ସହରାଞ୍ଚଳରେ ଖୁବ୍ଶୀଘ୍ର ଇ-ବସ୍ ସେବା
ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍’ ସେବା ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍) ସମ୍ପର୍କରେ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ସହରାଞ୍ଚଳରେ ପରିବହନ କ୍ଷେତ୍ରରେ ‘ମୋ ବସ୍’ ସେବା ବର୍ତ୍ତମାନ ଏକ ଅତ୍ୟାଧୁନିକ ଆରାମ…
ପକ୍ଷୀଙ୍କ ଶୋଷ ମେଣ୍ଟାଉଛି ଚୁଆ ପାଣି
ମହାକାଳପଡ଼ା, ୬ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ କେତେ ସପ୍ତାହ ହେଲା ବୈଶାଖ ମାସର ଖରା ଓ ଭୀଷଣ ଗୁଳିଗୁଳି ସହ ଗରମ ଅନୁଭୂତ ହେଉଛି। ସ୍ଥାନୀୟ ଅଞ୍ଚଳରେ ନଦୀଗୁଡିକର ପାଣି ଲୁଣିଆ ହୋଇଥିବାରୁ ଖାଲ, ପାଟିଆ, ଯୋର,…
କିଣାଯିବ ୧୪ ଲକ୍ଷ ମେଟ୍ରିକ ଟନ୍ ରବିଧାନ
ଭୁବନେଶ୍ୱର,୬।୫(ବ୍ୟୁରୋ)ରାଜ୍ୟରେ ରବିଧାନ ସଂଗ୍ରହ ଲାଗି ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ୨୦୨୧-୨୨ ବର୍ଷରେ ମୋଟ୍ ୧୪ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରାଯିବ। ଏଥିଲାଗି ୨ଲକ୍ଷ ୫୮ ହଜାର ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଏହି କାର୍ଯ୍ୟରେ ୧୨୨ ସ୍ବୟଂ ସହାୟକ ଗୋଷ୍ଠୀ…
ର଼୍ୟାଗିଂରେ ସାମିଲ ଥିଲେ ଅଧ୍ୟାପକ
ବଲାଙ୍ଗୀର ଅଫିସ,୬ା୫: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ମେଡିକାଲ ଛାତ୍ର ନିଶାନ୍ତ କୁମାରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସାଂଘାତିକ ମୋବାଇଲ ଚାଟିଂ ଲୋକଲୋଚନକୁ ଆସିଛି। ନିଶାନ୍ତଙ୍କ ବାପା ପ୍ରଫେସର କ୍ରିଷ୍ଣ କୁମାର ଏକ ଚାଞ୍ଚଲ୍ୟକର…
ଆବଶ୍ୟକ ନ ଥାଇ ଦିଆଗଲା ୨୦ ଭାଏଲ ଆଣ୍ଟିଭେନମ୍
ଭୁବନେଶ୍ୱର, ୬।୫(ବ୍ୟୁରୋ): ଓଡ଼ିଶାରେ ସାପକାମୁଡ଼ା ମୃତ୍ୟୁ ବଢ଼ି ଚାଲିଥିବାରୁ ସରକାର ଚିନ୍ତାପ୍ରକଟ କରିବା ସହ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଉଛନ୍ତି। ନିକଟରେ ଲୋକସେବା ଭବନରେ ଏ ନେଇ ବୈଠକ ବସି ଆଲୋଚନା ହୋଇଥିଲା। କିନ୍ତୁ ସାପକାମୁଡ଼ା ରୋଗୀଙ୍କୁ ଚିକିତ୍ସା…
ପ୍ଲାଷ୍ଟିକ, ପଲିଥିନରୁ ତିଆରି ହେଉଛି ପେଟ୍ରୋଲ
ଖୋର୍ଦ୍ଧା ଅଫିସ,୬ା୫: ଦୃଢ଼ ମନୋବଳ ଓ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳିଥାଏ। ଏହାକୁ ପ୍ରମାଣିତ କରିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ ବେହେରା। ମାତ୍ର ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିବା ଅଜୟ ପ୍ଲାଷ୍ଟିକ ଓ ପଲିଥିନରୁ…
ମୁଖ୍ୟମନ୍ତ୍ରୀ, ୫-ଟି ସଚିବଙ୍କୁ ପ୍ରଶଂସା କଲେ ମଧ୍ୟପ୍ରଦେଶ ସରକାର
