ରାଜ୍ୟ

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୫(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୧୧ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୭ ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ…

ଦିଗପହଣ୍ଡିରେ ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ

ଦିଗପହଣ୍ଡି, ୫।୫(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଅଧୀନ ଅନେକ ଗ୍ରାମାଞ୍ଚଳରେ ରାଶନ କାର୍ଡ ପାଇବା ପାଇଁ ଅନେକ ଯୋଗ୍ୟ ହିତାଧିକାରୀ ଅପେକ୍ଷା କରି ରହିଛନ୍ତି। ହେଲେ ସେମାନଙ୍କୁ ରାଶନ କାର୍ଡ ମିଳୁନାହିଁ। ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ ପାଲଟିଛି। ବହୁ ଯୋଗ୍ୟ ହିତାଧିକାରୀଙ୍କ…

ହଡ଼ପ ଟଙ୍କାରେ ମଉଜ

ଭୁବନେଶ୍ୱର,୫।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡ଼ପ ଘଟଣାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଓ ପ୍ରେମିକ ବିକାଶ କୁମାରଙ୍କୁ ରିମାଣ୍ଡରେ ଆଣି ଅଧିକ ତଥ୍ୟ ହାସଲ କରିବ କମିଶନରେଟ ପୋଲିସ। ଉଭୟଙ୍କୁ ୭ଦିନ ରିମାଣ୍ଡରେ ଆଣିବାକୁ…

ପ୍ରାକୃତିକ ବାଲିସ୍ତୂପ ଖୋଳି ବାଲି ନେଉଛନ୍ତି ମାଫିଆ

କୁଜଙ୍ଗ ୫ା୫ (ଡି.ଏନ.ଏ.): ଏରସମା ତହସିଲ ଅଭୟଚାନ୍ଦପୁର ମୌଜା ଅନ୍ତର୍ଗତ ବୋଷ୍କାଲିସ ପଏଣ୍ଟ ନିକଟରେ ଥିବା ପ୍ରାକୃତିକ ବାଲିସ୍ତୁପକୁ ଦିନ ଦ୍ୱିପ୍ରହରରେ ମାଫିଆମାନେ ଦୈନିକ ଶତାଧିକ ଟ୍ରିପ ବାଲି ମେଶିନ ସାହାଯ୍ୟରେ ଖୋଳି ନେଇ ଯାଉଛନ୍ତି। ଏ ନେଇ ସାଧାରଣରେ ତୀବ୍ର…

ବ୍ୟାସ ସରୋବରର ବିକାଶ ଆଳରେ ମୋରମ ଲୁଟ୍‌

ଯାଜପୁର ଅଫିସ,୫ା୫: ବ୍ୟାସ ସରୋବରର ବିକାଶ କାର୍ଯ୍ୟ ଚାଲିଛି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନ୍‌ବିସିସି (ନ୍ୟାଶନାଲ ବିଲ୍ଡିଂ କନଷ୍ଟ୍ରକ୍ସନ କାର୍ପୋରେଶନ) ନେତୃତ୍ୱରେ ଦିଲ୍ଲୀର କ୍ରିଷ୍ଣା ବିଲ୍‌ଡର ଠିକାସଂସ୍ଥା ଜରିଆରେ ଏହି କାମ ଚାଲିଛି ।…

ଜମି ସେଟଲ୍‌ମେଣ୍ଟ ଆକ୍ଟ ୧୯୮୩ରେ ସଂଶୋଧନ

ଭୁବନେଶ୍ୱର,୫ା୫(ବ୍ୟୁରୋ): ରାଜ୍ୟ ସରକାର ଜମି ସେଟଲମେଣ୍ଟ ଆକ୍ଟ ୧୯୮୩ରେ ସଂଶୋଧନ କରିଛନ୍ତି। ମାଓବାଦୀ ବିରୋଧୀ କାର୍ଯ୍ୟନୁଷ୍ଠାନରେ ପ୍ରାଣ ହରାଇଥିବା ଆମ ରାଜ୍ୟର ପାରା ମିଲିଟାରି ଫୋର୍ସ ଓ ପୋଲିସ ପରିବାର ଲୋକଙ୍କୁ ଭୁବନେଶ୍ୱର ବ୍ୟତୀତ ଅନ୍ୟ ସହରାଞ୍ଚଳରେ ୪ ଡିସିମିଲ ଓ…

