କମ୍ପାନୀ କର୍ମଚାରୀଙ୍କ ସୁରକ୍ଷାକୁ ଗୁରୁତ୍ୱ
ଅନୁଗୋଳ ଅଫିସ, ୭ା୫ ଅନୁଗୋଳ ଜିଲାର ବିଭିନ୍ନ କଳକାରଖାନାରେ କାର୍ଯ୍ୟରତ କର୍ମଚାରୀଙ୍କ ସୁରକ୍ଷା, ସ୍ବାସ୍ଥ୍ୟସେବା ସୁବିଧା ଏବଂ କମ୍ପାନୀ ପକ୍ଷରୁ ନିଆଯାଇଥିବା ଜନମଙ୍ଗଳ କାର୍ଯ୍ୟର ସମୀକ୍ଷା କରିଛନ୍ତି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ…
ଗାନ୍ଧୀ ଭବନ ହେଉ ନ ଥିବାରୁ କ୍ଷୋଭ
ଅନୁଗୋଳ ଅଫିସ, ୭ା୫ ଅନୁଗୋଳ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ବାଜି ରାଉତ ଛାତ୍ରାବାସ ଏବଂ ରାଷ୍ଟ୍ରୀୟ ଯୁବା ସଙ୍ଗଠନ ପକ୍ଷରୁ ଶୁକ୍ରବାର ଗାନ୍ଧିଜୀଙ୍କ ଅନୁଗୋଳ ଆଗମନର ୮୮ତମ ସ୍ମୃତି ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବସ୍ଷ୍ଟାଣ୍ଡରୁ ବାରିଥିବା ଶାନ୍ତି ପଦଯାତ୍ରା ନଗର…
ବ୍ଲେଡ୍ରେ ଶିଶୁ ନାହି କାଟିଥିଲେ ମହିଳା
କାମାକ୍ଷାନଗର, ୭ା୫(ଡି.ଏନ୍.ଏ.) ଗର୍ଭ ଯନ୍ତ୍ରଣାରେ ଘଣ୍ଟାଏ କାଳ ଛଟପଟ ହେଲେ। ଖୋଲା ଆକାଶ ତଳେ ପ୍ରସବ କଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ବାଠାରୁ ଆରମ୍ଭ କରି ପ୍ରସବ ପର୍ଯ୍ୟନ୍ତ ନା ମିଳିଲା କର୍ମଚାରୀଙ୍କ ଦେଖା ନା ଖୋଲାଗଲା ଡାକ୍ତରଖାନା ଦ୍ୱାର। ଫଳରେ ଅନ୍ୟ ଉପାୟ…
ପାଣିରେ ଭର୍ତ୍ତି ବିଦ୍ୟାଳୟ ଅଗଣା
ବଇଣ୍ଡା, ୭ା୫(ଡି.ଏନ.ଏ.) କାଳବୈଶାଖୀଜନିତ ବର୍ଷା ପାଣିରେ ଭର୍ତ୍ତି ହୋଇଛି ବିଦ୍ୟାଳୟ ଅଗଣା। ଏହାକୁ ନେଇ ସୃଷ୍ଟି ହୋଇଛି ପୂତ୍ତିଗନ୍ଧମୟ। କୋମଳମତି ପିଲାଙ୍କୁ ସଂକ୍ରମଣଜନିତ ରୋଗ ଆଶଙ୍କା ଦେଖାଦେଇଛି। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଶିଣା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଏଭଳି ପରିବେଶ…
ରୋମାଞ୍ଚ ଭରିବ ‘ରାହାଗିରି’
ଅନୁଗୋଳ ଅଫିସ, ୭ା୫ ଦୀର୍ଘ ୬ ବର୍ଷ ପରେ ଅନୁଗୋଳ ରାସ୍ତାକୁ ଫେରିଛି ରାହାଗିରି। ପୁଣି ନାଚଗୀତରେ ମସ୍ଗୁଲ ହେବେ ସହରବାସୀ। ଆସନ୍ତା ରବିବାର ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିର ରାସ୍ତାରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିଲାଗି…
ଝଟକିବ କେନ୍ଦୁଝର ପୁରୁଣା ସହର
କେନ୍ଦୁଝର,୭ା୫(ସ୍ବ.ପ୍ର.) ପୁରୀ ଭଳି କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ଓ ପୁରୁଣା ସହରର ବିକାଶ ହେବ। ମନ୍ଦିର ପରିସରର ବିକାଶ କାମ ଚାଲିଥିବା ବେଳେ ଶୁକ୍ରବାର ବଡ଼ଦାଣ୍ଡ, ଗୁଣ୍ଡିଚା ମନ୍ଦିର ଓ ଏହାର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ…
ଭୟଭୀତ ନ ହେବାକୁ ପରାମର୍ଶ
ବାଲେଶ୍ୱର ଅଫିସ, ୭ା୫ ଓଡ଼ିଶାର ପ୍ରମୁଖ ଉପକୂଳବର୍ତ୍ତୀ ଜିଲା ମଧ୍ୟରୁ ବାଲେଶ୍ୱରବାସୀ ଅନେକ ପ୍ରାକୃତିକ ଦୈବ ଦୁର୍ବିପାକକୁ ସାମ୍ନା କରିଛନ୍ତି। ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲା ପ୍ରଶାସନ ପ୍ରସ୍ତୁତ ଥିବା ବେଳେ ତାହାକୁ କିଭଳି ମୁକାବିଲା କରାଯାଇପାରିବ ତାକୁ ନେଇ…
ରାଜ୍ୟରୁ ଚିହ୍ନଟ ହେଲେ ୧୪ କରୋନା ପଜିଟିଭ୍
ଭୁବନେଶର,୭।୫(ବ୍ୟୁରୋ): ରାଜ୍ୟରେହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ପିଲା ଜଣେ ରହିଛନ୍ତି। ସେହିପରି ୯ ଜଣ କ୍ୱାରାଣ୍ଟାଇନ୍ ରହିଥିବା…
ଆଜି ଅବପାତର ରୂପ ନେବ ଲଘୁଚାପ
ଭୁବନେଶ୍ୱର,୭।୫(ବ୍ୟୁରୋ): ଆଜି ଅବପାତର ରୂପ ନେବ ଲଘୁଚାପ । ଉତ୍ତର ପଶ୍ଚିମ ଦିଗରେ ଗତି କରି ଶନିବାର ଅବପାତ ଓ ଆସନ୍ତାକାଲି ସା ସୁଦ୍ଧା ବାତ୍ୟାରେ ପରିଣତ ହେବା ନେଇ ଆଶଙ୍କା ରହିଛି । ଏହା ପୂର୍ବରୁ ଆଜି ସମ୍ଭାବ୍ୟ ବାତ୍ୟା…
ଶାସକ ଦଳର ନେତାଙ୍କ ପାଇଁ ଆଇନ ଅବାଟରେ ଯାଉଛି : କଂଗ୍ରେସ
ଭୁବନେଶ୍ୱର,୭ା୫(ବ୍ୟୁରୋ): ଶାସକ ବିଜୁ ଜନତା ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ରାଜ୍ୟରେ ଆଇନ ଅବାଟରେ ଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡି ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ।…
ସବୁ ଏସ୍ପି ଅଫିସ ଘେରିଲା ଭାଜପା
ଭୁବନେଶ୍ୱର,୭ା୫(ବ୍ୟୁରୋ): ବିଜେଡି ଶାସନରେ ଦୁଇଟି ଆଇନ। ଶାସକ ବିଜେଡି ସଭାପତିଙ୍କ ଇଙ୍ଗିତରେ ଆଇନ କାର୍ଯ୍ୟକାରୀ ହେଉଛି। ବିଜେଡି ସପକ୍ଷବାଦୀଙ୍କ ପାଇଁ ଗୋଟେ ପ୍ରକାର ଏବଂ ବିପକ୍ଷବାଦୀଙ୍କ ଲାଗି ଆଉ ଗୋଟେ ପ୍ରକାର। ରାଜନୈତିକ ହିଂସାପରାୟଣ, ହୀନ ରାଜନୈତିକ ସ୍ବାର୍ଥ, ବିରୋଧୀଙ୍କ କଣ୍ଠରୋଧ…
ଭୟ, ଆଶଙ୍କାରେ ବିସ୍ଥାପିତ ପରିବାର
ଭୁବନେଶ୍ୱର, ୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାର ସଫଳ ମୁକାବିଲା କରିବାକୁ ରାଜ୍ୟ ସରକାର ସମସ୍ତ ଜିଲା ଓ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ସହରରେ ଏକ ବିକଳ ଚିତ୍ର ଦେଖିବାକୁ ମିଳୁଛି।…
Archives


