ପକ୍ଷୀକୁ ସୁରକ୍ଷା ଦେଉଛନ୍ତି ଗ୍ରାମବାସୀ
କେନ୍ଦୁଝର, ୧୨।୭(ସ୍ବ.ପ୍ର.) କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଏନ୍ଏଚ୍ ୨୦ କଡ଼ରେ ଥିବା ବଡପଶି ଗ୍ରାମରେ ଶହ ଶହ ବଗ, ଗେଣ୍ତlଳିଆ ଆଦି ଚଢ଼େଇ ଦୁଇଟି ଗଛରେ ବସବାସ କରୁଛନ୍ତି। ମୌସୁମୀ ଆସିଲେ ସେମାନେ ଆସିଥାନ୍ତି। ଗଛରେ ବସା ବାନ୍ଧି ରୁହନ୍ତି।…
ବାଲିଯୋଡ଼ା ସ୍ବାସ୍ଥ୍ୟ ଉପକେନ୍ଦ୍ର ପାଲଟିଛି ଭୂତକୋଠି
କୁଆମରା,୧୨।୭(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଶିଳଘାଟୀ ପଞ୍ଚାୟତରେ ସ୍ଥାପିତ ବାଲିଯୋଡ଼ା ସ୍ବାସ୍ଥ୍ୟଉପକେନ୍ଦ୍ର ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଛି। ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଏହି ଉପକେନ୍ଦ୍ର କାର୍ଯ୍ୟ କରୁଛି। ବାଲିଯୋଡ଼ା, ଗୁରଡିହା, ଅତାନଟୀ, ଖଡିଆବସା, କେନ୍ଦୁଆମୁଣ୍ଡି, ନବକିଶୋରପୁର…
ପେନ୍ସନ୍ ଅର୍ଥରେ ପରିବେଶ ସୁରକ୍ଷା
କେନ୍ଦୁଝର, ୧୨।୭ (ସ୍ବ.ପ୍ର.) ବର୍ତ୍ତମାନ ସମୟରେ ପରିବେଶର ସୁରକ୍ଷା ଜୀବନ ରକ୍ଷାର ସ୍ଲୋଗାନ ସମସ୍ତଙ୍କୁ ଛୁଇଁଛି। ଯେତେବେଳେ ସମସ୍ତେ ପରିବେଶ ସୁରକ୍ଷା କରିବାକୁ ଯାଇ ନିଜକୁ ପ୍ରଚାର ପ୍ରସାର କରୁଛନ୍ତି ସେତେବେଳେ ଜଣେ ନିଆରା ମଣିଷ ବିନା ସ୍ବାର୍ଥରେ ନିଜର ପେନସନ…
ଆଜି ରାଜ୍ୟରେ ୫୦୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୨।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ…
କାର-ଅଟୋ ଧକ୍କା: ଚାଲିଗଲା ୩ ଜୀବନ, ୭ ଗୁରୁତର
ସୋନପୁର,୧୨।୭(ନି. ପ୍ର. ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଖାରି ନିକଟସ୍ଥ ବଡ଼ବାହାଲିଠାରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି।…
ଦୋଷ ଲୁଚାଇବାକୁ ଅପଚେଷ୍ଟା: ବିରୋଧୀ
ଭୁବନେଶ୍ୱର,୧୨୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ମା’ଙ୍କ ସମେତ ଧାରଣାରେ ବସିଥିବା ଅନ୍ୟମାନଙ୍କୁ ସୋମବାର ପୋଲିସ ଘୋଷାରି ଘୋଷାରି ନେଇ ଗାଡ଼ିରେ ବସାଇବା ସହିତ ଆନ୍ଦୋଳନ ସ୍ଥଳରେ ଥିବା ଟେଣ୍ଟକୁ ଭାଙ୍ଗି ଦେଇଛି। ଏଡି ଘଟଣାକୁ…
ଗ୍ୟାସ୍ ଦର ବୃଦ୍ଧି ହାଣ୍ଡିଶାଳକୁ ମହଙ୍ଗା ମାଡ଼: କଂଗ୍ରେସ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ବିଜେଡି ଏବଂ କେନ୍ଦ୍ରରେ ଭାଜପା ସରକାର ସାଧାରଣ ଜନତାଙ୍କୁ ମିଛ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଚାଲିଛନ୍ତି। ଗତ ୨ ବର୍ଷରେ କରୋନା ଯୋଗୁ ସାଧାରଣ ଜନତାଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହୋଇପଡ଼ିଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ସେମାନଙ୍କ…
ସେବିକା ସାଗରିକାଙ୍କ ଘରେ ରାଜ୍ୟପାଳ
ରସୁଲପୁର,୧୨ା୭(ଡି.ଏନ୍.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ମୁଗୁପାଳ ପଞ୍ଚାୟତ ଖଇରାବାଦ ଗ୍ରାମରେ ସୋମବାର ସକାଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲା ଓ ତାଙ୍କ ପୁଅ ମନି ସିଙ୍ଗଲ ପହଞ୍ଚତ୍ ଥିଲେ ା ଖଇରାବାଦ ଗ୍ରାମବାସୀ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରିଥିଲେ ା…
ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସରୁନି
ନାଉଗାଁ,୧୨ା୭(ସ୍ବ.ପ୍ର):ନାଉଗାଁ ବ୍ଲକ ତିରୁଣା ପଞ୍ଚାୟତ ଦହିପାଳଠାରେ ସରକାରଙ୍କ ତରଫରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି। ୮ ଫେବୃୟାରୀ ୨୦୨୧ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ଏହି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ଗ୍ରାମ୍ୟ ଉନ୍ନୟନ…
ସାକ୍ଷ୍ୟ ଗ୍ରହଣ ପାଇଁ କୋର୍ଟକୁ ଆସିଲେ ଅନୁଭବ
କଟକ ଅଫିସ,୧୨।୭:କଟକ ପରିବାର ଅଦାଲତରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍ପି ଅନୁଭବ ମହାନ୍ତିଙ୍କ ବିବାଦ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ସୋମବାର କୋର୍ଟରେ ଉପସ୍ଥିତ ହୋଇଥିଲେ ଏମ୍ପି ଅନୁଭବ ମହାନ୍ତି। ପ୍ରତିପକ୍ଷ ଓକିଲ ଅର୍ଥାତ ବର୍ଷାଙ୍କ ଆଇନଜୀବୀ ତାଙ୍କୁ ଜେରା…
ଆଜି ନୀଳାଦ୍ରି ବିଜେ
ପୁରୀ ଅଫିସ, ୧୨ା୭:ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାବାହୁ। ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ସୋମବାର ରଥ ଉପରେ ଅଧରପଣା…
୨୧ରେ ଓଡ଼ିଶା ଫୁଡ୍ ପ୍ରୋ-୨୦୨୨
ଭୁବନେଶ୍ୱର,୧୨ା୭(ବ୍ୟୁରୋ):ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପକୁ ଅଧିକ କ୍ରିୟାଶୀଳ କରିବାକୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହଯୋଗରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ବିଭାଗ ପକ୍ଷରୁ ଜୁଲାଇ ୨୧ ତାରିଖରେ ଭୁବନେଶ୍ୱରଠାରେ ଓଡ଼ିଶା ଫୁଡ୍ ପ୍ରୋ-୨୦୨୨ ଆୟୋଜନ ହେବ।…

