ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ମିଳିଲା ଗ୍ରେଡ୍ ‘ଏ’ ମାନ୍ୟତା
ସମ୍ବଲପୁର,୨୭ା୧୧: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ ପ୍ରଥମଥର ଗ୍ରେଡ୍ ‘ଏ’ ମାନ୍ୟତା ମିଳିଥିବାରୁ ଛାତ୍ରୀଛାତ୍ର ଅଭିଭାବକଙ୍କ ସମେତ ସମ୍ବଲପୁରବାସୀଙ୍କ ମଧ୍ୟରେ ଆନନ୍ଦର…
ପ୍ରତ୍ୟାହୃତ ହେଲା ବସ୍ ଧର୍ମଘଟ ଡାକରା
ଭୁବନେଶ୍ୱର,୨୭ା୧୧: ଡିସେମ୍ବର ୧ରୁ ବସ୍ ବନ୍ଦ ଡାକରା ନିଷ୍ପତ୍ତି ଇତିମଧ୍ୟରେ ପ୍ରତ୍ୟାହୃତ ହୋଇଛି। ଏନେଇ ଘରୋଇ ବସ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ପରିବହନ ବିଭାଗ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି। ପୋଲିସ ଚେକିଂ ବ୍ୟବସ୍ଥା…
ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…
ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ଚାଷୀ ଜଣଙ୍କ ପଥରଖମ୍ବ ଗାଁର ଛକଡ଼ି ସାହୁ। ଛକଡ଼ି…
ଜାଲ୍ ଟିପ ଦେଇ ଭତ୍ତା ଟଙ୍କା ହଡ଼ପ କରୁଥିଲେ ପିଇଓ, ଧରିଲେ ଏମପି ପ୍ରତାପ ଷଡ଼ଙ୍ଗୀ, ତା’ପରେ…
ବାଲେଶର, ୨୭।୧୧( ବାଞ୍ଛାନିଧି ଦେ): ଜାଲ୍ ଟିପ ଚିହ୍ନ ଦେଇ ଭତ୍ତା ଟଙ୍କା ହଡ଼ପ କରୁଥିଲେ ପିଇଓ। ଅଭିଯୋଗ ପାଇ ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଘଟଣାର ସତ୍ୟାସତ୍ୟ ଜାଣିବା ପରେ ପିଇଓ ଜଣଙ୍କ ହିତାଧିକାରୀଙ୍କୁ ଗଣି ଗଣି ସୁଧ ମୂଳ…
ସୃଷ୍ଟି ହେଲା ଗଭୀର ଅବପାତ: ୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା
ଭୁବନେଶ୍ୱର,୨୭।୧୧: ପୁଣି ବାତ୍ୟା ଭୟ। ସୃଷ୍ଟି ହେଲା ଗଭୀର ଅବପାତ। ଆଗାମୀ ୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା ବୃଦ୍ଧି ପାଇବାରେ ଲାଗିଛି। ଶ୍ରୀଲଙ୍କା ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗରରେ ଅବପାତ ସୃଷ୍ଟି ହୋଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା…
ଭୁବନେଶ୍ୱର ଷ୍ଟେଶନରେ ବୋମା ଆତଙ୍କ
ଭୁବନେଶ୍ୱର, ୨୭ ୧୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର ଷ୍ଟେଶନରେ ବୋମା ଆତଙ୍କ ଦେଖିବାକୁ ମିଳିଛି। କେହି ପାର୍ସଲରେ ବୋମା ପଠାଇଥିବା ଖବର ଗୋଇନ୍ଦା ପୋଲିସ ପାଇଥିଲା। ଏହି ଖବର ଆଧାରରେ ଏସ୍ଟିଏଫ୍ ବୁଧବାର ସକାଳୁ ଚଢାଉ କରି ଛାନ୍ଭିନ୍ କରିଥିଲା। ଷ୍ଟେଶନର ରେଲଓ୍ବେ…
ଦେବାଶିଷଙ୍କୁ ନେଇ ବିଜେଡିରେ ତେଜିଲା ରାଜନୀତି
