ମେ‘ରେ ତାତିରୁ ମିଳିବ ତ୍ରାହି
ଭୁବନେଶ୍ୱର,୧।୫(ବ୍ୟୁରୋ): ଏପ୍ରିଲ ମାସ ଡ଼ହଡ଼ହ ଖରାରେ ସଝିଥିଲା ସାରା ଓଡ଼ିଶା । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ବେଳେ ମେ’ ମାସରେ ଏଥିରୁ ତ୍ରାହି ମିଳିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟ, ମେ…
ରାଜ୍ୟରେ ଦୁଗ୍ଧ, ମାଂସ, ଅଣ୍ଡା ଉତ୍ପାଦନ ବଢ଼ିଛି
ଭୁବନେଶ୍ୱର, ୧।୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ଦଶନ୍ଧି ମଧ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବଢ଼ିଛି। ୨୦୦୦ ମସିହାରେ ଏହା ୮.୭୫ ଲକ୍ଷ ମେଟ୍ରିକ୍ ଟନ୍ ରହିଥିବାବେଳେ ୨୦୨୧ରେ ୨୩.୭୩ ଲକ୍ଷ ମେଟ୍ରିକ୍ ଟନ୍କୁ ବୃଦ୍ଧି ପାଇଛି। ସେହିଭଳି ଗତ ୨୦ବର୍ଷ…
‘ଶୃଙ୍ଖଳା, ତ୍ୟାଗ ସଫଳତାର ଚାବିକାଠି’
ଭୁବନେଶ୍ୱର, ୧।୫(ବ୍ୟୁରୋ): ଶୃଙ୍ଖଳା, ତ୍ୟାଗ ଓ ଉତ୍ସର୍ଗୀକୃତ ମନୋଭାବ ହିଁ ସଫଳତାର ଚାବିକାଠି। ଶ୍ରେଷ୍ଠ ପ୍ରଦର୍ଶନ ସହ ନିଜର ପ୍ରତିଭା ଓ ଦକ୍ଷତା ବିକାଶ ପାଇଁ ଛାତ୍ରୀଛାତ୍ର ଏହି ୩ଟି ସୂତ୍ର ଉପରେ ଗୁରୁତ୍ୱ ଦେବା ଉଚିତ। ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ…
ମେ’ ପ୍ରଥମ ସପ୍ତାହରୁ ରବିଧାନ ସଂଗ୍ରହ
ଭୁବନେଶ୍ୱର,୧।୫(ବ୍ୟୁରୋ): ମେ’ ମାସ ପ୍ରଥମ ସପ୍ତାହରୁ ରାଜ୍ୟରେ ରବି ଧାନ ସଂଗ୍ରହ କରାଯିବ। ଧାନ ସଂଗ୍ରହ ହେବାକୁ ଥିବା ୧୭ ଜିଲା ମଧ୍ୟରୁ କିଛି ଜିଲାରେ ଏହି କାର୍ଯ୍ୟ ଆରମ୍ଭ ହେଉଥିବା ବେଳେ ଅନ୍ୟ ଜିଲାଗୁଡ଼ିକରେ ମେ’ ମାସ ଦ୍ୱିତୀୟ କିମ୍ବା…
ଜଙ୍ଗଲ ସୁରକ୍ଷା ପ୍ରତି ଅଧିକ ଯତ୍ନବାନ ହେବାକୁ ଆହ୍ବାନ
ଭୁବନେଶ୍ୱର, ୧।୫(ବ୍ୟୁରୋ): ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଭୁବନେଶ୍ୱର ଘାଟିକିଆସ୍ଥିତ ବନପାଳ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ପ୍ରତିଷ୍ଠାନରେ ପ୍ରଶିକ୍ଷଣ ନେଉଥିବା ରାଜ୍ୟର ୨୧…
ରାଜ୍ୟ ସରକାର ପ୍ରସ୍ତାବ ଦେଲେ ମହାନଦୀ ଉପରେ ବ୍ୟାରେଜ ହେବ: ବିଶ୍ୱେଶ୍ୱର
ରାୟଗଡ଼ା ଅଫିସ/ ଜୟପୁର,୧।୫(ନି.ପ୍ର.): ପଡ଼ୋଶୀ ଛତିଶଗଡ଼ ଓ ଆନ୍ଧ୍ର ସରକାର ନିଜ ରାଜ୍ୟର ନଦୀଗୁଡ଼ିକ ଉପରେ ବ୍ୟାରେଜ ନିର୍ମାଣ କରି ଚାଷ, ଶିଳ୍ପ ସହ ଲୋକଙ୍କୁ ପାନୀୟ ଜଳ ଯୋଗାଉଛନ୍ତି। ଓଡ଼ିଶା ଦେଇ ପ୍ରବାହିତ ମହାନଦୀ ଉପରେ ବ୍ୟାରେଜ ନିର୍ମାଣ ପାଇଁ…
ବିଡିଓଙ୍କୁ ବିଧାୟକଙ୍କ ଆକ୍ରମଣ ଅଭିଯୋଗ
ଦେବଗଡ଼, ୧।୫ (ଡି.ଏନ୍.ଏ.): ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ଶନିବାର ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ସମର୍ଥକଙ୍କ ସହିତ ମିଶି ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ବିଡିଓ ଦଳପତି ଗୁରୁତର ଆହତ ହୋଇ ଜିଲା…
ବଦଳିଲେ ୯ ଓଏଏସ୍ ଅଫିସର
ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ଏହି ଅନୁଯାୟୀ, ବରିଷ୍ଠ ଓଏଏସ୍ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ସଚିବ…
ରେକର୍ଡ ଭାଙ୍ଗିଲା ଟିଟିଲାଗଡ଼
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଶନିବାର ରାଜ୍ୟର ୯ଟି ସ୍ଥାନରେ ୪୪ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ ସହରରେ ତାପମାତ୍ରା ସର୍ବାଧିକ ୪୫.୫ ଡିଗ୍ରୀ ରହିଛି। ଏହା ଚଳିତ ବର୍ଷର ସର୍ବାଧିକ ତାପମାତ୍ରା। ସେହିଭଳି…
ମେ’ ୨ରୁ ସକାଳ ୬ରୁ ୯ଟା ଯାଏ ସ୍କୁଲ
ଭୁବନେଶ୍ୱର,୩୦।୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୁଣି ଥରେ ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ମେ’ ୨ ତାରିଖରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ତୃତୀୟରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ରୁ…
ଶ୍ରମିକଙ୍କ ମଜୁରି ବଢ଼ିଲା
ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଶ୍ରମିକ ଦିବସ ପୂର୍ବରୁ ଶ୍ରମିକମାନଙ୍କ ପାଇଁ ଖୁସି ଖବର। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଅତି କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବଢ଼ିଛି। ୮୯ଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରି ବୃଦ୍ଧି କରାଯାଇଛି । ଏନେଇ…
ନବୋଦୟ ପ୍ରବେଶିକା ପରୀକ୍ଷା ଦେଲେ ୨୫୪ ଛାତ୍ରୀଛାତ୍ର
କୋକସରା,୩୦ା୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ୨ଟି ପରୀକ୍ଷା କେନ୍ଦ୍ର ଜବାହର ଉଚ୍ଚ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ମୋଟ୍ ୨୫୪ ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷା ଦେଇଥିବା ବେଳେ ୧୦୧ ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ସୂଚନା ମିଲିଛି।…
Archives


