ଋଣଭାରରୁ ବର୍ତ୍ତିବା ପାଇଁ ମାଗିଲେ ଇଚ୍ଛା ମୃତ୍ୟୁ
ବିଞ୍ଝାରପୁର,୩ା୧୨(ଡି.ଏନ.ଏ.): ଦାରିଦ୍ର୍ୟର ତାଡ଼ନା ସାଙ୍ଗକୁ ଅସହ୍ୟ ଋଣଭାର ସହି ନ ପାରି ଜଣେ ଯୁବକ ରାଷ୍ଟ୍ରପତିଙ୍କୁ ଇଚ୍ଛାମୃତ୍ୟୁ ଲାଗି ଚିଠି ଲେଖିଛନ୍ତି। ଯାହାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ସେ ହେଲେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଆଉଁରୀ ପଞ୍ଚାୟତର...
ଭଡ଼ା ଘରେ ୭ ଦିନ ଏକାଠି ରହିବେ ତପସ୍ବିନୀ- ସୁମିତ
ବ୍ରହ୍ମପୁର ଅଫିସ ,୨ା୧୨: ନ୍ୟାୟ ପାଇଁ ବଧୂ ତପସ୍ବିନୀ ଦାଶ ଗଞ୍ଜାମ ଜିଲା ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶ୍ବଶୁର ଘର ଆଗରେ ୧୦ ଦିନ ଧରି ଧାରଣା ଦେଇଥିଲେ। କୋର୍ଟରେ ରୁଜୁ ହୋଇଥିବା ପିଟିଶନ(ଏମ୍ସି ନଂ. ୩୪୪/୨୧)ର ଗୁରୁବାର ଶୁଣାଣି କରି...
ଅବପାତର ରୂପ ନେଲା ଲଘୁଚାପ
ଭୁବନେଶ୍ବର,୨।୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶର୍ବବର୍ତ୍ତୀ ଆଣ୍ଡାମାନ ସାଗରରେ ଅବପାତର ରୂପ ନେଇଛି। ଏହା ଗୋପାଳପୁରଠାରୁ ୧୦୨୦ କି.ମି. ଓ ପାରଦୀପଠାରୁ ୧୦୬୦ କି.ମି. ଦୂରରେ...
ବାତ୍ୟାରେ ବିଦ୍ୟୁତ୍ ଯୋଗାଣ ବାଧକ ହେଲେ ତୁରନ୍ତ କାମ ହେବ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ସାମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’କୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରି ସାରିଛି। ଫଳରେ ରାଜ୍ୟ ସରକାର ବାତ୍ୟା ମୁକାବିଳା ନେଇ ପ୍ରସ୍ତୁିତ ଆରମ୍ଭ କରିଛନ୍ତି। ଏପରିକି ୨୪ ଘଣ୍ଟିଆ ବିଦ୍ୟୁତ୍ ଯୋଗାଣ ନିଶ୍ଚିତ କରିବା ଲାଗି...
ଓମିକ୍ରନ ସଂକ୍ରମିତ ଦେଶରୁ ୨ ଦିନରେ ଓଡ଼ିଶା ଆସିଛନ୍ତି ୩୮୦
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ବିଶ୍ୱକୁ ଏବେ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଭୟ ରହିଥିବା ବେଳେ ଓଡ଼ିଶାକୁ ମଧ୍ୟ ଚିନ୍ତା ଘାରିଛି। ଓମିକ୍ରନ ସଂକ୍ରମଣ ଦେଶରୁ ଓଡ଼ିଶାକୁ ୩୮୦ ଜଣ ଫେରିଛନ୍ତି। ଗୁରୁବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଏହି...
୭ ଡିଗ୍ରୀକୁ ଖସିଲା
ଦାରିଙ୍ଗବାଡି,୨।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ତାପମାତ୍ରା ୭ ଡିଗ୍ରୀକୁ ଖସି ଆସିଛି। ଯାହାକି ଚଳିତ ବର୍ଷର ଏ ପର୍ଯ୍ୟନ୍ତ ସବୁଠାରୁ କମ୍ ତାପମାତ୍ରା ବୋଲି ବିଡିଓ...
ମାସ୍କ ନ ପିନ୍ଧିଲେ ଫାଇନ୍
ଭୁବନେଶ୍ୱର,୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଭାରତରେ ଚିହ୍ନଟ ହୋଇସାରିଛି। ଏନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ଦେଖା ଦେଇଛି। ମାସ୍କ ଚେକିଂ କଡ଼ାକଡ଼ି କରିବା ସହ ଫାଇନ ଆଦାୟ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏପରି କି...
୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୨।୧୨(ବୂ୍ୟରୋ): ଦୁର୍ନୀତି ବିରୋଧରେ କଠୋର ହେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ଆଜି ପୁଣି ୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଛି। ଏହାଛଡ଼ା ଜଣଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ଦୁଇ କର୍ମଚାରୀଙ୍କ ପେନ୍ସନ ବନ୍ଦ କରାଯାଇଛି। ବାଧ୍ୟତାମୂଳକ ଅବସର...
୧୦୦ କି.ମି. ବେଗରେ ବହିବ ପବନ
ଭୁବନେଶ୍ୱର,୨।୧୨(ବୂ୍ୟରୋ): ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହେବ ୱେଲ ମାର୍କଡ ଲୋ’ ପ୍ରେସର । ଡିପ୍ରେସନ ହେବା ପରେ ବାତ୍ୟାର ଗତିପଥ ଅଧିକ ସ୍ପଷ୍ଟ ହୋଇପାରିବ । ତେବେ ଏହା ପ୍ରଭାବରେ ଆସନ୍ତା କାଲି ରାତିରୁ ଆରମ୍ଭ...
ବାତିଲ୍ ହେଲା ୯୫ ଟ୍ରେନ୍
ଭୁବନେଶ୍ୱର,୨।୧୨(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ଜୱାଦ’ । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗୁରୁବାର ଅବପାତରେ ପରିଣତ ହେବ । ଶୁକ୍ରବାର କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇପାରେ । ଏହାପରେ ଉପକୂଳ ଆଡ଼କୁ ମାଡ଼ି...
ସମ୍ଭାବ୍ୟ ବାତ୍ୟା ନେଇ ପ୍ରଶାସନର ପ୍ରସ୍ତୁତି: ଉପକୂଳବାସୀଙ୍କ ସତର୍କ ରହିବାକୁ ନିର୍ଦ୍ଦେଶ
ଛତ୍ରପୁର,୨ା୧୨(ଡି.ଏନ୍.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଜି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାର ସମୁଦ୍ର ତଟବର୍ତ୍ତୀ ଓ ନଦୀ କୁଳିଆ ଅଞ୍ଚଳର...
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ
ଭୁବନେଶ୍ବର,୨।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ୨ୟ ଦିନ। ଆରମ୍ଭ ହେଉ ହେଉ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହ ମୁଲତବୀ କରାଯାଇଛି...
Archives