ଭୁବନେଶ୍ୱର, ୨୭।୧୧(ସୁନିତ୍ ମିଶ୍ର):ବରିଷ୍ଠ ନେତା ତଥା ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟଙ୍କ ଦଳୀୟ ପଦବୀରୁ ଇସ୍ତଫା ପ୍ରସଙ୍ଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କେତେଜଣ ସ୍ବାର୍ଥପର ନେତା ଅଛନ୍ତି ସେମାନଙ୍କ ସ୍ବାର୍ଥରେ ବାଧା ଆସିଲେ ଦଳ…
ବଦଳିଲେ ୬ ବରିଷ୍ଠ ଓଏଏସ୍ ଅଧିକାରୀ, ଜାଣନ୍ତୁ କିଏ କେଉଁଠାକୁ ଗଲେ…
ଭୁବନେଶ୍ୱର,୨୭ା୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୬ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀଙ୍କ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡ. ଉଷାରାଣୀ ସାହୁଙ୍କୁ ପଞ୍ଚାୟତିରାଜ ବିଭାଗର…
ଆଜିଠୁ ଶୀତ ଅଧିବେଶନ: ସରକାରଙ୍କୁ ଘେରିବାକୁ ବିଜେଡି ପ୍ରସ୍ତୁତ, ନବୀନ କଲେ ରଣନୀତି
ଭୁବନେଶ୍ୱର, ୨୭।୧୧(ସୁନିତ୍ ମିଶ୍ର): ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଶାସକ ଭାଜପାକୁ ଘେରିବା ଲାଗି ବିଜେଡି ବିଧାୟକ ଦଳ ବୈଠକରେ…
ଓଏଫ୍ଏସ୍ ପରୀକ୍ଷାରେ ୧୨୭ ତମ ସ୍ଥାନ ଅଧିକାର କରି ଅଞ୍ଚଳ ପାଇଁ ଗୌରବ ଆଣିଲେ ନିକେଶ, ଗୋଟିଏ ଥରରେ ପରୀକ୍ଷା ଦେଇ…
ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ):ପ୍ରକାଶ ପାଇଥିବା ଓଏଫ୍ଏସ୍ ପରୀକ୍ଷାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ନିକେଶ ପ୍ରଧାନ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେ ୧୨୭ ତମ ସ୍ଥାନ ଅଧିକାର କରି ନିଜ ଅଞ୍ଚଳ ଓ ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି ।…
ବିଧାନସଭାରେ ରାଷ୍ଟ୍ରପତି ଦେବେ ପ୍ରଥମ ଅଭିଭାଷଣ
ଭୁବନେଶ୍ୱର,୨୭ା୧୧ (ରବିନାରାୟଣ ଜେନା): ଓଡ଼ିଶା ବିଧାନସଭାରେ ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଶୀତକାଳୀନ ଅଧିବେଶନ ଐତିହାସିକ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି। ବୁଧବାର ଅପରାହ୍ନରେ ବିଧାନସଭାରେ ମୁକେଶ କହିଛନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅପରାହ୍ନ…
୨୪ ଘଣ୍ଟାରେ ମିଳିବ ପଟ୍ଟା
ଭୁବନେଶ୍ୱର,୨୭ା୧୧ (ରବିନାରାୟଣ ଜେନା): ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠାରୁ ରାଜସ୍ବ ବିଭାଗରେ ଅନେକଗୁଡ଼ିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଏବେ ଆଉ କେତେକ ସଂସ୍କାର ଅଣାଯିବାକୁ ରହିଛି। ଲୋକେ ଯେପରି ଜମି କିଣାବିକା ବେଳେ ସମସ୍ୟାର ସମ୍ମୁଖୀନ ନ…
Archives


