ରାଜ୍ୟ

ଚାଇନା ନାଗରିକଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ ମାଷ୍ଟରମାଇଣ୍ଡ୍‌ ହେଉଛନ୍ତି ଜଣେ ଚାଇନା ନାଗରିକ। ସେ ହେଲେ ଲିୟୁ ଇ। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା…

ମୌସୁମୀ ସକ୍ରିୟ: ୧୬ ଯାଏ ବର୍ଷା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଓଡ଼ିଶା ଉପକୂଳ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏଥିସହିତ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର,…

ବାଲେଶ୍ୱରରେ ହେବ ଟଙ୍କା ଛାପା କାଗଜ କାରଖାନା

ବାଲେଶ୍ୱର ଅଫିସ,୧୩।୭: ବାଲେଶ୍ୱର ଜିଲା ରେମୁଣା ତହସିଲ ଅଞ୍ଚଳରେ ହେବ ନୋଟ ଛାପା କାଗଜ ପ୍ରସ୍ତୁତି କାରଖାନା। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ)ର ତିନିଜଣିଆ ଅଧିକାରୀ ମଙ୍ଗଳବାର ଜମି ସର୍ବେକ୍ଷଣ ଲାଗି ବାଲେଶ୍ୱରରେ ପହଞ୍ଚିଛନ୍ତି। ସେମାନେ ପ୍ରଥମେ ଜିଲାପାଳ…

କେନ୍ଦ୍ର ଉପରେ ୩ ହଜାର କୋଟି ଜିଏସ୍‌ଟି ବାକି

ଭୁବନେଶ୍ୱର,୧୩।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ୨୭୩୯ କୋଟି ଟଙ୍କାର ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ବାକି ରହିଛି। ଚଳିତ ମୌସୁମୀ ଅଧିବେଶନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଉପରେ ୨୦୨୧-୨୨…

ଲକ୍ଷ୍ମୀଙ୍କ ମାନଭଞ୍ଜନ ପରେ ରତ୍ନ ସିଂହାସନକୁ ବାହୁଡ଼ି ଗଲେ ମହାପ୍ରଭୁ

ପୁରୀ ଅଫିସ,୧୨।୭: ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି ସମ୍ପନ୍ନ ହୋଇଛି। ସନ୍ଧ୍ୟାଧୂପ ଶେଷ ପରେ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀରାମକୃଷ୍ଣ ଓ ଶ୍ରୀମଦନମୋହନଙ୍କୁ ଏବଂ ପରେ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ଗୃହ ନିର୍ମାଣ ଋଣ ସହାୟତା ରାଶି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ ଋଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮…

ରୁଚିକାଙ୍କ ଆତ୍ମହତ୍ୟା ମାମଲା: ର଼୍ୟାଗିଂ ନେଇ କୌଣସି ତଥ୍ୟ ମିଳି ନ ଥିବା କହିଲେ ଡିସିପି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ଡିସିପି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀ ଡାକିଥିଲେ। ଏଥିରେ ସେ ର଼୍ୟାଗିଂ ପ୍ରମାଣ ଏ ପର୍ଯ୍ୟନ୍ତ ମିଳି ନଥିବା କହିଛନ୍ତି । ତାଙ୍କ ହଷ୍ଟେଲର ସାଙ୍ଗମାନେ ର଼୍ୟାଗିଂ ହେଇନହିଁ…

କାଲିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଏଥିରେ ୧୪ ତାରିଖରୁ ୨୮ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇପାରିବନି, ତାହା…

ଧୋଇଗଲା ଆପ୍ରୋଚ ରୋଡ୍‌, ଯୋଗାଯୋଗ ବିଚ୍ଛିନ୍ନ

ଜୁନାଗଡ଼,୧୨ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଓ ଧର୍ମଗଡ଼ ମୁଖ୍ୟ ରାସ୍ତାରେ ଥିବା ହାଲେର ଜୋରରେ ଆଜି ପାଣି ବଢ଼ିଛି।ତେବେ ନୂତନ ପୋଲ କାମ ଅଧାପନ୍ତରିଆ ଅବସ୍ଥାରେ ରହିଥିବାରୁ ନିକଟରେ କରାଯାଇଥିବା ଆପ୍ରୋଚ ରାସ୍ତାରେ ବଢ଼ି ପାଣି ଯୋଗୁ ଘାଇ ସୃଷ୍ଟି ହୋଇଛି।…

କୋରାପୁଟରେ ସର୍ବାଧିକ ୬୦୭.୨ ମିଲିଲିଟର ବର୍ଷା ରେକର୍ଡ

କୋରାପୁଟ,୧୨ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬୦୭.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୨୯ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ପଟ୍ଟାଙ୍ଗି ବ୍ଲକରେ ସର୍ବନିମ୍ନ ୭ ମିମି…

ହୀରାକୁଦ ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ

ଝାରସୁଗୁଡ଼ା ଅଫିସ,୧୨ା୭: ହୀରାକୁଦ ଜଳଭଣ୍ଡାରରୁ ମାଛ ଧରୁଥିବାବେଳେ ଡଙ୍ଗାରୁ ଖସିପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଲଖନପୁର ଥାନା ଅଧୀନ ବଲଣ୍ଡା ଗ୍ରାମର ପ୍ରଫୁଲ୍ଲ ମାଝି(୩୬)। ଖବରପାଇ ଲଖନପୁର ଥାନା ପୋଲିସ ମୃତଦେହ ଜବତ କରି ଝାରସୁଗୁଡ଼ା…

ନୂଆପଲ୍ଲୀରେ ଭୂସ୍ଖଳନ, ପୋତି ହୋଇଗଲା ୫ ବାଇକ୍‌

ଆର୍‌.ଉଦୟଗିରି,୧୨ା୭(ଡି.ଏନ୍‌.ଏ.): କିଛିଦିନ ଧରି ଲାଗି ରହିଥିବା ବର୍ଷା ଯୋଗୁ ଗଜପତି ଜିଲା ନୂଆଗଡ଼ ଅନ୍ତର୍ଗତ ପରିମଳ ପଞ୍ଚାୟତର ନୂଆପଲ୍ଲୀ ଗାଁରେ ଭୂସ୍ଖଳନ ହୋଇଛି। ପାହାଡ଼ ଉପରୁ ମାଟି ଅତଡ଼ା ଧସିବା ସହ ବର୍ଷା ଜଳ ଗ୍ରାମ ମଧ୍ୟକୁ ଚାଲିଆସିଥିବା ଦେଖାଯାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?