୧୨ ଘଣ୍ଟାରେ ବାତ୍ୟା! ପାରାଦୀପଠାରୁ ୭୬୦କିଲୋମିଟର ଦୂରରେ ରହିଛି ‘ଜଓ୍ବାଦ’
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ବର୍ଷା ହେବ...
ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର...
ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପ୍ସ ଏମ୍ଡି
ସମ୍ବଲପୁର ଅଫିସ,୩ା୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ସମବାୟ ଲ୍ୟାମ୍ପସ୍ର ଏମ୍ଡି ଫଣିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଫଣିନ୍ଦ୍ରଙ୍କ ଜମନକିରା ଅଫିସ ଓ ପୈତୃକ...
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୭୦ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ବେଦାଙ୍ଗଦାସ ମହାନ୍ତିଙ୍କୁ ‘ଇନ୍ଫୋସିସ୍ ପ୍ରାଇଜ୍’
ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଜ୍ଞାନ ଓ ଅନୁସନ୍ଧାନ କ୍ଷେତ୍ରରେ ଇନ୍ଫୋସିସ୍ ସାଇନ୍ସ ଫାଉଣ୍ଡେଶନ (ଆଇଏସ୍ଏଫ୍) ପକ୍ଷରୁ ଗୁରୁବାର ଇନ୍ଫୋସିସ୍ ପ୍ରାଇଜ୍-୨୦୨୧ ଘୋଷଣା କରାଯାଇଛି। ଇଞ୍ଜିନିୟରିଂ ଓ କମ୍ପ୍ୟୁଟର ସାଇନ୍ସ, ହ୍ୟୁମାନିଟିଜ୍, ଲାଇଫ୍ ସାଇନ୍ସ, ମାଥ୍ମେଟିକାଲ ସାଇନ୍ସ, ଫିଜିକାଲ ସାଇନ୍ସ ଓ ସୋସିଆଲ ସାଇନ୍ସରେ...
ପ୍ରଶାସନ-ଅଭିଯୋଗକାରୀଙ୍କ ଆଲୋଚନା, ୨୦ ସୁଦ୍ଧା ଫଳ
କେନ୍ଦ୍ରାପଡ଼ା ଅଫିସ, ୩ା୧୨: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ ହାଇକୋର୍ଟ ହସ୍ତକ୍ଷେପ ପରେ ପ୍ରଥମଥର ପାଇଁ ରାଜ୍ୟ ପ୍ରଶାସନ ଓ ଅଭିଯୋଗକାରୀଙ୍କ ମଧ୍ୟରେ ଗୁରୁବାର ଆଲୋଚନା ହୋଇଛି। ଅଭିଯୋଗକାରୀ ରାଜକନିକା ବ୍ଲକ ବଡରାଜାର ସୁକାନ୍ତ କୁମାର...
ରାଜପଥ ବିପଦସଙ୍କୁଳ, ରାସ୍ତାରୋକୋ
ଢେଙ୍କାନାଳ ଅଫିସ,୩।୧୨ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ସହରସ୍ଥିତ ୧ନଂ ୱାର୍ଡ ଆନନ୍ଦନଗରଠାରୁ କଲେଜ ବାଇପାସ ଓ ମହିଷାପାଟଠାରୁ କଣ୍ଟାନାଳୀ ବାଇପାସ ପର୍ଯ୍ୟନ୍ତ ରାସ୍ତା ବିପଦସଙ୍କୁଳ ହୋଇପଡିଛି। ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ପଡିଥିବା ବେଳେ ରାସ୍ତା...
ସାଇକୃପାର ଆଉ ୧୯ ଛାତ୍ରୀଛାତ୍ର ପଜିଟିଭ୍
ଢେଙ୍କାନାଳ ଅଫିସ,୩।୧୨ ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ଆଉ ୧୯ ଛାତ୍ରୀଛାତ୍ର ଗୁରୁବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏହାକୁ ମିଶାଇ ଗତ ୩ଦିନ ମଧ୍ୟରେ ମୋଟ୍ ୫୬ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ...
‘ଶିକ୍ଷକଙ୍କ ସମସ୍ୟା ବୁଝନ୍ତୁ ସରକାର’
ବଇଣ୍ଡା,୩।୧୨(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ଆଠମଲ୍ଲିକ ଶାଖା ପକ୍ଷରୁ ଶିକ୍ଷକ ସମସ୍ୟାକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ ଦିଲୀପ କୁମାର ସାହୁ ଏଥିରେ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି...
ସ୍ମାର୍ଟ ହୋଇପାରୁନି ଶିକ୍ଷାଦାନ
ବଇଣ୍ଡା,୩।୧୨(ଡି.ଏନ.ଏ.) ସରକାରୀ ସ୍କୁଲଗୁଡ଼ିକର ରୂପାନ୍ତରଣ ଚାଲିଛି। ଭିତ୍ତିଭୂମି, ଶିକ୍ଷାଦାନକୁ ସ୍ମାର୍ଟ କରାଯିବାର ବ୍ୟବସ୍ଥା ହେଉଛି। ଇତିମଧ୍ୟରେ ଅନୁଗୋଳ ଜିଲାର ୯୦ଟି ବିଦ୍ୟାଳୟକୁ ସ୍ମାର୍ଟ ବୋଲି ଘୋଷଣା କରାଯାଇସାରିଛି। ହେଲେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିଲେ ସ୍ମାର୍ଟ ସ୍କୁଲଗୁଡ଼ିକରେ ଗୁଣାତ୍ମକ...
ସ୍ବାଭାବିକ ହୋଇପାରୁନି ଗୃହ
ଭୁବନେଶ୍ୱର,୩ା୧୨(ବ୍ୟୁରୋ):କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାକୁ ନେଇ ଗତ ୨ଦିନ ହେବ ବିଧାନସଭା ହୁଲସ୍ଥୂଲ ହେଉଛି। ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଏବଂ ସିବିଆଇକୁ ଏହି ଘଟଣାର ତଦନ୍ତ ଦିଆଯାଉ। ନଚେତ୍...
ସଂକ୍ରମିତ ଦେଶରୁ ଓଡ଼ିଶା ଆସିଛନ୍ତି ୩୮୦
ଭୁବନେଶ୍ୱର, ୩ା୧୨(ବ୍ୟୁରୋ):ସାରା ବିଶ୍ୱକୁ ଏବେ କରୋନାର ନୂଆ ଭୂତାଣୁ ‘ଓମିକ୍ରନ’ ଭୟ ଲାଗି ରହିଥିବାବେଳେ ଓଡ଼ିଶାକୁ ମଧ୍ୟ ଚିନ୍ତା ଘାରିଲାଣି। କାରଣ ଓମିକ୍ରନ ସଂକ୍ରମିତ ଦେଶରୁ ଓଡ଼ିଶାକୁ ଏ ପର୍ଯ୍ୟନ୍ତ ୩୮୦ଜଣ ଫେରିଛନ୍ତି। ଏ ନେଇ ଗୁରୁବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ...
Archives