ପିପିଲି,୬।୫(ସ୍ବ.ପ୍ର.): ରାଜ୍ୟର ସମସ୍ତ ବ୍ଲକରେ ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟ ଚାଲୁ ରହିଛି। ତେବେ ପିପିଲିରେ ୫-ଟି ସ୍କୁଲ କିଭଳି ଚାଲିଛି ତାହା ଜାଣିବା ପାଇଁ ୟୁନିସେଫ ପକ୍ଷରୁ ଗୁରୁବାର ମଧ୍ୟପ୍ରଦେଶ ସରକାରଙ୍କ ପଞ୍ଚାୟତିରାଜ ଏବଂ ପାନୀୟ ଜଳଯୋଗାଣର ଏକ ପ୍ରତିନିଧି…
ଶିଳାନ୍ୟାସରେ ଅଟକିଛି ସାମୁଦ୍ରିକ ଆକ୍ୱାରିୟମ ପ୍ରକଳ୍ପ
ପୁରୀ ଅଫିସ,୬ା୫: ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ସହରରେ ପରିଣତ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ଏଥିଲାଗି ବିଭିନ୍ନ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ତେବେ କେତେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସରିଥିଲେ ମଧ୍ୟ ନିର୍ମାଣ ପ୍ରତି ସରକାର ଦୃଷ୍ଟି…
ଅଙ୍ଗାରକାମ୍ଳ ଗ୍ୟାସ୍ ଲିକ୍: ଲୋକେ ଅଣନିଃଶ୍ୱାସୀ
ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଙ୍ଗାରକାମ୍ଳ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଟ୍ୟାଙ୍କରରୁ ବହୁ…
ଡଙ୍କାରୀ ପାହାଡ଼ରେ ମିଳିତ ତଦନ୍ତ
ଧର୍ମଶାଳା/ଚଢ଼େଇଧରା, ୬ା୫(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବହୁଚର୍ଚ୍ଚିତ ଡଙ୍କାରୀ ପାହାଡ଼ରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ମାପଚୁପ କରାଯାଇଛି। ଖାଦାନରୁ ଲିଜ୍ଧାରୀ ଅଧିକ ପରିମାଣର କଳାପଥର ଉତ୍ତୋଳନ କରି ଅନ୍ୟତ୍ର ଚାଲାଣ କରୁଛନ୍ତି। ଫଳରେ ସେମାନେ ମାଲାମାଲ…
ଧାରଣା ସ୍ଥଳରେ ବିଡିଓ-ବିଧାୟକ ବାହିନୀପତି କଥା କଟାକଟି
ପାପଡ଼ାହାଣ୍ଡି,୫।୫(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ୧୬ଦଫା ଦାବି ନେଇ ବୁଧବାରଠାରୁ କଂଗ୍ରେସ ଅନିର୍ଦ୍ଦିଷ୍ଟ କାଳ ଧାରଣା ଦେଇଥିଲା। ଗୁରୁବାର ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ସେଠାରେ ପହଞ୍ଚତ୍ଥିଲେ। ସେ କଂଗ୍ରେସ ନେତା ଓ କର୍ମଚାରୀମାନଙ୍କ ସହ ଧାରଣା…
ଟ୍ରକ୍ ଚଢ଼ାଇ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପୁଅ
ଚଣ୍ଡିଖୋଲ,୫ା୫(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ ରାଧାଦେଇପୁର ପଞ୍ଚାୟତ ଅଫିସର ପିଅନ ବସନ୍ତ କୁମାର ସାହୁ(୫୮)ଙ୍କୁ ଗୁରୁବାର ଟ୍ରକ୍ ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ସକାଳେ ପଞ୍ଚାୟତ ଅଫିସକୁ ସାଇକେଲ୍ରେ ଆସୁଥିବା ସମୟରେ ଏକ ଟ୍ରକ୍ ତାଙ୍କୁ…
Archives


