ନିର୍ବାଚନ ପ୍ରତିଶ୍ରୁତି କେତେ ପାଳିଛ ରିପୋର୍ଟ ଦିଅ
ଭୁବନେଶ୍ୱର,୯ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଶାସକ ବିଜେଡି ରାଜ୍ୟବାସୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି(ଇସ୍ତାହାର)କିଭଳି କାର୍ଯ୍ୟକାରୀ ହୋଇଛି ତା’ର ରିପୋର୍ଟ ଦେଖାଯିବ। ଏହାଛଡା ସେସବୁ କାର୍ଯ୍ୟକାରୀ କରିବା ଦିଗରେ ବିଭିନ୍ନ ବିଭାଗ ଗତ ୩ ବର୍ଷ ମଧ୍ୟରେ କ’ଣ ସବୁ ପଦକ୍ଷେପ ନେଇଛନ୍ତି…
ଉଦଳାରେ ହାଜତ ମୃତ୍ୟୁ
ଉଦଳା,୯ା୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳାରେ ରବିବାର ହାଜତ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୋଲିସ ହେପାଜତରେ ଥିବା ଯୁବକ ପ୍ରଦୀପ ଦାସ(୩୫)ଙ୍କୁ ପିଟି ପିଟି ମାରି ଦିଆଯାଇଥିବା ତାଙ୍କ କକାପୁଅ ଭାଇ ରାଧାକାନ୍ତ ଦାସ କହିଛନ୍ତି। ଘଟଣାକୁ ନେଇ ଉଦଳା ଡାକ୍ତରଖାନାରେ…
ଇଚ୍ଛାମୃତ୍ୟୁ ପାଇଁ ପିହୁ ମା’ଙ୍କ ନିବେଦନ
ବରୀ,୯ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଞ୍ଝାରପୁର ଥାନା ଅଧୀନ ମଧୁସୂଦନପୁର ଗ୍ରାମର ପିହୁ ନାମ୍ନୀ ଜଣେ ୨ ବର୍ଷର ଶିଶୁ ୨୦୨୦ ଅଗଷ୍ଟ ୯ରେ ଗାଁ ଦାଣ୍ଡରେ ଖେଳୁଥିବାବେଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ଅପହରଣ କରାଯାଇଥିବା ନେଇ ପିହୁଙ୍କ ମା’…
ଥାନା ଘେରାଉ ବେଳେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି
ଉମରକୋଟ,୮ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି।…
ପଦ୍ମଶ୍ରୀ ରଜତ କରଙ୍କ ପରଲୋକ
ଭୁବନେଶ୍ୱର,୮।୫(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ। ହୃଦ୍ଘାତରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ପରଲୋକ ଘଟିଛି। ଏନେଇ ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା।…
‘ଓଡ଼ିଶାରେ ସବୁଦିନ ରହିବାକୁ ଇଚ୍ଛା’
ଭୁବନେଶ୍ୱର,୮ା୫(ବ୍ୟୁରୋ): ବଲିଉଡ୍ ଅଭିନେତା ଅର୍ଜୁନ ରାମପାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ଜନତା ମଇଦାନରେ ଓଡ଼ିଶା ଓମେନ୍ସ ମେଳା-୨୦୨୨ ଚାଲିଥିବାବେଳେ ଏଥିରେ ଯୋଗଦେବାକୁ ଓଡ଼ିଶା ଆସିଛନ୍ତି ଅର୍ଜୁନ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କିଛି ପ୍ରସଙ୍ଗରେ ଆଲୋଚନା କରିଥିଲେ।…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୮ା୫(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୮୭୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ପୁରୀଠାରୁ ୯୬୦ କିଲୋମିଟର ଦୂରରେ ବାତ୍ୟା
ଭୁବନେଶ୍ୱର,୮ା୫(ବ୍ୟୁରୋ): ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅସାନି’ ୧୩ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ବର୍ତ୍ତମାନ ‘ଅସାନି’ ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଦିଗରେ ୯୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ସେହିପରି ପୋର୍ଟ ବ୍ଲେୟାରଠାରୁ ଏହା…
୧୫ରୁ ପୁଣି ହେଲମେଟ୍ ଯାଞ୍ଚ
ଭୁବନେଶ୍ବର,୮।୫(ବ୍ୟୁରୋ): ଆସନ୍ତା ୧୫ ତାରିଖରୁ ରାଜ୍ୟର ସମସ୍ତ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ହେଲମେଟ ଯାଞ୍ଚ କରାଯିବ। ଏହି ଅଭିଯାନ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ସରକାରଙ୍କ ସଡକ ପରିବହନ ଆୟୁକ୍ତଙ୍କ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି…
କ୍ୟାପିଟାଲ ହସ୍ପିଟାଲ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ବର,୮।୫(ବ୍ୟୁରୋ): ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି କ୍ରମରେ କ୍ୟାପିଟାଲ ହସ୍ପିଟାଲର କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯିବା ସହ ସମସ୍ତ ବିଭାଗକୁ ସତର୍କ କରାଯାଇଛି। ଏଥିସହ ସମ୍ପୃକ୍ତ ବିଭାଗ…
ନୂଆପଡ଼ା ଘାଟରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଛାତ୍ର: ୨ ଉଦ୍ଧାର; ଜଣଙ୍କର ପତ୍ତା ମିଳୁନି
ଢେଙ୍କାନାଳ ଅଫିସ, ୮।୫: ଢେଙ୍କାନାଳ ଜିଲା ସଦର ବ୍ଲକ ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି ରାଧାଦେଇପୁର ପଞ୍ଚାୟତର ବ୍ରାହ୍ମଣୀ ନଦୀର ନୂଆପଡ଼ା ଘାଟରେ ରବିବାର ମଧ୍ୟାହ୍ନରେ ଗାଧୋଉଥିବା ବେଳେ ୩ ଜଣ ସ୍କୁଲ ଛାତ୍ର ନଦୀରେ ବୁଡ଼ି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ…
ମା’ପରି କିଏ ହେବ
ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ। ମାଆ ସବୁ ବେଳେ ସବୁ କ୍ଷେତ୍ରରେ ପିଲାଙ୍କ ସଫଳତା କାମନା କରିଥାଏ। ରବିବାର ବିଶ୍ୱ…
Archives


