ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୦୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦ା୭(ବ୍ୟୁରୋ): ରାଜ୍ୟରୁ ଆଉ ୮୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୮୬,୯୧୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ କ୍ରସର ମାଲିକ
ଖୋର୍ଦ୍ଧା ଅଫିସ,୨୦ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବେଆଇନ ଭାବେ ଚାଲିଥିବା କ୍ରସର ଶିଳ୍ପସଂସ୍ଥା ଉପରେ ଚଢ଼ାଉ ଜାରି ରହିଛି। ୯ ଦିନରେ ୯୦ଟି କ୍ରସର ୟୁନିଟ୍କୁ ସିଲ କରାଯିବା ସହ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯାଇଛି। ଶିଳ୍ପସଂସ୍ଥା ବନ୍ଦ ଯୋଗୁ…
ରାଜଧାନୀରେ ଟିକାକରଣ କେନ୍ଦ୍ର ସଂଖ୍ୟା ବଢ଼ିଲା
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଷ୍ଟର ଅଥବା ପ୍ରିକସନ୍ ଡୋଜ୍ ଦେବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ଟିକାକରଣ କେନ୍ଦ୍ର ସଂଖ୍ୟା ବୃଦ୍ଧି ପାଇଛି। ପୂର୍ବରୁ…
ପୋଷ୍ଟର ମୁକ୍ତ ହେବ ରାଜଧାନୀ ଭୁବନେଶ୍ୱର
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜଧାନୀ ରାସ୍ତାପାର୍ଶ୍ୱ କାନ୍ଥରେ ପୋଷ୍ଟର ଲଗାଇବା ମନା। ଯଦି କେହି ଏପରି କରେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଟୁଇଟ୍ ଯୋଗେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମ ପର୍ଯ୍ୟାୟରେ…
‘କାଶୀପୁରରେ ସୁଧୁରୁଛି ସ୍ଥିତି’
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାୟଗଡ଼ାଜିଲା କାଶୀପୁରରେ ପାଣି ଉତ୍ସରୁ ସଂକ୍ରମଣ ହୋଇଛି । ସେଠାରେ ଭିବ୍ରିଓ କଲେରା ବ୍ୟାକ୍ଟେରିଆର ସଂକ୍ରମଣ ଥିବା ଜଣାପଡିଛି । ଯେହେତୁ ସାଧାରଣ ପାଣି ସୋର୍ସ ଥିଲା, ପାଖପାଖି ସ୍ଥାନକୁ ଏହା ଆକ୍ରାନ୍ତ କରିଛି । ପ୍ରଥମେ ଅବସ୍ଥା ଖରାପ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଡାକ୍ତର,ଆଜି ହେଲେ ଗିରଫ
ଢେଙ୍କାନାଳ ଅଫିସ,୨୦।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ମେଡ଼ିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆ ବୁଧବାର ଗିରଫ ହୋଇଛନ୍ତି। ମଙ୍ଗଳବାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ସୂଚନାନୁସାରେ, ଜୀବନବୀମା କାଗଜପତ୍ରରେ ଦସ୍ତଗତ କରିବା ଲାଗି ଜଣେ ବୀମା ଏଜେଣ୍ଟଙ୍କଠାରୁ ୧୧ହଜାର…
ସାପ ହେଲେ ବି ମା’: ଭୋକରେ ମରିଗଲା, ହେଲେ ଛୁଆଙ୍କୁ ଖାଇଲାନି
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଛୁଆ ପାଇଁ ମା’ ସବୁକିଛି। ଛୁଆଙ୍କ ପାଇଁ ସେ ତା ଜୀବନ ଦେବାକୁ ମଧ୍ୟ ପଛାଏ ନାହିଁ। ନିଜେ ମା’ର ପରିଚୟ ସୃଷ୍ଟି କରିଛି ନାଗୁଣି। ଛୁଆଙ୍କୁ ଜଗି ଜଗି ନିଜେ ଭୋକରେ ଜୀବନ ହାରିଲା ପଛେ, ହେଲେ ଛୁଆଙ୍କୁ…
ଗୁରୁବାର ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ
ନୂଆଦିଲ୍ଲୀ,ଭୁବନେଶ୍ୱର,୨୦।୭(ବ୍ୟୁରୋ): ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରୀଛାତ୍ର ନିଜର ଫଳାଫଳ www.cbse.nic.in ଓ୍ବେବ୍ସାଇଟ ମାଧ୍ୟମରେ ଦେଖିପାରିବେ।
ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟିଲା ଟ୍ରକ୍
ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବଡ଼ଗାଁ ଅଞ୍ଚଳରେ ବୁଧବାର ଏକ ପିଆଜ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟି ପଡ଼ିଛି। ଫଳରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବୋଲେରୋରେ ଥିବା ୨ ଜଣ ଗୁରୁତର…
ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଦର୍ଶନ ବନ୍ଦ
ପୁରୀ ଅଫିସ,୨୦।୭: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସହ ଦ୍ବିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ…
ଗାଁ ମାଟିରେ ଆଇଏଲ୍ଏସ୍ ନିର୍ଦ୍ଦେଶକଙ୍କ ହେବ ଶେଷକୃତ୍ୟ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଆଇଏଲ୍ଏସ୍ ନିର୍ଦ୍ଦେଶକ ଡ. ଅଜୟ ପରିଡ଼ାଙ୍କ ମରଶରୀର ଗୌହାଟୀରୁ ବୁଧବାର ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଡ. ପରିଡ଼ାଙ୍କ ମୃତଦେହ ପହଞ୍ଚିବା ପରେ ବିମାନବନ୍ଦରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଜନ୍ମମାଟି ଯାଜପୁର ଜିଲା ଭଗବାନପୁରରେ ଆଜି ତାଙ୍କ…
ଉପରମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨୨ ପଜିଟିଭ୍
ଭୁବନେଶ୍ୱର,୨୦।୭(ବ୍ୟୁରୋ) : ରାଜ୍ୟରେ ସଂକ୍ରମଣ ଉପରମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ…

