି। ୨୦୨୧ ମସିହାରେ ଜାରି ଠିକା ଶିକ୍ଷକ ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତିକୁ ବିରୋଧ କରି ଦାୟର ସମସ୍ତ ମାମଲାକୁ ଶୁକ୍ରବାର ହାଇକୋର୍ଟ ଖାରଜ କରିବା ସହ ଅନ୍ତରୀଣ ରହିତାଦେଶ ହଟାଇଛନ୍ତି।…

ସୂର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶାର ବିଶିଷ୍ଟ ସିନେ ସମୀକ୍ଷକ ସୂର୍ଯ୍ୟ ଦେଓ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବେ। ‘କାଲି ପାଇଁ କାଲିର ସିନେମା’ ପୁସ୍ତକ ପାଇଁ ସେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ…

ସୂର୍ଯ୍ୟ ଦେଓଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ଚଳଚ୍ଚିତ୍ର ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓ। ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ତାଙ୍କ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁସ୍ତକ ଭାବେ ମନୋନୀତ ହୋଇଛି। ଏନେଇ…

୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ନେବେ। ଏହି ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ…

ଚିନି ଭାବି ଖାଇଦେଲେ ୟୁରିଆ ସାର: ଆଈଙ୍କ ସହ ୩ ନାତିନାତୁଣୀ ଗୁରୁତର

ଦେବଗଡ଼,୨୨ା୭(ଡି.ଏନ୍‌.ଏ.): ଚିନି ଭାବି ୟୁରିଆ ସାର ଖାଇଦେବାରୁ ଜଣେ ବୃଦ୍ଧାଙ୍କ ସହ ୩ ଶିଶୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ବମ୍ପରଡା ଗ୍ରାମରେ। ସୂଚନା ଅନୁଯାୟୀ, ବମ୍ପରଡା…

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ପରୀକ୍ଷା ଫଳ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୨।୭(ବ୍ୟୁରୋ): ସିବିଏସ୍‌ଇ ଦଶମ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। www.cbse.nic.in ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରୀଛାତ୍ର ପରୀକ୍ଷାଫଳ ଦେଖିପାରିବେ । ଚଳିତ ବର୍ଷ ୯୪.୪୦% ପାସ୍‌ ହାର ରହିଛି। ୨୧,୦୯,୨୦୮ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ୨୦,୯୩,୯୭୮…

ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌, ୨ ସପ୍ତାହ ଭିତରେ ଜବାବ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌। ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ପିସିସି ସଭାପତି ଶରତ ପଟ୍ଟନାୟକ ଏହି କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ବିଧାୟକ ମୋକିମଙ୍କୁ…

ପରଲୋକରେ ବିଜୁବାବୁଙ୍କ ବ୍ୟକ୍ତିଗତ ସଚିବ

ଚୌଦ୍ୱାର,୨୨ା୭(ଡି.ଏନ୍‌.ଏ.): ସ୍ତମ୍ଭକାର ତଥା ବିଜୁବାବୁଙ୍କ ବ୍ୟକ୍ତିଗତ ସଚିବ ଗୌରମୋହନ ଷଡ଼ଙ୍ଗୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ବିଜୁବାବୁ ୧୯୮୫ରୁ ୧୯୯୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିବା ସମୟରେ ସ୍ବର୍ଗତ ଗୌରମୋହନ ତାଙ୍କର ବ୍ୟକ୍ତିଗତ ସଚିବ ଥିଲେ। ଶୁକ୍ରବାର…

ଗ୍ୟାସ ସିଲିଣ୍ଡର ଫାଟି ୨ ଗୁରୁତର

ବ୍ରହ୍ମପୁର ଅଫିସ, ୨୨।୭: ବ୍ରହ୍ମପୁର ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟି ଦୁଇଜଣ ଆହତ ହୋଇଛନ୍ତି । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା । ତେବେ ଏଥିରେ ଆହତ ହୋଇଥିବା ଦୁଇଜଣଙ୍କୁ ଚିକିତ୍ସା ପାଇଁ…

୭ ଶ୍ରେଣୀକୁ ୨ ଶିକ୍ଷକ

ପରଜଙ୍ଗ, ୨୨।୭(ଡି.ଏନ୍‌.ଏ.) ସାତଟି ଶ୍ରେଣୀ ପାଇଁ ନିଯୁକ୍ତ ହୋଇଛନ୍ତି ମାତ୍ର ୨ଜଣ ଶିକ୍ଷକ। ସେଥିରେ ଜଣଙ୍କ କାନ୍ଧରେ ଲଦି ଦିଆଯାଇଛି ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱ। ସ୍କୁଲର ନଥିପତ୍ର, ମଧ୍ୟାହ୍ନ ଭୋଜନ, ଉପସ୍ଥାନ ଏବଂ ଅନ୍ୟାନ୍ୟ କାର୍ଯ୍ୟ ବୁଝିବାରେ ବିତିଯାଉଛି ତାଙ୍କର ଦିନ।…

୧୨,୫୦୦ ଫୁଟ୍‌ ଉଚ୍ଚତାରେ ଉଡ଼ିଲା ଦୀର୍ଘତମ ତ୍ରିରଙ୍ଗା

କେନ୍ଦୁଝର, ୨୨।୭ ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାରନାଥର ବରଫାବୃତ୍ତ ପର୍ବତ ଉପରେ ଉଡ଼ିଛି ବିଶ୍ୱର ଦୀର୍ଘତମ ତ୍ରିରଙ୍ଗା ପତାକା। ଏଭଳି ଦୁଃସାହସିକ କାର୍ଯ୍ୟ କରି ୱାଲର୍‌ଡ ୱାଇଡ୍‌ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜକୁ ସ୍ଥାନିତ କରିଛି ଉତ୍ତରପ୍ରଦେଶର ଇଣ୍ଡିଆନ ଆଡଭେଞ୍ଚର ଫାଉଣ୍ଡେଶନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?