ରାଜ୍ୟ

ତିର୍ତ୍ତୋଲ ବିଧାୟକଙ୍କ ବଢ଼ିଲା ଅଡୁଆ: ସେକ୍ସ ରାକେଟ ଚଳାଇବା ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ ଲାଗି ସୁପାରିସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡ଼ୁଆ ବଢ଼ିଲା। ବିଧାୟକଙ୍କ ବାନ୍ଧବୀ ସୋମାଲିକା ଦାଶ ତାଙ୍କ ବିରୋଧରେ ଆଣିଥିବା ସେକ୍ସ ରାକେଟ ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ କରିପାରେ। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ କ୍ରାଇମବ୍ରାଞ୍ଚ ଦ୍ୱାରା ଏହାର ତଦନ୍ତ…

ଉପରମୁହାଁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୦୪ ଆକ୍ରାନ୍ତ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୧ଜଣ ଥିବା ବେଳେ ୩୩୩ ଲୋକାଲ କେସ୍‌ ରହିଛି । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୧…

ଶ୍ରୀମନ୍ଦିର ସାମ୍ନାରେ ଭିକ୍ଷା ବୃତ୍ତି କରୁଛନ୍ତି ଶିଶୁ

ପୁରୀ ଅଫିସ,୧୪।୭: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାକଚକ୍ୟ ଓ ଶ୍ରଦ୍ଧାଳୁଙ୍କ ପାଇଁ ମୌଳିକ ସୁବିଧା ଭଳି ବ୍ୟବସ୍ଥା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଭକ୍ତମାନେ ପୁରୀ ଆସିଲେ କିଭଳି ଭଲ ଅନୁଭୂତି ନେଇ ଫେରିବେ, ତାହା ଉପରେ ପ୍ରାଥମିକତା…

ଏସ୍‌ସିଏସ୍‌ରେ ମାତିଛନ୍ତି ନକଲି ପ୍ରମାଣପତ୍ର ଦଲାଲ

ପୁରୀ ଅଫିସ,୧୪।୭: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଜାଲ୍‌ ପ୍ରମାଣପତ୍ର ସହାୟତାରେ ଆଡମିଶନ୍‌ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଏ ନେଇ ଉଚ୍ଚଶିକ୍ଷା ବିଭାଗର ଡେପୁଟି ଡାଇରେକ୍ଟର ରାଜେଶ କୁମାର ସାହୁ ଭୁବନେଶ୍ୱରସ୍ଥିତ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ୍‌ ସେଣ୍ଟରର ଜେନେରାଲ ମ୍ୟାନେଜରଙ୍କୁ…

ଶ୍ରମିକଙ୍କୁ ନିଯୁକ୍ତି ଦାବି ତେଜିଲା

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୪ା୭: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ୍‌ ନିଗମକୁ ଇତିମଧ୍ୟରେ ଟାଟା ଷ୍ଟିଲ ଲଙ୍ଗ୍‌ ପ୍ରଡକ୍ଟସ୍‌ ଲିମିଟେଡ ଅଧିଗ୍ରହଣ କରିଛି। ଏହି କ୍ରମରେ କାରଖାନାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ସହ ଛଟେଇ…

ଜନସେବା କେନ୍ଦ୍ରରେ ଛାପୁଥିଲେ ନକଲି ନୋଟ

ସମ୍ବଲପୁର/ଭୁବନେଶ୍ୱର, ୧୪ା୭(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନାର ଦୁର୍ଗମ ଅଞ୍ଚଳ ନୂଆ ଅଢ଼ାପଡା ଗ୍ରାମରେ ମଙ୍ଗଳବାର ରାତିରେ ଏସ୍‌ଟିଏଫ୍‌ ଚଢାଉ କରି ୧୫ଲକ୍ଷ ୧୨ ହଜାର ୫୦୦ ଟଙ୍କାର ନକଲି ନୋଟ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ…