ସଞ୍ଜୟଙ୍କ ‘ଧରିତ୍ରୀ’ କାର୍ଟୁନ ସଂଗ୍ରହ ନିଶା, ୯ ବର୍ଷ ହେଲା ସାଇତି ରଖିଛନ୍ତି…

ନୟାଗଡ଼ ଅଫିସ,୫।୫: ଦୈନିକ ଧରିତ୍ରୀରେ ପ୍ରକାଶ ପାଉଥିବା କାର୍ଟୁନ ଦିନକୁ ଦିନ ଲୋକପ୍ରିୟ ହେବାରେ ଲାଗିଛି। ସାମ୍ପ୍ରତିକ ପରିସ୍ଥିତିକୁ ନେଇ କାର୍ଟୁନିଷ୍ଟ ଉତ୍କଳ ଗୌରବଙ୍କ ପ୍ରତି କାର୍ଟୁନ ବିଭିନ୍ନ ମହଲରେ ସଚେତନତା ସୃଷ୍ଟି କରିଚାଲିଛି। ଗତ ୯ ବର୍ଷ ହେଲା ସେହି…

୨୦୨୩ ଡିସେମ୍ବର ସୁଦ୍ଧା ୧୭ ସହରାଞ୍ଚଳରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌’

ଭୁବନେଶ୍ୱର,୫।୫(ବ୍ୟୁରୋ): ୨୦୨୩ ଡିସେମ୍ବର ସୁଦ୍ଧା ୧୭ ପ୍ରମୁଖ ସହରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍‌ ପାଇଁ ଲକ୍ଷ୍ୟ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାର ସହରାଞ୍ଚଳରେ ଆରମ୍ଭ କରିଥିବା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଡ୍ରିଙ୍କ୍‌ ଫ୍ରମ୍‌…

ଚିଲିକା ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଛି। ସ୍ବାସ୍ଥ୍ୟଗତ କାରଣ ଯୋଗୁ ବୁଧବାର ହାଇକୋର୍ଟ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ଆଉ ୭ ଦିନ ବଢ଼ାଇଥିବା ବିଧାୟକଙ୍କ ଓକିଲ ଅଭିନବ ଚାନ୍ଦ ସୂଚନା ଦେଇଛନ୍ତି। ଏପ୍ରିଲ ୨୨ରେ…

୩ ପୋଲିସ କର୍ମଚାରୀ ନିଲମ୍ବିତ

ବାରିପଦା ଅଫିସ,୪ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନାର ୩ ଜଣ ପୋଲିସ କର୍ମଚାରୀଙ୍କୁ ବୁଧବାର ମୟୂରଭଞ୍ଜ ଏସ୍‌ପି ନିଲମ୍ବନ କରିଛନ୍ତି। ଗୋରୁ ଗାଡ଼ିରୁ ଚାନ୍ଦା ଆଦାୟ ସମ୍ପର୍କିତ ଏକ ଅଡିଓ ଭାଇରାଲ ସମ୍ପର୍କରେ ସୂଚନା ପାଇ ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ…

ପୁଣି କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଦିଲ୍ଲୀ ଓ ଏହାର ପାଖାପାଖି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏଠାରୁ ଆସୁଥିବା ବିମାନ ଯାତ୍ରୀଙ୍କ…

୨୭୯ ବୁଥ୍‌ରେ ଭୋଟ ଦେବେ ୨.୧୪ ଲକ୍ଷ ଭୋଟର

ଭୁବନେଶ୍ୱର,୪।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ମେ’ ୩୧ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଜୁନ ୩ରେ ହେବ ଭୋଟ ଗଣତି। ଏଥିନେଇ ବୁଧବାରଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ମେ ୧୧ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ମେ’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri