ରାଜ୍ୟ

ମାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

କଟକ ଅଫିସ,୧୨ା୭:ମାଟ୍ରିକ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀଙ୍କ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୋମବାରଠାରୁ ଉତ୍ତର ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଅନ୍‌ଲାଇନ ମାଧ୍ୟମରେ…

ଋଣ ଭାର ୧.୧୨ ଲକ୍ଷ କୋଟି ଟପିବ

ଭୁବନେଶ୍ୱର,୧୨ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟର ଋଣଭାର ଏକ ଲକ୍ଷ ୧୨ ହଜାର କୋଟି ଟଙ୍କାକୁ ଟପିଯିବ। ଚଳିତ ବର୍ଷ ରାଜ୍ୟ ସରକାର ବିଭିନ୍ନ ଖର୍ଚ୍ଚ ତୁଲାଇବାକୁ ପ୍ରାୟ ୧୧ହଜାର କୋଟି ଟଙ୍କା ଋଣ କରିବାକୁ ଯୋଜନା କରିଛନ୍ତି। ଚଳିତ…

ବୀମା ଟଙ୍କା ପାଇଁ ରାତି ୩ଟାରୁ ଧାଡ଼ି

ଝାରସୁଗୁଡ଼ା ଅଫିସ୍‌,୧୨।୭:ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକରେ ଥିବା ସମ୍ବଲପୁର ଜିଲା କେନ୍ଦ୍ରୀୟ ସମବାୟ (ଏସ୍‌ଡିସିସି) ବ୍ୟାଙ୍କରୁ ଫସଲ ବୀମା ଟଙ୍କା ପାଇବା ପାଇଁ ଚାଷୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ୟାଙ୍କରେ ଗୋଟିଏ ମାତ୍ର କାଉଣ୍ଟର ଥିବାରୁ ଲୋକଙ୍କୁ…

ଲଘୁଚାପ ସତ୍ତ୍ୱେ ୧୧ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୨ା୭(ବ୍ୟୁରୋ):ମୌସୁମୀ ସକ୍ରିୟ ହେବାପରେ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ହେଲେ ସେହି ପରିମାଣର ବର୍ଷା ହେଉନି। ପାଣିପାଗ ବିଭାଗ ହିସାବ କହୁଛି, ଜୁଲାଇ ମାସରେ ଲଗାତର ୨ଟି ଲଘୁଚାପ ହୋଇଥିବା ବେଳେ…

ଚାପରେ ନିର୍ଦ୍ଦେଶ ବଦଳିଲା

ଢେଙ୍କାନାଳ ଅଫିସ୍‌, ୧୨ା୭:ବିଦ୍ୟାଳୟ ପରିସରକୁ ଗଣମାଧ୍ୟମ ପ୍ରତିନିଧିମାନେ କ୍ୟାମେରା ନେଇ ଯାଇପାରିବେ ନାହିଁ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ଏଭଳି ଏକ ବିବାଦୀୟ ନିର୍ଦ୍ଦେଶନାମାକୁ ନେଇ ସାରା ରାଜ୍ୟରେ ତୁମ୍ବିତୋଫାନ ଉଠିବା ପରେ ନିଷ୍ପତ୍ତି ବଦଳିଛି। କଙ୍କଡ଼ାହାଡ଼ ବ୍ଲକ…

ଦିବ୍ୟାଂଶୁ ମଲ୍ଲୁ ରାଜ୍ୟ ଟପ୍ପର

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ (ଏନ୍‌ଟିଏ) ପକ୍ଷରୁ ସୋମବାର ଜେଇଇ(ମେନ୍‌) ସେସନ-୧ ରେଜଲ୍ଟ ପ୍ରକାଶ ପାଇଛି। ୧୪ଜଣ ଛାତ୍ରୀଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍‌ ରଖିଥିବାବେଳେ ଓଡ଼ିଶାର ଦିବ୍ୟାଂଶୁ ମଲ୍ଲୁ ୯୯.୯୮୯ ପର୍ସେଣ୍ଟାଲ୍‌ ସହ ରାଜ୍ୟ ଟପ୍ପର ହୋଇଛନ୍ତି। ଏହି ପରୀକ୍ଷା ଜୁନ୍‌…

୪ ସହରରେ ସଂକ୍ରମଣ ବଢ଼ୁଛି

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ରାଜ୍ୟରେ ଏବେ କରୋନା ଉପରମୁହାଁ ରହିଛି। ୪ଟି ସହରରେ ସଂକ୍ରମଣ ବଢ଼ିବାରେ ଲାଗିଛି। ଭୁବନେଶ୍ୱର, କଟକ, ପୁରୀ ଏବଂ ରାଉରକେଲାରେ କରୋନା ସଂକ୍ରମଣ ବଢ଼ୁଥିବା ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ଧଳ କହିଛନ୍ତି। ସେ କହିଛନ୍ତି, ଯଦିଓ…

ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ବାଲେଶ୍ୱର ଅଫିସ,୧୧।୧୦: ବାଲେଶ୍ବରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ବଜ୍ରପାତରେ ଅନେକ ଜୀବନ ଯାଉଥିବାରୁ ଲାଇଟେନିଂ ରିସର୍ଚ୍ଚି ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଜୁନ୍‌…

କୋଭିଡ୍‌ ହସ୍ପିଟାଲ ସ୍ଥିତି ପରଖିଲେ କମିଶନର: ପଚାରିଲେ ରୋଗୀଙ୍କ ଭଲମନ୍ଦ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ପ୍ରତିଶତ ରାଜଧାନୀରୁ ଚିହ୍ନଟ ହେଉଛନ୍ତି। ଭୁବନେଶ୍ୱରରେ କୋଭିଡ ପଜିଟିଭ୍‌ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଏକ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି ।…

ଲଘୁଚାପ ପ୍ରଭାବ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର,୧୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳର ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଆହୁରି ୫ ଦିନ ପ୍ରର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ତେବେ ୧୨ ତାରିଖ ସକାଳ ଯାଏ…

ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି ଗୋଲାବାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?