ରାଜ୍ୟ

ଭରା ନଈ ପାର ହେଲେ ପ୍ରସୂତି

କେନ୍ଦୁଝର,୧୭ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଦୁର୍ଗମ ତାଳପଦା ପଞ୍ଚାୟତ ଅନ୍ତର୍ଗତ ତାଳପଦା ମୁଣ୍ଡା ସାହିର ଜଣେ ପ୍ରସୂତିଙ୍କୁ ସମାକୋଇ ନଦୀରେ ପାର କରାଇଛନ୍ତି ତେଲକୋଇ ଦମକଳ ବାହିନୀ କର୍ମଚାରୀ। ଶନିବାର ଗ୍ରାମର କୁମର ମହାରଣାଙ୍କ ସ୍ତ୍ରୀ ବାସନ୍ତୀ ଗର୍ଭ ଯନ୍ତ୍ରଣା…

ରାତି ପାହିଲେ ଶ୍ରାବଣ ପ୍ରଥମ ସୋମବାର: ଶୈବ ପୀଠ ଚଳଚଞ୍ଚଳ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ଏ ନେଇ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବ ପୀଠ। ପାଣି ଲାଗି କରିବାକୁ କାଉଡ଼ିଆ ଜଳାଶୟରୁ ବାହାରିଛନ୍ତି । କାନ୍ଧରେ ବାହୁଙ୍ଗି ଧରି ମହାଦେବଙ୍କ ନାଁ ଜପି ଜପି…

୧୦ କାରିଗର, ହସ୍ତଶିଳ୍ପୀଙ୍କୁ ‘ଓଡ଼ିଶା ହେରିଟେଜ ଆୱାଡର୍‌ସ’

ଭୁବନେଶ୍ୱର,୧୭।୭(ବ୍ୟୁରୋ) – ରାଜ୍ୟର କଳା ଓ ଡିଜାଇନ୍‌ ଐତିହ୍ୟ ପ୍ରତି ପ୍ରମୁଖ ଯୋଗଦାନ ରଖିଥିବା ପ୍ରତିଭାଙ୍କୁ ସମ୍ମାନିତ କରିବା ସହ ସେମାନଙ୍କ ସଫଳତାକୁ ନେଉ ଉତ୍ସବ ପାଳନ ପାଇଁ ଶନିବାର ସ୍ଥାନୀୟ ଏକ ହୋଟେଲରେ ଓଡ଼ିଶା ହେରିଟେଜ୍‌ ଆଓ୍ବାର୍ଡସ, ଫ୍ୟାଶାନ ଶୋ’…

ଲଗାଣ ବର୍ଷା ଯୋଗୁ ପୁଣି ଗଜପତିରେ ଧସିଲା ପାହାଡ଼, ମାଡ଼ି ଆସିଲା ଝରଣା ପାଣି

ପାରଳାଖେମୁଣ୍ଡି,୧୭।୭(ଡି.ଏନ୍‌.ଏ.): ଗଜପତି ଜିଲା ଗୁମ୍ମା ବ୍ଲକ କଳାକୋଟରେ ଶନିବାର ରାତି ତମାମ ଲଗାଣ ବର୍ଷା ଯୋଗୁ ଗୁମା ବ୍ଳକର କିଛି ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ହୋଇଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ବିଳମ୍ବିତ ରାତିରେ କଳକୋଟ ପଞ୍ଚାୟତର ଜାଙ୍ଗିରତୁଲ କୁଲଙ୍ଗ ଗ୍ରାମ ପାହାଡରୁ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୮୭୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୮୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ୧୨୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୫୧୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୬୦ ଲୋକାଲ…

ମହାକାଳପଡ଼ାରେ ନାବାଳିକା ସାଜୁଛନ୍ତି ମା’

ମହାକାଳପଡ଼ା,୧୭।୭(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ନାବାଳିକା ବିବାହ ବୃଦ୍ଧି ପାଇବାରେ ଲାଗିଛି। କମ୍‌ ବୟସରେ ନାବାଳିକା ବିବାହ କରିବା ପରେ ସେମାନେ ମାତୃତ୍ୱ ଲାଭ କରୁଛନ୍ତି। ମା’ ହେବା ଦ୍ୱାରା ସେମାନଙ୍କ ଜୀବନ ପ୍ରତି…

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଏସ୍‌ଟିଏଫ୍‌ର ଚଢ଼ାଉ

ଖୋର୍ଦ୍ଧା ଅଫିସ,୧୭।୭: ଖୋର୍ଦ୍ଧା ଟାଉନ ଥାନା ଅଧୀନ ଶିଳ୍ପାଞ୍ଚଳରେ ଶନିବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ (ସ୍ପେଶାଲ ଟାସ୍କ ଫୋର୍ସ) ଟିମ୍‌ ଚଢ଼ାଉ କରି ୭୩୦.୩୩ ଏମ୍‌ଟି କ୍ରୋମାଇଟ, ୨୭୮.୫୨ ଏମଟି ହାର୍ଡକୋକ୍‌, ଜେସିବି ମେଶିନ ଓ ୪୪ ହଜାର ୫ଶହ ଟଙ୍କା ଜବତ…

୪ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ବିଲ୍ଡର କୃଷ୍ଣଚନ୍ଦ୍ର ନାୟକ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରା ଜଜ୍‌-୩ (ଏଡିଜେ-୩) ହତ୍ୟାରେ ସମ୍ପୃକ୍ତ ଥିବା ୪ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଏଥିସହ ପ୍ରତ୍ୟେକଙ୍କୁ…

ଏନ୍‌ଆଇଆର୍‌ଏଫ୍‌ରେ ସୋଆର ସଫଳତା

ଭୁବନେଶ୍ୱର,୧୭।୭: ଦେଶର ଶିକ୍ଷା ବ୍ୟବସ୍ଥାରେ ଉଭୟ ସରକାରୀ ଓ ଘରୋଇ ଅନୁଷ୍ଠାନର ପ୍ରଦର୍ଶନକୁ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ପ୍ରଦାନ କରାଯାଇଥାଏ। ଚଳିତବର୍ଷ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆକୁ ବ୍ୟାପକ ସଫଳତା ପ୍ରଦାନ କରାଯାଇଛି। ଏପରିକି ଚଳିତବର୍ଷ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ସୋଆ…

ବିଧାନସଭାରେ ହଟ୍ଟଗୋଳ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଅଖାଦ୍ୟ ଖାଇ ଝାଡ଼ାବାନ୍ତିରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ସେଠାକାର ଲୋକମାନେ ଆମ୍ବଟାକୁଆ ଖାଇ ଭୋକ ଉପାସରେ ମରୁଛନ୍ତି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ମୁଖ୍ୟମନ୍ତ୍ରୀ ବିଶ୍ୱ…

କାଶୀପୁରକୁ ଅଭିଜ୍ଞ ଡାକ୍ତର ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ରେ ଝାଡ଼ାବାନ୍ତି ବ୍ୟାପୀ ଜୀବନ ହାନି ଘଟିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ସରକାରଙ୍କ ଦୃଷ୍ଟିଗୋଚର ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ କହିଛନ୍ତି। ଏଥିପାଇଁ ମନ୍ତ୍ରୀ ଶନିବାର ରାୟଗଡ଼ା…

ଯଶଓ୍ବନ୍ତଙ୍କୁ ଭୋଟ ଦେବ କଂଗ୍ରେସ

ଭୁବନେଶ୍ବର, ୧୭।୭(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ରାଜ୍ୟ କଂଗ୍ରେସ ପକ୍ଷରୁ ସମସ୍ତ ବିଧାୟକ ଏବଂ ଏମ୍‌ପି ଭୋଟ ଦେବେ। ଏନେଇ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି। ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?