ରାସ୍ତାରେ ପାଠ ପଢିଲେ ଛାତ୍ରୀଛାତ୍ର
ଖଇରା/ଔପଦା, ୧୬।୭ (ଡି.ଏନ.ଏ.) ବାଲେଶ୍ବର ଜିଲା ଔପଦା ବ୍ଲକ ବଡ଼ପୋଖରୀ ପଞ୍ଚାୟତ ଅଧୀନ ଦନ୍ତୋର ନୋଡାଲ ହାଇସ୍କୁଲରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ କରା ନ ଯିବା ପ୍ରତିବାଦରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ସ୍କୁଲ ଗେଟ୍ ସମ୍ମୁଖରେ ଧାରଣା ଦେବା ସହିତ…
ପୂର୍ଣ୍ଣାଙ୍ଗ ହେଉନି ପାନୀୟ ଜଳ ପ୍ରକଳ୍ପ
ଖଇରା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶହୀଦ ନଗର ଗ୍ରାମବାସୀଙ୍କୁ ପାଣି ଯୋଗାଇବାକୁ ନିର୍ମାଣାଧୀନ ସୋଲାର ପମ୍ପ୍ ହାଉସ ଏବେ ସମ୍ପୃକ୍ତ ଗ୍ରାମବାସୀଙ୍କୁ ଜଟିଳ ସମସ୍ୟାରେ ପକାଇଛି ା ପାଇପ ବିଛାଯିବା କାର୍ଯ୍ୟ ପାଇଁ ଖୋଳାଯାଇଥିବା…
କୁସୁଡିହା-ଦଣ୍ଡାନାଳ ରାସ୍ତା ମରଣଯନ୍ତା
ରୂପସା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ କୁସୁଡ଼ିହା ଛକଠାରୁ ଦଣ୍ଡାନାଳ ପର୍ଯ୍ୟନ୍ତ ଥିବା ଆରଡ଼ି ରାସ୍ତା ଏବେ ମରଣଯନ୍ତା ପାଲଟିଛି। ବର୍ଷାଦିନେ ରାସ୍ତାରେ ପାଣି ଜମିବା ସହ ଖାଲଖମା ସୃଷ୍ଟି ହୋଇଥିବାରୁ ଯାତାୟାତରେ ବାଧା ସୃଷ୍ଟି ହୋଇଛି। ଏହି…
କଲେଜ ପଡ଼ିଆ ପାଲଟିଛି ଷ୍ଟକ୍ୟାର୍ଡ
କେନ୍ଦୁଝର,୧୬।୭(ସ୍ବ.ପ୍ର.) କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ପାଣି ପାଇପ୍ ଜମା କରାଯାଇଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ପାଇପ୍ଗୁଡ଼ିକ ବିପଦପୂର୍ଣ୍ଣ ଅବସ୍ଥାରେ ଗଛିତ ରଖାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। କଲେଜର ଛାତ୍ରୀଛାତ୍ରଙ୍କ ସହିତ ପୁରାତନ ଛାତ୍ର, ଅଭିଭାବକ ଏବଂ…
ରାଶନ ପାଇଁ ଯିବାକୁ ପଡୁଛି ୮ କି.ମି.
ଭଦ୍ରକ ଅଫିସ,୧୬।୭ ଭଦ୍ରକ ଜିଲା ବନ୍ତ ବ୍ଲକର ଆଡ଼ିଆ ପଞ୍ଚାୟତ ଅଧୀନ ଜିରିଣା-ଆଡ଼ିଆ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଖରାଦିନେ ଅଣଓସାରିଆ ମାଟି ରାସ୍ତା ଆଉ ବର୍ଷା ଦିନେ କାଦୁଅ ପଚପଚ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଏହି ରାସ୍ତା ଉପରେ…
ବିନା ଡାକ୍ତରରେ ଡାକ୍ତରଖାନା
ହାଟଡିହୀ,୧୬।୭(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିିଛି। ସରକାର ଲୋକଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇଦେବା ପାଇଁ ନାନା ଜନହିତକର ଯୋଜନା କରୁଥିବା ବେଳେ ଏଥିରୁ ଫାଇଦା ମିଳୁ ନ ଥିବା ଶାଳନିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ…
ଯଶବନ୍ତ ସିହ୍ନାଙ୍କୁ ସମର୍ଥନ କରିବ କଂଗ୍ରେସ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ କଂଗ୍ରେସ ସମର୍ଥନ କରିବ। ଏ ନେଇ କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି। । ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକଙ୍କ ସହ ବୈଠକରେ ଆଲୋଚନା କରିଛନ୍ତି ପିସିସି…
ମାଲକାନଗିରିରେ ବନ୍ୟା, ପଡ଼ୋଶୀ ରାଜ୍ୟକୁ ଯାତାୟତ ଠପ୍
ମାଲକାନଗିର,୧୬।୭(ଡି.ଏନ୍.ଏ): ଲଗାଣ ବର୍ଷା ଯୋଗୁ ମାଲକାନିଗିରି ଜିଲା ମୋଟୁରେ ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି । ସିଲେରୁ ଓ ସାବେରୀ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏନ୍ଏଚ୍ ୩୨୬ ପାଣିରେ ବୁଡିଯାଇଥିବା ବେଳେ ପଡ଼ୋଶୀ ରାଜ୍ୟକୁ ଯାତାୟତ ବନ୍ଦ ହୋଇଯାଇଛି।…
ଉପରମୁହାଁ କରୋନା ସଂକ୍ରମଣ: ଚିହ୍ନଟ ହେଲେ ୧୦୬୫ ପଜିଟିଭ୍
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୪୪୧ ଜଣ ସ୍ଥାନୀୟ…
ଉପକୂଳରେ ଜାରି ରହିଛି ଲଘୁଚାପ ବର୍ଷା
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସକାଳ ୪ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ…
ନଷ୍ଟହେବ ୫୬ ପ୍ରଜାତିର ବିପୁଳ ଗଛ
ଯାଜପୁର ଅଫିସ,୧୬ା୭: ଯାଜପୁର ଜିଲା ସୁକିନ୍ଦା ତହସିଲ ଅଧୀନ କାଳିଆପାଣି ମହାଗିରି କ୍ରୋମାଇଟ ମାଇନ୍ସର ଉତ୍ପାଦନ କ୍ଷମତା ବାର୍ଷିକ ୩ ଲକ୍ଷ ଟନରୁ ୬ ଲକ୍ଷ ଟନକୁ ସମ୍ପ୍ରସାରଣ ପାଇଁ ପୁଣି ଜନଶୁଣାଣି ପ୍ରକ୍ରିୟା ଚାଲିଛି। ଗତ ୬ ତାରିଖରେ ଅନୁଷ୍ଠିତ…
୫-ଟି ନାଁରେ ହରିଲୁଟ ଚାଲିଛି: ବିରୋଧୀ
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ପୁରୁଣା ସ୍କୁଲ ଘରେ ରଙ୍ଗ ମାରି ବିଜେଡି ଲୋକ କୋଟି କୋଟି ଟଙ୍କା ହଡ଼ପ କରୁଛନ୍ତି। ସ୍କୁଲ ଶିକ୍ଷାର ଭିତ୍ତିିଭୂମି ଭୁଶୁଡ଼ିି ପଡ଼ିଛି। କୌଣସି ଟେଣ୍ଡର କରାଯାଉ ନାହିଁ। ୫-ଟି ନଁାରେ ହରିଲୁଟ ଚାଲିଛି। କାମ ହେବାର ଅଳ୍ପ ଦିନ…

