ରାଜ୍ୟ

ରାଜ୍ୟରେ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଅବ୍ୟବସ୍ଥାରେ ପରିବେଶ ପର୍ଯ୍ୟଟନ କେନ୍ଦ୍ର

ଚଣ୍ଡିଖୋଲ,୨।୧୨(ଡି.ଏନ.ଏ.): ଶୀତ ଋତୁ ଆସିଲେ ବିଭିନ୍ନ ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କ ଭିଡ଼ ହୋଇଥାଏ। ଗତ ବର୍ଷ କୋଭିଡ୍‌ ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଦେଖାଯାଇ ନ ଥିଲା। ଚଳିତ ବର୍ଷ ପର୍ଯ୍ୟଟନସ୍ଥଳୀଗୁଡ଼ିକ ଲୋକାରଣ୍ୟ ହେବା ଆଶା ରଖାଯାଇଛି। ତେବେ କୋଟିକୋଟି ଟଙ୍କା ଖର୍ଚ୍ଚ...

ସ୍କୁଲ ଚକ ଚକିଆ: ୧୦ ଶିକ୍ଷକ ପଦବୀ ଖାଲି

ନାଉଗାଁ,୧ା୧୨(ସ୍ବ.ପ୍ର.): ରାଜ୍ୟରେ ସ୍କୁଲ ରୂପାନ୍ତରୀକରଣ ଯୋଜନା କାମ ଜୋରସୋର୍‌ ଚାଲିଛି। ସ୍କୁଲଗୁଡିକର କାୟା ବଦଳି ଯାଇଛି। ସବୁ ଚକାଚକ୍‌ ସ୍ମାର୍ଟ କ୍ଲାସରୁମ ଏବଂ ସ୍କୁଲ ପରିସର ଝଲସୁଛି। ଶିକ୍ଷା ବ୍ୟବସ୍ଥାରେ ଏହି ଯୋଜନା ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି...

ବିଲରୁ ଚାଷୀ ଧାନ ଉଠାଇ ପାରୁନାହାନ୍ତି

ଜଗତ୍‌ସିଂହପୁର ଅଫିସ, ୨।୧୨: ଜଗତ୍‌ସିଂହପୁର ଜିଲାର ଚାଷୀକୁଳ ସମ୍ଭାବ୍ୟ ବାତ୍ୟା ଜୱାଦକୁ ନେଇ ଚିନ୍ତାରେ ପଡିଛନ୍ତି। ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ଗୁରୁବାର ମାଣବସା ଥିବାରୁ ବିଲରୁ ଧାନ ଉଠିବା ସମ୍ଭବ ନୁହେଁ। ଶୁକ୍ରବାରଠାରୁ...

ଜାତୀୟ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଅଗ୍ରଗତି

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଭିନ୍ନ ଖାଦ୍ୟ ସୁରକ୍ଷା ପଦକ୍ଷେପ ଯୋଗୁ ଜାତୀୟ ଖାଦ୍ୟ ସୁରକ୍ଷା ସୂଚକାଙ୍କରେ ଓଡ଼ିଶା ଅଗ୍ରଗତି ହାସଲ କରିଛି। ୨ଠ୧୮-୧୯ରେ ୨୬ତମ ସ୍ଥାନରେ ଓଡ଼ିଶା ରହିଥିବାବେଳେ ୨ଠ୧୯-୨ଠରେ ୧୩ତମ ଏବଂ ୨ଠ୨ଠ-୨୧ରେ ୪ର୍ଥ ସ୍ଥାନରେ ରହିଛି ରାଜ୍ୟ। ମୁଖ୍ୟ ଶାସନ...

ଆଜି ସ୍ପଷ୍ଟ ହେବ ବାତ୍ୟା ଗତିପଥ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଗୁରୁବାର ଅବପାତରେ ପରିଣତ ହେବ। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଅବପାତର ରୂପ ନେବ। ଅବପାତରେ ପରିଣତ ହେଲା ପରେ ବାତ୍ୟା କେଉଁଠି ମାଡ଼...

ସିବିଆଇ ତଦନ୍ତ ଦାବିକଲା ଭାଜପା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ସମ୍ପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦୋଷ ଘୋଡ଼ାଇବା ପାଇଁ ମୂଳରୁ ରାଜ୍ୟ ସରକାର ଷଡ଼ଯନ୍ତ୍ର କରିଛନ୍ତି। ହେଲେ ବିଚାର ବିଭାଗ ଉପରେ ପୂର୍ଣ୍ଣ ବିଶ୍ୱାସ ରହିଥିବା ଭାଜପା ବିଧାୟକ ଦଳ ପକ୍ଷରୁ କୁହାଯାଇଛି।...

ବିରୋଧୀଙ୍କୁ ଘେରିବାକୁ ପିଏମ୍‌ଏଓ୍ବାଇ ଅସ୍ତ୍ର

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବୁଧବାର କଂଗ୍ରେସ ଓ ଭାଜପା ସଦସ୍ୟମାନେ ବିଧାନସଭାରେ ହୋହଲ୍ଲା ସହ ପ୍ରତିବାଦ କରିଛନ୍ତି। ହେଲେ ବିଜେଡି ଏହାର ମୁକାବିଲା ଲାଗି ପିଏମ୍‌ଏଓ୍ବାଇକୁ ମୁଖ୍ୟ ଅସ୍ତ୍ର...

କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’କୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ସତର୍କ କରାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ କରାଇବା ସହିତ କୋଭିଡ୍‌...

୨ ମିନିଟ୍‌ରେ ୨୦ ହଜାର କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ବୁଧବାର ଆଗତ ହୋଇଛି ୨୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍‌। ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବିରୋଧୀଙ୍କ ହଟ୍ଟଗୋଳରେ ଗୃହ କମ୍ପୁଥିବାବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅପରାହ୍ନରେ...

ବିଧାନସଭାରେ ମମିତା ତାତି

ଭୁବନେଶ୍ୱର, ୨।୧୨(ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ବୁଧବାର ବିଧାନସଭା ହୁଲସ୍ଥୂଲ ହୋଇଛି। ଶୀତକାଳୀନ ଅଧିବେଶନ ଆରମ୍ଭରୁ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ପୂର୍ବ ଘୋଷଣା ଅନୁଯାୟୀ କଂଗ୍ରେସ ସଦସ୍ୟମାନେ ୧୦ଟା...

ଅବପାତ ପରେ ସ୍ପଷ୍ଟ ହେବ କେଉଁଠି ମାଡ଼ କରିବ ବାତ୍ୟା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଗୁରୁବାର ଅବପାତରେ ପରିଣତ ହେବ ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର। ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଅବପାତର ରୂପ ନେବ। ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri