ରାଜ୍ୟ

ସ୍ଥିରତା ପାଇଁ ଫେରୁ ‘ସବୁଜ ପତ୍ରିକା’

ଆଠମଲ୍ଲିକ,୧୯।୭ (ଡି.ଏନ.ଏ.) ଜନସଂଖ୍ୟାରେ ଦେଖାଦେଲାଣି ବିସ୍ଫୋରକ ପରିସ୍ଥିତି। ଖୁବ୍‌ଶୀଘ୍ର ଭାରତ ବିଶ୍ୱ ଜନସଂଖ୍ୟା ବହୁଳ ଦେଶ ତାଲିକାର ଶୀର୍ଷ ସ୍ଥାନକୁ ଯିବ। ଏହାର ପ୍ରତିକୂଳ ପ୍ରଭାବକୁ ନେଇ ଏବେ ତଥ୍ୟାଭିଜ୍ଞମହଲରେ ଚିନ୍ତାର ରେଖା ଦେଖାଦେଇଛି। ହୁ ହୁ ହୋଇ ବଢ଼ୁଥିବା ଦେଶର…

ସରିଲା କ୍ୟାବିନେଟ୍‌ ବୈଠକ, ୧୭ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର,୧୯।୭(ବ୍ୟୁରୋ): ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୂଚନା ଦେଇଛନ୍ତି। ମିଳିଥିବା ତଥ୍ୟ ଅନୁଯାୟୀ,ରାଜ୍ୟ ସରକାରଙ୍କ ଆଇଟି ପଲିସିକୁ କ୍ୟାବିନେଟ୍‌ର ଅନୁମୋଦନ ମିଳିଛି।…

୪ ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଦେଇ ଯାଇଥିବା ଦେବଗଡ଼-ଅନୁଗୋଳ ୬୩ନଂ ରାଜ୍ୟ ରାଜପଥର କୋଶଳା ଗ୍ରାମ ଶିମିଳିସାହି ଠାରେ ସୋମବାର ଭୋର ୪ଟାରୁ ରାସ୍ତା ଉପରେ ୪ଟି ଭାରିଯାନ ଅଟକି ଯିବାରୁ ଦିନ ୮ଟା ପର୍ଯ୍ୟନ୍ତ ଯାତାୟତ ସମ୍ପୁର୍ଣ୍ଣ…

ଅନାଥ ଭଉଣୀଭାଇଙ୍କ ଦାୟିତ୍ୱ ନେଲା ପ୍ରଶାସନ

ବିଶୋଇ, ୧୯।୭ (ଡି.ଏନ.ଏ) ମେଡିକାଲରେ ପହଞ୍ଚିବାରେ ବିଳମ୍ବ କାରଣରୁ ଜଣେ ମହିଳାଙ୍କ ମୃତ୍ୟୁ ହେବା ଘଟଣା ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ସୋମବାର ପ୍ରଶାସନିକ ଅଧିକାରୀମାନେ ବିଶୋଇ ବ୍ଲକ ନୂଆଗଁା ପଞ୍ଚାୟତ ଅନ୍ତର୍ଗତ…

ଆକର୍ଷଣ ପାଲଟିଛି ତନ୍ମୟୀଙ୍କ ଇକୋ ଫ୍ରେଣ୍ଡଲି ରାଖୀ

ବାଲେଶ୍ୱର ଅଫିସ,୧୯।୭ ଆଗକୁ ଆସୁଛି ରାଖୀ ପୂର୍ଣ୍ଣିମା। ଇକୋ ଫ୍ରେଣ୍ଡଲି ରାଖୀ ତିଆରି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି ବାଲେଶ୍ୱର ଚାରୁ ଓ କାରୁକଳା ମହାବିଦ୍ୟାଳୟ ଶେଷବର୍ଷର ଛାତ୍ରୀ ତନ୍ମୟୀ ପାଢ଼ୀ। ପରମ୍ପରା ରକ୍ଷା ସାଙ୍ଗକୁ ସମାଜକୁ କିପରି ସଚେତନତା ବାର୍ତ୍ତା…

ଶ୍ରାବଣୀ ମହାଦେବଙ୍କୁ ଜଳଲାଗି

ଆରଡ଼ି, ୧୯।୭ (ଡି.ଏନ.ଏ.) ଶ୍ରାବଣ ମାସର ପ୍ରଥମ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ କାଉଡ଼ିଆମାନେ ଜଳଲାଗି କରିଛନ୍ତି। ରବିବାର ଅପରାହ୍ନଠାରୁ ଏଠାରେ ସେମାନଙ୍କର ଭିଡ଼ ହୋଇଥିଲା। ବୋଲ୍‌ବମ୍‌ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଆରଡ଼ି ସମେତ ଏହା ଆଖପାଖ ଅଞ୍ଚଳ।…

ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ଅଜୟ ପରିଡାଙ୍କ ପରଲୋକ

ଭୁବନେଶ୍ବର,୧୯।୭(ବ୍ୟୁରୋ): ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ଡା.ଅଜୟ ପରିଡାଙ୍କ ମଙ୍ଗଳବାର ଦେହାନ୍ତ ହୋଇଛି। ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ମିଳିଛି। ଗୌହାଟୀରେ ଏକ ପ୍ରେସ କନଫରେନ୍ସରେ ଯୋଗଦେବାକୁ ଯାଇଥିଲେ ଅଜୟ ପରିଡା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର,୧୯।୭(ବ୍ୟୁରୋ): ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ପୂର୍ବାହ୍ନ ୧୦ଟାରେ ଏହି ବୈଠକ ବସିବ। ମୁଖ୍ୟମନ୍ତ୍ରୀ ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେବେ। ସେହିପରି ମନ୍ତ୍ରୀମାନେ ବିଧାନସଭା କାର୍ଯ୍ୟାଳୟ…

ମର୍ମନ୍ତୁଦ ବସ୍‌ ଦୁର୍ଘଟଣା: ୧୦ ଯାତ୍ରୀ ଆହତ

କୋରାପୁଟ,୧୯।୭(ସ୍ବ.ପ୍ର): କୋରାପୁଟ ଜିଲା ୨୬ନଂ ଜାତୀୟ ରାଜପଥର ପଟାଙ୍ଗି ଥାନା ଅନ୍ତର୍ଗତ ଶୁଣ୍ଢି ପୁଙ୍ଗାର ନିକଟରେ ମଙ୍ଗଳବାର ସକାଳୁ ଏହି ବସ ଦୁର୍ଘଟଣା ଘଟିଛି। ଏଥିରେ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ…

ଆଜି ରାଜ୍ୟରେ ୯୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୯।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

ବିଧାନସଭାରେ ଚୁଡ଼ା, ମୁଢ଼ି ଝଡ଼

ଭୁବନେଶ୍ୱର,୧୯ା୭(ବ୍ୟୁରୋ):ଧନୀ, ଗରିବ ସମସ୍ତ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ଚୁଡ଼ା, ମୁଢ଼ି ଓ ଖଇ। ଏହା ଏବେ ମହଙ୍ଗା ହୋଇଯାଇଛି। କେନ୍ଦ୍ର ସରକାର ଏହି ଖାଦ୍ୟ ସାମଗ୍ରୀ ଉପରେ ୫% ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଲଗାଇଛନ୍ତି। କେବଳ ଏହି ୩ଟି…

‘ବର୍ଦ୍ଧିତ କୋଇଲା ରୟାଲ୍‌ଟି ମିଳୁନି’

ଭୁବନେଶ୍ୱର,୧୯ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ୨୦୨୨-୨୩ ମେ’ ସୁଦ୍ଧା ନିଜସ୍ବ ରାଜସ୍ବ ବାବଦକୁ ୧୫, ୯୮୯ କୋଟି ୮୭ ଲକ୍ଷ ଟଙ୍କା ସଂଗ୍ରହ କରାଯାଇଛି। ସେଥିରୁ ନିଜସ୍ବ ଟିକସ ବାବଦକୁ ୬,୬୬୩ କୋଟି ୫୮ ଲକ୍ଷ, ନିଜସ୍ବ ଅଣଟିକସ ରାଜସ୍ବ ବାବଦକୁ ୯,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?