ସାର ମିଳୁନି, ଗଜା ହେଉନି ବିହନ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ଚାଷୀମାନଙ୍କୁ ସାର ମିଳୁନି। ସାର ଯୋଗାଣ କଳାବଜାରକାରୀଙ୍କ କବ୍‌ଜାରେ ରହିଛି। ଚାଷୀଙ୍କୁ ସରକାରୀ ମୂଲ୍ୟଠାରୁ ବହୁ ଅଧିକ ଦାମ୍‌ ଦେବାକୁ ପଡୁଛି। ସାର ସହିତ ଅନ୍ୟାନ୍ୟ ସାମଗ୍ରୀ କିଣିବାକୁ ବାଧ୍ୟ କରାଯାଉଛି। ବର୍ଷା ହେଉଥିବାରୁ ଚାଷୀ ତଳି ପକାଇବାକୁ ବିହନ…

ବାଇକ୍‌ ଭାଙ୍ଗିଲା ହାତୀ, ଅଳ୍ପକେ ବର୍ତ୍ତିଲେ ଚାଳକ

କେନ୍ଦୁଝର,୧୩ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ବଢୁଛି। ବନ ବିଭାଗ ପକ୍ଷରୁ ହାତୀମାନଙ୍କୁ ଘଉଡ଼ାଇବା ସହ ମାଇକରେ ସତର୍କତା ସୂଚନା ଦେବା ସହ ହାତୀ ପାଖକୁ ନ ଯିବାକୁ ସଚେତନତା ସୃଷ୍ଟି…

ମାଗଣା ବୁଷ୍ଟର ଡୋଜ୍‌ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣାରେ ବୁଷ୍ଟର ଡୋଜ ପ୍ରଦାନ କରାଯିବା ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନ ପରିପ୍ରେକ୍ଷୀରେ ଦେଶରେ ମାଗଣା କୋଭିଡ ଟିକା ପ୍ରଦାନ କରିବା ଲାଗି ଏକ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ ହେବାକୁ…

ଓଡ଼ିଶାକୁ ମିଳିଲା ରାଷ୍ଟ୍ରୀୟ ଖଣିଜ ବିକାଶ ପୁରସ୍କାର

ଭୁବନେଶ୍ୱର,୧୩।୭(ବ୍ୟୁରୋ): ୨୦୨୧-୨୨ରେ ୪୯ ହଜାର ୫୩୦ କୋଟି ଟଙ୍କାର ଖଣି ରାଜସ୍ବ ଆଦୟ ହୋଇଛି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୧୧ ହଜାର ୮୮୭ କୋଟି ଟଙ୍କାର ରାଜସ୍ବ ସଂଗ୍ରହ କରାଯାଇଛି। ଏହା ବିଗତ ବର୍ଷ ତୁଳନାରେ ୨୧.୭୮ ପ୍ରତିଶତ ଅଧିକ…

ନିଯୁକ୍ତିରେ ଅଣଦେଖା, କମ୍ପାନୀ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଗଞ୍ଜାମ,୧୩ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତରେ ବିଭିନ୍ନ ସମସ୍ୟା ନେଇ ବୁଧବାର ଏକ ପ୍ରତିନିଧି ଦଳ ଗଞ୍ଜାମ ସହରରେ ରହିଥିବା ଗ୍ରାସୀମ କମ୍ପାନୀ କର୍ତ୍ତୃପକ୍ଷ ନିକଟରେ ଫେରାଦ ହୋଇଛନ୍ତି। କାଇଁଚପୁର ପଞ୍ଚାୟତ ଋଷିକୁଲ୍ୟା ନଦୀକୂଳରୁ ଗ୍ରାସୀମ କମ୍ପାନୀକୁ ବିପୁଳ ପରିମାଣରେ…

ଆଦିବାସୀଙ୍କୁ ଚିତ୍ରକୋଣ୍ଡା ଏସ୍‌ଡିପିଓ ମାଡ଼ ମାରିବା ଘଟଣା: କ୍ରାଇମ୍‌ବ୍ରାଞ୍ଚ କରିବ ତଦନ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳର ଏକ ଗାଁକୁ ଯାଇ ଏସଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାକୁ ନେଇ ବୁଧବାର ବିଧାନସଭାରେ ତୁମ୍ବିତୋଫାନ ଦେଖିବାକୁ ମିଳିଥିଲା। ବିରୋଧୀଙ୍କ ହଟ୍ଟଗୋଳ ପରେ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?