ବିଧାନସଭା ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା କଡାକଡି: ଲୋୟର ପିଏମ୍ଜିରେ ୧୪୪ ଧାରା
ଭୁବନେଶ୍ୱର,୨୯।୪: ବିଧାନସଭାର ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା। ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ। STU, ଡଗ ସ୍କ୍ବାଡ, ବମ ସ୍କ୍ବାଡ…
ବୁଲିବାକୁ ଯାଉଥିବା ସମୟରେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର
ଜୟପୁର,୨୯।୪ (ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗତ ୨୩ ତାରିଖ ସକାଳେ ଯୁବତୀ ନିକଟସ୍ଥ ଡଙ୍ଗରକୁ ବୁଲିବାକୁ ଯାଉଥିବା ସମୟରେ ପଲକାପୁଟ ଗ୍ରାମର ଜଣେ ଯୁବକ ତାଙ୍କୁ ବଳାତ୍କାର…
କଙ୍କାଳ ନେଇ ବ୍ୟାଙ୍କ ଆଗରେ ରଖିବା ଘଟଣା: ରିପୋର୍ଟ ମାଗିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯।୪(ସୁନିତ୍ ମିଶ୍ର):କେନ୍ଦୁଝର ପାଟଣା ବ୍ୟାଙ୍କକୁ ଜଣେ ଭାଇ ତାଙ୍କ ଭଉଣୀଙ୍କ ଶବ ନେବା ଘଟଣାକୁ ନେଇ ସବୁଆଡ଼େ ଚର୍ଚ୍ଚା ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ତକ୍ଷେପ କରିବା ପରେ ଶବ ବୋହି ନେଇଯାଇଥିବା ଭାଇଙ୍କୁ ଟଙ୍କା…
ଉତ୍ତରପ୍ରଦେଶର ବାନ୍ଦା ପ୍ରଥମ ଝାରସୁଗୁଡ଼ା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର
ଭୁବନେଶ୍ୱର,୨୯।୪: ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି। ମଙ୍ଗଳବାର ଝାରସୁଗୁଡ଼ାରେ ୪୫.୩ ଡିଗ୍ରୀ ତାତି…
ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ
ପୁରୀ,୨୯ା୪: ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ। ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ରଥ ନିର୍ମାଣର ଅଷ୍ଟମ ଦିନରେ ସେବକ ଓ କାରିଗରମାନେ ରଥଖଳାରେ ମୁଖ୍ୟ ମହାରଣାଙ୍କ ମାର୍ଗଦର୍ଶନରେ…
ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୀତି ସରଗରମ: ବିଜେଡି ସହ ମେଣ୍ଟକୁ ନେଇ ଭକ୍ତ କରିଦେଲେ ବଡ଼ ଘୋଷଣା
ଭୁବନେଶ୍ୱର,୨୯ା୪ (ରବିନାରାୟଣ ଜେନା):ପଞ୍ଚାୟତ ନିର୍ବାଚନକୁ ଆଉ ପ୍ରାୟ ୧୦ ମାସରୁ ଅଧିକ ଦିନ ରହିଛି। ହେଲେ ଏବେଠାରୁ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ଏହି ପ୍ରସଙ୍ଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଗଣମାଧ୍ୟମକୁ ବିଜେଡି ସହ ମେଣ୍ଟ ହେବନାହିଁ…
ଆଜିଠୁ ବଦଳିବ ପାଗ, ଘଡ଼ଘଡ଼ି ସହ ବର୍ଷା ପବନ ପାଇଁ ଏହି ୪ ଜିଲାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୨୯୪(ବନ୍ଦନା ସେଠୀ): ରାଜ୍ୟରେ ଦିନକୁ ଦିନ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ପାରଦ ଉପରମୁହଁା ରହୁଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ ଉତ୍ତପ୍ତ…
ବୁଲାଣିରେ ବସ ଓ କାର ମୁହାଁମୁହିଁ: ଚାଲିଗଲା ଚାଳକଙ୍କ ଜୀବନ, ୪ ଗୁରୁତର…
ଡୁଙ୍ଗୁରିପାଲି, ୨୮।୪ (ଦୀନବନ୍ଧୁ ସୁନା): ବରଗଡ଼ -ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି FCI ଓ ହାଇସ୍କୁଲ ମଝିରେ ମଙ୍ଗଳବାର ଅପରାହ୍ନ ୩ ଟାରେ ଏକ ବସ ଓ କାର…
ଇନଷ୍ଟାରୁ ପ୍ରେମ, ଶାରୀରିକ ସମ୍ପର୍କ ରଖିବା ସହ ଉଠାଇଥିଲେ ଫଟୋ-ଭିଡିଓ: ଭାଇରାଲ କରି ବନ୍ଧା ହେଲେ…
ରିଆମାଳ ୨୮|୪( ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ଜଣେ ଯୁବତୀକୁ ପ୍ରେମ କରି ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ପୁଲିସ ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କଟକ ଜିଲା…
ଝାରମୁଣ୍ଡାରେ ଜଳ ସଙ୍କଟ, ନଳକୂପ ଅଚଳ: ନିଜ ପାଇଁ ନିଜେ ଅଣ୍ଟା ଭିଡ଼ି ପୋଖରୀକୁ ସଫେଇ କଲେ …
ଦାରିଙ୍ଗବାଡି, ୨୮।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚକରେ ଏବେ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ଦେଖାଯାଇଛି ଜଳ ସଙ୍କଟ । ଏକାଧିକ ଗ୍ରାମରେ ଜଳାଭବ ଲାଗିରହିଥିବା ବେଳେ ଏହାର ସମାଧାନ ପାଇଁ ସରକାର ମଧ୍ୟ ଏକାଧିକ ମେଗା…
୨୪ ଘଣ୍ଟାରେ ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା! ୫ ଯାଏ ବର୍ଷା ଆଲର୍ଟ ଜାରି
ତାତିରେ ଲାଗିବ ବ୍ରେକ। ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରବଳ ଖରା ଓ ଗରମ ଭିତରେ କାଳବୈଶାଖୀ ବର୍ଷା କିଛିମାତ୍ରାରେ ଆଶ୍ୱସ୍ତି ଦେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ପଶ୍ଚିମବଙ୍ଗ ଉପରେ ସକ୍ରିୟ…
ବିଳମ୍ବରେ ଚିକିତ୍ସା ପାଇଁ ଚାଲିଗଲା ରୋଗୀଙ୍କ ଜୀବନ! ସାକ୍ଷୀଗୋପାଳ ଡାକ୍ତରଖାନାରେ ଉତ୍ତେଜନା, ଅବହେଳାରୁ…
ସାକ୍ଷୀଗୋପାଳ,୨୮। ୪ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ଡାକ୍ତରଖାନାକୁ ଆସିଥିବା ଜଣେ ରୋଗୀଙ୍କର ମଙ୍ଗଳବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାନୁଯାୟୀ, ସତ୍ୟବାଦୀ ଥାନା ବନପୁର ସାମିଲ…

