ଅବପାତରେ ପରିଣତ ହେଲା ଲଘୁଚାପ
ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ରବିବାର ଗଭୀର…
ଝରକା ଭାଙ୍ଗି ଲୁଟ୍ କଲେ; ଯିବା ବେଳେ ମୁଣ୍ଡିଆ ମାରିଲେ
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଘରେ ପଶି ଡକାୟତି କରିବା ପରେ ମୁଣ୍ଡିଆ ମାରି ଚର୍ଚ୍ଚାରେ ଲୁଟେରା। ଧଉଳି ଥାନା ନୂଆଗାଁର ବଳରାମ ବିହାରରେ ଦୁଇ ଦିନ ତଳେ ଏକ ଡକାୟତି ହୋଇଥିଲା। ଝରକା ତାଡି ଘର ଭିତରକୁ ପଶିଥିଲେ ଲୁଟେରା। ପରେ…
ସୁମିତ-ତପସ୍ବିନୀ ବିବାଦ: ଶେଷ ମଧ୍ୟସ୍ଥତା ବିଫଳ
କଟକ ଅଫିସ,୭।୫: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ଶେଷ ମଧ୍ୟସ୍ଥତା ବିଫଳ ହୋଇଛି। ଶନିବାର ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା ଏହି ମଧ୍ୟସ୍ଥତାର ଶେଷ ତାରିଖ ଥିଲା। ତେବେ ଆସନ୍ତା ୯ ତାରିଖରେ ପୁଣି ହାଇକୋର୍ଟ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୮୬୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଲ୍ୟାଣ୍ଡଫଲ କରିବ ନାହିଁ ବାତ୍ୟା
ଭୁବନେଶ୍ୱର,୭।୫(ବ୍ୟୁରୋ): ସ୍ଥଳଭାଗ ଛୁଇଁବ ନାହିଁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା। ଏନେଇ ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବନି। ବରଂ ୧୦ ତାରିଖ ସନ୍ଧ୍ୟା ପରେ ବାତ୍ୟା ଦିଗ…
ଏଣିକି ମଦ ପିଇ ଗାଡ଼ି ଚଳାଇଲେ ସିଧା କୋର୍ଟଚାଲାଣ
ଭୁବନେଶ୍ୱର,୭।୫(ବ୍ୟୁରୋ): ମଦ ପିଇ ଗାଡ଼ି ଚଳାଇଲେ ପଡ଼ିବେ ଅସୁବିଧାରେ। କାରଣ ଏଣିକି ଜରିମାନା ନୁହେଁ ବରଂ ଚାଳକମାନଙ୍କୁ ଅଟକ ରଖି କୋର୍ଟଚାଲାଣ କରାଯିବ। ଦରକାର ପଡ଼ିଲେ ସେମାନଙ୍କର ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ। ମଦ୍ୟପ ଡ୍ରାଇଭରଙ୍କୁ ସାବାଡ କରିବାକୁ ଯାଇ…
ଗିନିଜ ବୁକ୍ ଅଫ୍ ୱାର୍ଲଡ୍ ରେକର୍ଡସରେ ସ୍ଥାନ ପାଇଲା କେନ୍ଦୁଝରର ୭୨ ଫୁଟର ରଥ
କେନ୍ଦୁଝର,୭।୫(ସ୍ବ.ପ୍ର.): କେନ୍ଦୁଝରର କାଠରେ ନିର୍ମିତ ରଥ ବିଶ୍ୱର ସବୁଠାରୁ ଉଚ୍ଚ ରଥର ମାନ୍ୟତା ଲାଭ କରିବା ସହ ଗିନିଜ ବୁକ୍ସ ଅଫ୍ ୱାର୍ଲଡ୍ ରେକର୍ଡସରେ ସ୍ଥାନ ପାଇଛି। ଉପଜିଲାପାଳ ରାମଚନ୍ଦ୍ର କିସ୍କୁ ଏନେଇ ସୂଚନା ଦେଇଛନ୍ତି। କେନ୍ଦୁଝରର ରଥଯାତ୍ରାରେ ତିନି ଠାକୁର…
ଦେବଗଡ଼ ବିଧାୟକ ମିଳିଲା ଜାମିନ୍
ଦେବଗଡ଼,୭।୫(ଡି.ଏନ୍.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଶନିବାର ଜାମିନ୍ ମିଳିଛି। ଏ ନେଇ ବିଧାୟକଙ୍କ ଓକିଲ ସୂଚନା ଦେଇଛି । ୨ ଜାମିନ୍ଦାର ଓ ୫୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚଲିକାରେ ମାନ୍ୟବର କୋର୍ଟ ଜାମିନ୍ ଦେଇଛନ୍ତି । ସୂଚନାନୁସାରେ,…
ସମ୍ଭାବ୍ୟ ବାତ୍ୟାକୁ ନେଇ ଅଗ୍ନିଶମ ବାହିନୀ ପ୍ରସ୍ତୁତ
ଭୁବନେଶ୍ୱର,୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି କରାଯାଉଛି। ତେବେ ରାଜ୍ୟରେ ଅଗ୍ନିଶମ ବାହିନୀ ପ୍ରସ୍ତୁତ ରହିଛି ବୋଲି ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ କହିଛନ୍ତି। ଏଥିପାଇଁ ୩୩୯ ଫାୟାର ଷ୍ଟେସନକୁ ଆଲର୍ଟ କରାଯାଇଛି।…
ମାଟ୍ରିକ ଖାତା ଦେଖାକୁ ନେଇ କ’ଣ କହିଲେ ବୋର୍ଡ ସଭାପତି
ଭୁବନେଶର,୭।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବୋର୍ଡ ସଭାପତି ରାମାଶିଷ୍ ହାଜରା। ସେ କହିଛନ୍ତି, ଆସନ୍ତା ମେ’୨୦ କିମ୍ବା ୨୧ରେ ପରୀକ୍ଷା ଖାତା ଦେଖା ଆରମ୍ଭ ହୋଇପାରେ। ନୋଡ଼ାଲ୍ ସେଣ୍ଟରରୁ ଉତ୍ତର ପୁସ୍ତିକା ଆଣିବା ପରେ ଖାତା ଦେଖା ହେବ…
ଝିଅ ଜ୍ୱାଇଁଙ୍କ ଧାର ଟଙ୍କା ଶୁଝି ନ ପାରି ମା’ପୁଅଙ୍କ ଆତ୍ମହତ୍ୟା
ରାୟଗଡ଼ା ଅଫିସ, ୭।୫: ରାୟଗଡ଼ା ଜିଲା ଶେଷକାଲ ଥାନା ଅଧୀନ ଜେମାଦେଈପେଣ୍ଠ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଝିଅ ଜ୍ୱାଇଁଙ୍କଠାରୁ ଆଣିଥିବା ଧାର ଟଙ୍କା ଶୁଝି ନ ପାରିବାରୁ ମା’ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମା’…
ଅଧିକ ଘନୀଭୂତ ହେଉଛି ଲଘୁଚାପ
ଭୁବନେଶର,୭।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେବାରେ ଲାଗିଛି। ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛିି। । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ…
Archives


